ଝାରସୁଗୁଡ଼ା

ଭିଡିଓ କନ୍‌ଫରେନ୍ସିଂ ଜରିଆରେ ୫ ଜିଲାର କୋଭିଡ ହସ୍ପିଟାଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଝାରସୁଗୁଡା ଅଫିସ,୨୦।୪: ରାଜ୍ୟର ୨୨ଟି କୋଭିଡ ହସ୍ପିଟାଲ ଇତିମଧ୍ୟରେ ଉଦ୍‌ଘାଟିତ ହୋଇସାରିଛି। ସୋମବାର ନୂତନ ଭାବେ ୫ଟି ଜିଲା ଯଥା ଅନୁଗୋଳ, ଜଗତ୍‌ସିଂହପୁର, ସୁନ୍ଦରଗଡ, ବରଗଡ଼ ଓ ନବରଙ୍ଗପୁରରେ କୋଭିଡ୍‌ ହସ୍ପିଟାଲ ଲୋକାର୍ପଣ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ…

ପ୍ରହସନ ପାଲଟିଛି ଲୋକଙ୍କୁ ମାସ୍କ ବଣ୍ଟନ

ଲଖନପୁର,୧୯।୪(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ପ୍ରଶାସନ ନିର୍ଦ୍ଦେଶକ୍ରମେ ସମନ୍ବିତ ଶିଶୁ ବିକାଶ ଯୋଜନା (ଆଇସିଡିଏସ୍‌) ତରଫରୁ ଲଖନପୁର ବ୍ଲକ୍‌ରେ ମାସ୍କ ବଣ୍ଟନ କରାଯାଉଛି। ଅଙ୍ଗନଓ୍ବାଡି କର୍ମୀ ଓ ଆଶାକର୍ମୀମାନେ ଘର ଘର ବୁଲି ମାସ୍କ ବଣ୍ଟନ କରୁଛନ୍ତି। ହେଲେ ପ୍ରତି ପରିବାରକୁ ମାତ୍ର…

ନଈକୁ ଡେଇଁ ମଧ୍ୟ ଖସି ପାରିଲେନି ଅପରାଧୀ

ଝାରସୁଗୁଡା ଅଫିସ,୧୮ା୪- ଝାରସୁଗୁଡା ପୋଲିସ ଚୋରି ଅଭିଯୋଗରେ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏମାନେ ହେଲେ ଝାରସୁଗୁଡ଼ା ସହର ସିରିଆ ବଗିଚା ଅଞ୍ଚଳର ମନିଷ ମୋର୍ଯ୍ୟ ଏବଂ ଟିଙ୍କୁ ବିଶୋୟୀ। ପୋଲିସ ପିଛା କରିବାରୁ ମନିଷ ବ୍ରିଜ ଉପରୁ ନଦୀକୁ…

ନିଜ ବେଳକୁ କଟକଣା ମାନୁନି ଜିଲା ପ୍ରଶାସନ

ଝାରସୁଗୁଡା ଅଫିସ,୧୮ା୪: କରୋନା ଭୂତାଣୁର ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶରେ ଲକଡାଉନ ପାଳନ କରାଯାଉଛି। ଲକଡାଉନ ସହିତ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ବିଭିନ୍ନ ପରାମର୍ଷ ଓ କଟକଣା ମାନିବାକୁ ଲୋକଙ୍କୁ ନିର୍ଦ୍ଦେଶ ଦିଆଯାଉଛି। ଏହାକୁ ଖିଲାପ କରୁଥିବା ବ୍ୟକ୍ତିଙ୍କ ବିରୋଧରେ…

ଝାରସୁଗୁଡ଼ାରେ ୨୦ ତାରିଖ ସୁଦ୍ଧା କୋଭିଡ୍‌ ହସ୍ପିଟାଲ ନିର୍ମାଣ କାର୍ଯ୍ୟ ସରିବ

ଝାରସୁଗୁଡା ଅଫିସ,୧୮ା୪-ଝାରସୁଗୁଡା ସହରରେ କୋଭିଡ ହସ୍ପିଟାଲ ପ୍ରତିଷ୍ଠା କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ଚାଳିଛି। ସହରର ମଙ୍ଗଳବଜାରସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ କୋଠାରେ ଏହି ହସ୍ପିଟାଲ କାର୍ଯ୍ୟ ଚାଲିଛି। ଚିକିତ୍ସାଳୟର ପ୍ରଶାସନିକ ଅଧିକାରୀ ତଥା…

କାର ଧକ୍କାରେ ମହିଳାଙ୍କ ଜୀବନ ଗଲା, ଝିଅ ଗୁରୁତର

ଝାରସୁଗୁଡା ଅଫିସ,୧୮।୪-ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ନିକଟସ୍ଥ କୁକୁରିକାନି ସରକାରୀ ଡାକ୍ତରଖାନାରୁ ଚିକିତ୍ସିତ ହୋଇ ଫେରୁଥିବା ବେଳେ ଶନିବାର ଏକ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଉଛନ୍ତି କୁତାବଗା ଗ୍ରାମର ୩୫ ବର୍ଷୀୟା ମହିଳା ଲତା ବେହେରା।…

