ଝାରସୁଗୁଡ଼ା

ଝାରସୁଗୁଡ଼ା, ବ୍ରଜରାଜନଗରରେ ଲକ୍‌ଡାଉନ୍‌: ରାସ୍ତାଘାଟ ଶୂନ୍‌ଶାନ, ବଜାର ଫାଙ୍କା

ଝାରସୁଗୁଡା ଅଫିସ,୨୨।୩- କରୋନା ଭୁତାଣୁର ସଂକ୍ରମଣକୁ ରୋକିବା ପାଇଁ ରବିବାର ଦିନିକିଆ ଜନତା କର୍ଫ୍ୟୁ ପାଳନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଅନୁରୋଧ କରିଥିଲେ। ଏହାଛଡ଼ା ରାଜ୍ୟ ସରକାର ରାଜ୍ୟର ବିଭିନ୍ନ ଜିଲା ଓ ବିଭିନ୍ନ ସହର ସମେତ ଝାରସୁଗୁଡା…

ଝାରସୁଗୁଡା ସହର ମଙ୍ଗଲବଜାରରେ ୧୪୪ ଧାରା ଲାଗୁ

ଝାରସୁଗୁଡା ଅଫିସ,୧୭। ୩- କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଝାରସୁଗୁଡା ଜିଲା ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ନିଆଯାଇଛି। ଝାରସୁଗୁଡା ସହର ଜନଗହଳି ପୂର୍ଣ୍ଣ ମଙ୍ଗଲବଜାର ଅଞ୍ଚଳରେ ମଙ୍ଗଳବାର ସକାଳୁ ୧୪୪ ଧାରା ଲାଗୁ କରାଯାଇଛି। ଏହା ସହ ଏଠାରେ…

ଇଟାଲୀରୁ ଫେରନ୍ତା ଯୁବତୀଙ୍କ ଘରେ ମେଡିକାଲ ଟିମ୍‌

ଝାରସୁଗୁଡ଼ା ଅଫିସ,୧୭।୩: ସମଗ୍ର ବିଶ୍ୱରେ କରୋନା ଭୂତାଣୁ ବ୍ୟାପି ଚାଲିଥିବା ବେଳେ ଓଡ଼ିଶାରେ ମଧ୍ୟ ରୋଗୀ ଚିହ୍ନଟ ହୋଇ ସାରିଛି। ତେବେ ଜଣେ ବିଦେଶ ଫେରନ୍ତା ଯୁବତୀଙ୍କୁ ନେଇ ଝାରସୁଗୁଡ଼ା ଜିଲାରେ ଚର୍ଚ୍ଚା ଚାଲିଛି। ଏହି ଯୁବତୀ ଜଣକ ନିକଟରେ ଇଟାଲୀରୁ…

ଝାରସୁଗୁଡ଼ା ଜିଲା ସ୍ବାସ୍ଥ୍ୟ ସମିତି ବୈଠକ: କରୋନା ମୁକାବିଲା ଲାଗି ଆଲୋଚନା କଲେ ସ୍ବାସ୍ଥ୍ୟ ମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୧୪।୩: ଝାରସୁଗୁଡ଼ା ଜିଲା ସ୍ବାସ୍ଥ୍ୟ ସମିତି ବୈଠକ ସ୍ଥାନୀୟ ସର୍କିଟ ହାଉସଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବ କିଶୋର ଦାସ ଯୋଗଦେଇ ଜିଲାର ସ୍ବାସ୍ଥ୍ୟ ସେବାର ସମୀକ୍ଷା କରିଛନ୍ତି। ଜିଲାପାଳ…

ଛୁରାମାଡ଼ରେ ଯୁବକଙ୍କ ମୃତ୍ୟୁ: ଜଣେ ଅଟକ

ଝାରସୁଗୁଡ଼ା ଅଫିସ,୧୧।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଗଙ୍ଗାନଗରଠାରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ସେ ହେଲେ ଗଙ୍ଗାନଗରର ଅଜୟ କୁମାର ପ୍ରଧାନ। ସୂଚନାନୁଯାୟୀ, ଅଜୟଙ୍କୁ କେହି ଦୁର୍ବୃତ୍ତ ମଙ୍ଗଳବାର ଅପରାହ୍ନରେ ଛୁରି ମାରିଥିଲେ। ପରେ ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲକୁ…

କଫ ସିରପ ଜବତ :୨ ଅଟକ, ଜଣେ ଫେରାର

ଝାରସୁଗୁଡ଼ା ଅଫିସ,୯।୩: ଝାରସୁଗୁଡ଼ା ସହର ମଙ୍ଗଳ ବଜାର ନିକଟସ୍ଥ ମିଲତ କଲୋନୀରେ ସୋମବାର ଝାରସୁଗୁଡ଼ା ପୋଲିସ ପକ୍ଷରୁ ଚଢ଼ାଉ ହୋଇଛି। ଏହି ଚଢ଼ାଉରେ ୨୦୦ରୁ ଅଧିକ ବୋତଲ କଫ ସିରପ ଜବତ ହୋଇଛି। ପୋଲିସ ଏହି ଘଟଣାରେ ସଂପୃକ୍ତ ଥିବା ଜଣେ…

