ଝାରସୁଗୁଡ଼ା

ଲକ୍‌ ଡାଉନ୍‌ ସତ୍ତ୍ୱେ ଚାଲିଛି ଦେଶୀ ମଦ ବ୍ୟବସାୟ: ବଡମାଲ ଥାନାରେ ୧୫ ମାମଲା ରୁଜୁ, ୨୧ ଗିରଫ

ଝାରସୁଗୁଡା ଅଫିସ,୨୭ା୪- କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶକୁ ଲକ୍‌ ଡାଉନ କରାଯାଇଛି। ଏହି ଲକଡାଉନ ସମୟରେ ବିଷେଶ କରି ମଦ ଦୋକାନ ଓ ଦେଶୀ ମଦ ଭାଟିଗୁଡିକୁ ବନ୍ଦ କରି ରଖିବା ପାଇଁ ନିର୍ଦ୍ଦେଶ ରହିଛି। ତେବେ…

ଅକ୍ଷୟ ତୃତୀୟାରେ ପଞ୍ଚୁପୂଜା: ପାଣିପାଗ ପୂର୍ବାନୁମାନ ଜାଣିବାର ଅଭିନବ ପରମ୍ପରା

ଲଇକେରା,୨୭।୪(ଡି.ଏନ.ଏ.)-ଅକ୍ଷୟ ତୃତୀୟାରେ ଚାଷ ଅନୁକୂଳ ହୁଏ। ପରମ୍ପରା ଅନୁଯାୟୀ ଝାରସୁଗୁଡ଼ା ଜିଲା ଲଇକେରା ଅଞ୍ଚଳର ଚାଷୀମାନେ ନିଜ ଘରେ ଇଷ୍ଟଦେବୀଙ୍କୁ ପୂଜାର୍ଚ୍ଚନା କରିବା ପରେ ବିଲରେ ଧାନ ବୁଣି ଚାଷର ଶୁଭରମ୍ଭ କରିଥାନ୍ତି। ଏହିଦିନ ଅର୍ଥାତ୍‌ ଅକ୍ଷୟ ତୃତୀୟା ତିଥିରେ ଚାଷୀ…

ପରିତ୍ୟକ୍ତ ଘରେ ରହୁଥିବା ଦମ୍ପତି ଗାଁକୁ ଫେରିଲେ

  ଲଖନପୁର,୨୫ା୪(ଡି.ଏନ୍‌.ଏ.)-ଦାୟିତ୍ୱରେ ଥିବା ଅଧିକାରୀଙ୍କ ଅବହେଳା ପାଇଁ କେତେକ ସ୍ଥାନରେ କରୋନା ସନ୍ଦିଗ୍ଧ ବ୍ୟକ୍ତିମାନେ ସରକାରୀ ସୁବିଧା ସୁଯୋଗରୁ ବଞ୍ଚତ୍ତ ହେଉଛନ୍ତି । ଏଥିସହିତ ସେମାନେ ଗ୍ରାମବାସୀଙ୍କ ନିର୍ଯାତନାର ଶିକାର ହେଉଛନ୍ତି । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଝାରସୁଗୁଡ଼ା…

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ନବ

ଝାରସୁଗୁଡା ଅଫିସ,୨୪।୪: ସାରା ବିଶ୍ବରେ ମହାମାରୀ କରୋନା କାୟା ବିସ୍ତାର କରିଛି। ସାରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ମଧ୍ୟ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର କୋଭିଡ-୧୯ ମୁକାବିଲା ପାଇଁ କେନ୍ଦ୍ର…

ଶିଳ୍ପ ଅନୁଷ୍ଠାନକୁ କାର୍ଯ୍ୟକ୍ଷମ କରିବାକୁ ଝାରସୁଗୁଡ଼ା ଜିଲା ପ୍ରଶାସନର ନୂତନ ଗାଇଡ୍‌ଲାଇନ

ଝାରସୁଗୁଡ଼ା ଅଫିସ,୨୪ା୪- ଝାରସୁଗୁଡ଼ା ଜିଲାରେ ଥିବା ସମସ୍ତ ବୃହତ୍‌, ମଧ୍ୟମ ଓ କ୍ଷୁଦ୍ରଶିଳ୍ପ ଅନୁଷ୍ଠାନ ତଥା ଖଣିଜ ଉପତ୍ାଦନ ପ୍ରତିଷ୍ଠାନ ନିମନ୍ତେ ଗୁରୁବାର ଜିଲା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ମୁଖ୍ୟ ତଥା ଜିଲାପାଳ ସରୋଜ କୁମାର ସାମଲ ଗାଇଡ୍‌ଲାଇନ ଜାରି କରିଛନ୍ତି।…

ସରକାରୀ ସହାୟତାରୁ ବଞ୍ଚିତ ପ୍ରକୃତ ନିର୍ମାଣ ଶ୍ରମକ, ହାତେଇଛନ୍ତି ସରକାରୀ କର୍ମଚାରୀ

ଲଖନପୁର,୨୩ା୪(ଡି.ଏନ୍‌.ଏ.) : କରୋନା ଭାଇରସ୍‌ ନିୟନ୍ତ୍ରଣ ପାଇଁ ସରକାର ଲକ୍‌ଡାଉନ୍‌ ଜାରି କରିଛନ୍ତି। ଏଥିରେ ଗରିବ,ଅସହାୟ ଓ ନିର୍ମାଣ ଶ୍ରମିକ କାମଦାମ ନ ପାଇ ଘରେ ବସିରହିଛନ୍ତି। ଫଳରେ ପରିବାର ପ୍ରତିପୋଷଣ କରିବା କଷ୍ଟକର ହୋଇପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ସରକାର…