କରୋନା ଲଢ଼େଇରେ ଆଉ ଜଣେ ଯୋଦ୍ଧା

ଝାରସୁଗୁଡ଼ା ଅଫିସ,୧୮ା୪- କରୋନା ଭୁତାଣୁର ସଂକ୍ରମଣକୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ଏଥିପାଇଁ ସରକାର ସମଗ୍ର ଦେଶବାସୀଙ୍କ ସହଯୋଗ ଲୋଡୁଥିବା ବେଳେ ଏହି ଲଢ଼େଇରେ ସାମିଲ ହୋଇଛନ୍ତି ଝାରସୁଗୁଡ଼ାର ଡା.ସିଲଓ୍ବନ୍ତି ଜୋଜୋ ା ସମସ୍ତଙ୍କ ପାଖରେ ଜୋଜୋ…

ସିଲ୍‌ ମଦ ଦୋକାନ ଖୋଲି ସନ୍ଦେହରେ ଅବକାରୀ ବିଭାଗ

ଲଖନପୁର,୧୭।୪(ଡି.ଏନ୍‌.ଏ): କରୋନା ନିୟନ୍ତ୍ରଣକୁନେଇ ଲକ୍‌ଡାଉନ୍‌ ଜାରି ହୋଇଛି। କେଉଁସବୁ ଦୋକାନ ଖୋଲିବ, କେଉଁସବୁ ଦୋକାନ ଖୋଲିବ ନାହିଁ, କେତେ ସମୟ ଖୋଲିବ ଏସବୁକୁ ନେଇ ସରକାରୀ ନିର୍ଦ୍ଦେଶନାମା ଜାରି ହୋଇଛି। ଏହାକୁ ତଦାରଖ କରିବା ପାଇଁ ଜିଲା ପ୍ରଶାସନ, ପୋଲିସ୍‌ ପ୍ରଶାସନ…

ସ୍ବାସ୍ଥ୍ୟ ବିପର୍ଯ୍ୟୟ ପ୍ରଶମନ ତାଲିମ କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡା ଅଫିସ,୧୬ା୪-ରାଜ୍ୟ ସରକାରଙ୍କ କ୍ଷମତାପୂର୍ଣ୍ଣ ମନ୍ତ୍ରୀ ଗୋଷ୍ଠୀଙ୍କ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଭିଡିଓ କନ୍‌ଫରେନ୍ସ ଜରିଆରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟରେ ଥିବା ଭିଡିଓ କନଫରେନ୍ସ ପ୍ରକୋଷ୍ଠରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଉପସ୍ଥିତ…

କୋଭିଡ଼-୧୯ ବିରୋଧରେ ବେଦାନ୍ତର ତୃଣମୂଳ ସ୍ତରରେ ପ୍ରୟାସ

ଝାରସୁଗୁଡା ଅଫିସ,୧୬।୪: ଝାରସୁଗୁଡ଼ାସ୍ଥିତ ବେଦାନ୍ତ କମ୍ପାନୀର ପାରିପାର୍ଶ୍ୱିକ ଗ୍ରାମାଞ୍ଚଳରେ କୋଭିଡ଼-୧୯ ବିରୋଧରେ ଚାଲିଥିବା ଯୁଦ୍ଧରେ ଅଗ୍ନିଶମ ବିଭାଗ ଦ୍ୱାରା ଏହାକୁ ଆହୁରି ସୁଦୃଢ଼ କରାଯାଇଛି। କମ୍ପାନୀର ସିଏସ୍‌ଆର ଓ ଜିଲା ପ୍ରଶାସନ ତତ୍ତ୍ୱାବଧାନରେ ଅଗ୍ନିଶମ ବିଭାଗ ଝାରସୁଗୁଡାର ୨୨ଟି ପ୍ରମୁଖ ସ୍ଥାନକୁ…

ରେଡ୍‌ଜୋନ୍‌ର ୫୨ ହଜାର ପରିବାରର ସ୍କ୍ରିନିଂ ସରିଲା

ଝାରସୁଗୁଡା ଅଫିସ,୧୪ା୪: ଝାରସୁଗୁଡା ଜିଲା ପ୍ରଶାସନ ପକ୍ଷରୁ ଝାରସୁଗୁଡା ବ୍ଲକ, ବ୍ରଜରାଜନଗର ମ୍ୟୁନିସିପାଲଟି ଓ ଲଇକେରା ବ୍ଲକକୁ ରେଡ୍‌ଜୋନ୍‌ ଭାବେ ଘୋଷଣା କରାଯାଇଥିଲା। ଉପରୋକ୍ତ ଅଞ୍ଚଳକୁ ରାଜ୍ୟ ତଥା ରାଜ୍ୟ ବାହାରର ବିଭିନ୍ନ ଅଞ୍ଚଳରୁ ଟ୍ରେନ୍‌ ଓ ବସ୍‌ ଯୋଗେ ଲୋକେ…

ସେଣ୍ଟ୍‌ ଡେଭିଡ ଚର୍ଚ୍ଚ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା

ଝାରସୁଗୁଡା ଅଫିସ,୧୪।୪: କରୋନା ମୁକାବିଲା ପାଇଁ ଝାରସୁଗୁଡ଼ାସ୍ଥିତ ସେଣ୍ଟ୍‌ ଡେଭିଡ ସିଏନ୍‌ଆଇ ଚର୍ଚ୍ଚ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଚର୍ଚ୍ଚର ରେଭ. ଅଭିନାଦ ନାଗ ଓ ସାମୁଏଲ ସୋନା ପ୍ରମୁଖ ଡେପୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?