ନଦୀକୁ ଗାଧୋଇବାକୁ ଯାଇ ଦାଦା-ପୁତୁରା ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଝାରସୁଗୁଡ଼ା ଅଫିସ,୮।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଅଞ୍ଚଳରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଇବ୍‌ ନଦୀକୁ ଗାଧୋଇବାକୁ ଯାଇ ଦାଦା ପୁତୁରା ନିଖୋଜ ହୋଇଯାଇଥିବା ଜଣାପଡ଼ିଛି। ସୂଚନାନୁସାରେ, ରବିବାର ସକାଳୁ ଦାଦା ଓ ପୁତୁରା ନଦୀକୁ ଗାଧୋଇବାକୁ ଯାଇଥିଲେ।…

ବୁଲି ଯାଇଥିଲେ ମାଲେସିଆ, କରୋନା ଭୟରେ ଝାରସୁଗୁଡ଼ା ଚିକିତ୍ସାଳୟ ଆସିଲେ ଯୁବକ

ଝାରସୁଗୁଡା ଅଫିସ,୬।୩- କରୋନା ସଂକ୍ରମଣ ବର୍ତ୍ତମାନ ସମଗ୍ର ବିଶ୍ୱ ପାଇଁ ମହାମାରୀ ସାଜିଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ମଧ୍ୟ ଏହି ରୋଗର ମୁକାବିଲା ପାଇଁ ପ୍ରସ୍ତୁତ ରହିଛି। ଏହି କ୍ରମରେ ଶୁକ୍ରବାର ଝାରସୁଗୁଡା ମୁଖ୍ୟ ଚିକିତ୍ସାଳୟକୁ ଜଣେ ଯୁବକ କରୋନା ସଂକ୍ରମିତ…

ଭତାର ଲାଗି ବାରଦୁଆର ଲୋକନାଥ

ଝାରସୁଗୁଡା, ୫।୩ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ ଦୁଖି, ବୁଢ଼ାବୁଢ଼ୀ, ଭିନ୍ନକ୍ଷମ, ବିଧବା ମହିଲାମାନର ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ସରକାରୀ ସର୍ଭେରେ ଭୁଲଭଟକା ହେଉ କି ସରକାରୀ ଅଧ୍‌କାରୀ କରମ୍‌ଚାରୀକର ଅନ୍‌ଦେଖା ହେଉ,…

ଏଟିଏମ୍‌ ଭିତରେ ନାଗ

ଝାରସୁଗୁଡ଼ା ଅଫିସ,୪।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ତାରିଣୀ ମନ୍ଦିର ଛକସ୍ଥିତ ଏଟିଏମ ଭିତରୁ ବୁଧବାର ଏକ ନାଗ ସାପ ବାହାରିଛି। ସକାଳେ ଏଟିଏମ୍‌କୁ ଟଙ୍କା ଭର୍ତ୍ତି କରିବାକୁ ଜଣେ ଅଧିକାରୀ ଯାଇଥିଲେ। ଟଙ୍କା ଭର୍ତ୍ତି ପାଇଁ ମେଶିନ ଖୋଲିଥିଲେ । ତେବେ…

ଗଛରେ ପିଟିହେଲା ସହକାରୀ ଯନ୍ତ୍ରୀଙ୍କ ଗାଡ଼ି

ଝାରସୁଗୁଡ଼ା ଅଫିସ,୨।୩: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ପଞ୍ଚାୟତିରାଜ ବିଭାଗର ଜଣେ ସହକାରୀ ଯନ୍ତ୍ରୀଙ୍କ ଗାଡ଼ି (ଓଡି ୩୩ ଏନ୍‌ ୬୮୩୩) ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିରେ ଯନ୍ତ୍ରୀ ନ ଥିବା ବେଳେ ଡ୍ରାଇଭର ଜଣକ ମଦ୍ୟପାନ…

ଝାରସୁଗୁଡ଼ା ଜିଲା ଚିଠି: ନିଯୁକ୍ତି ମେଳା

ଶିଳ୍ପନଗର ଝାରସୁଗୁଡ଼ାରେ ଦିନକୁ ଦିନ ଶିକ୍ଷିତ ବେକାରଙ୍କ ସଂଖ୍ୟା ବଢ଼ି ଚାଲିଛି। ଜିଲାରେ ବହୁ ଶିଳ୍ପସଂସ୍ଥା ଥିଲେ ମଧ୍ୟ ସ୍ଥାନୀୟ ବେକାର ଯୁବତୀଯୁବକମାନଙ୍କୁ ନିଯୁକ୍ତି ମିଳୁନାହିଁ। ଜିଲା ପ୍ରଶାସନ ତଥା ଜିଲା ନିୟୋଜନ ଏବଂ ଦକ୍ଷତା ବିକାଶ ବିଭାଗ ପକ୍ଷରୁ ନିଯୁକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?