ବାରିପଦା, ବଲାଙ୍ଗୀରରେ କୋଭିଡ୍‌-୧୯ ପରୀକ୍ଷା କେନ୍ଦ୍ର ପ୍ରତିଷ୍ଠା ଦାବିକଲେ ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୨୩ା୪: ସମଗ୍ର ବିଶ୍ବରେ ମହାମାରୀ କରୋନା କାୟା ବିସ୍ତାର କରୁଥିବା ବେଳେ ଏହାର ପ୍ରଭାବରେ ସାରା ବିଶ୍ବରେ ଆତଙ୍କ ଖେଳିଯାଇଛି। ତେବେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ମଧ୍ୟ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି।…

ଉଦ୍‌ଘାଟିତ ହେଲା ଝାରସୁଗୁଡ଼ା କୋଭିଡ୍‌ ହସ୍ପିିଟାଲ

ଝାରସୁଗୁଡ଼ା ଅଫିସ,୨୩ା୪-ଝାରସୁଗୁଡା ସହର ମଙ୍ଗଳବଜାରସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟଠାରେ ବୁଧବାର କୋଭିଡ୍‌ ହସ୍ପିଟାଲ ଉଦ୍‌ଘାଟିତ ହୋଇଯାଇଛି। ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଏହି ହସ୍ପିଟାଲକୁ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ବରଗଡ ଏମ୍‌ପି ସୁରେଶ ପୁଜାରୀ, ବ୍ରଜରାଜନଗର ବିଧାୟକ କିଶୋର…

୩ ମାସର ପୁଅକୁ ଧରି ଡ୍ୟୁଟି

ଝାରସୁଗୁଡା ଅଫିସ,୨୨ା୪- କରୋନା ଭୂତାଣୁର ସଂକ୍ରମଣକୁ ରୋକିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପମାନ ନେଉଛନ୍ତି। କରୋନା ବିରୁଧରେ ହେଉଥିବା ଲଢ଼େଇରେ ସମଗ୍ର ଦେଶବାସୀଙ୍କୁ ସହଯୋଗ କରିବାକୁ ଆହ୍ବାନ ମଧ୍ୟ କରାଯାଉଛି। ସେହିପରି ଏହି ଲଢ଼େଇରେ ସ୍ବାସ୍ଥ୍ୟ…

ଝାରସୁଗୁଡ଼ାରେ କରୋନା କଟକଣା ମାନୁନାହାନ୍ତି ଲୋକେ: ସଚେତନ ନ କରାଇ ଜରିମାନା ଆଦାୟରେ ମାତିଛି ପୋଲିସ

ଝାରସୁଗୁଡ଼ା ଅଫିସ,୨୨।୪: କରୋନା ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶରେ ଲକ୍‌ଡାଉନ ଜାରିରହିଛି। କିଛି ସ୍ଥାନରେ ଗତ ୨୦ ତାରିଖରୁ ଲକ୍‌ଡାଉନ କଟକଣା କୋହଳ କରାଯାଇଛି। ତେବେ ଝାରସୁଗୁଡ଼ା ଜିଲାରେ ଏ ପର୍ଯ୍ୟନ୍ତ ଲୋକେ ସଚେତନ ନ ହୋଇ ବାହାରେ ବୁଲୁଥିବା…

୫୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗୁଟଖା, ପାନମସଲା ଜବତ

ଝାରସୁଗୁଡା ଅଫିସ,୨୨ା୪ – କରୋନା ମୁକାବିଲା ପାଇଁ ସମଗ୍ର ଦେଶରେ ଲକଡାଉନ ପାଳନ କରାଯାଉଛି। ତେବେ ଏହି ପରିସ୍ଥିତିରେ ଝାରସୁଗୁଡା ସହରର କେତେକ ଅସାଧୁ ବ୍ୟବସାୟୀ ଦୋକାନ/ଗୋଦାମ ଖୋଲି ଗୁଟଖା ଓ ପାନମସଲା ବିକ୍ରୟ କରିଛନ୍ତି । ଏନେଇ ଖବର ମିଳିବା…

ଖବରଦାତାଙ୍କୁ ଦୁର୍ବ୍ୟବହାର, ହତ୍ୟା ଧମକ

ଝାରସୁଗୁଡା ଅଫିସ,୨୦।୪: ଝାରସୁଗୁଡା ଜିଲାରେ କାର୍ଯ୍ୟରତ ଜଣେ ଖବରଦାତାଙ୍କୁ ବେଆଇନ ଭାବେ ବ୍ୟବସାୟ କରୁଥିବା କିଛି ଇଟା ଭାଟି ମାଲିକ ଦୁର୍ବ୍ୟବହାର ଓ ହତ୍ୟା ଧମକ ଦେଇଥିବା ବ୍ରଜରାଜନଗର ଥାନାରେ ଅଭିଯୋଗ ହୋଇଛି। ଖବରଦାତା ଜଣକ ବ୍ରଜରାଜନଗର ଥାନା ଅଧୀନ ବୁନ୍ଦିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?