ଏଟିଏମ୍ ଭିତରେ ନାଗ
ଝାରସୁଗୁଡ଼ା ଅଫିସ,୪।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ତାରିଣୀ ମନ୍ଦିର ଛକସ୍ଥିତ ଏଟିଏମ ଭିତରୁ ବୁଧବାର ଏକ ନାଗ ସାପ ବାହାରିଛି। ସକାଳେ ଏଟିଏମ୍କୁ ଟଙ୍କା ଭର୍ତ୍ତି କରିବାକୁ ଜଣେ ଅଧିକାରୀ ଯାଇଥିଲେ। ଟଙ୍କା ଭର୍ତ୍ତି ପାଇଁ ମେଶିନ ଖୋଲିଥିଲେ । ତେବେ…
ଗଛରେ ପିଟିହେଲା ସହକାରୀ ଯନ୍ତ୍ରୀଙ୍କ ଗାଡ଼ି
ଝାରସୁଗୁଡ଼ା ଅଫିସ,୨।୩: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ପଞ୍ଚାୟତିରାଜ ବିଭାଗର ଜଣେ ସହକାରୀ ଯନ୍ତ୍ରୀଙ୍କ ଗାଡ଼ି (ଓଡି ୩୩ ଏନ୍ ୬୮୩୩) ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିରେ ଯନ୍ତ୍ରୀ ନ ଥିବା ବେଳେ ଡ୍ରାଇଭର ଜଣକ ମଦ୍ୟପାନ…
ଝାରସୁଗୁଡ଼ା ଜିଲା ଚିଠି: ନିଯୁକ୍ତି ମେଳା
ଶିଳ୍ପନଗର ଝାରସୁଗୁଡ଼ାରେ ଦିନକୁ ଦିନ ଶିକ୍ଷିତ ବେକାରଙ୍କ ସଂଖ୍ୟା ବଢ଼ି ଚାଲିଛି। ଜିଲାରେ ବହୁ ଶିଳ୍ପସଂସ୍ଥା ଥିଲେ ମଧ୍ୟ ସ୍ଥାନୀୟ ବେକାର ଯୁବତୀଯୁବକମାନଙ୍କୁ ନିଯୁକ୍ତି ମିଳୁନାହିଁ। ଜିଲା ପ୍ରଶାସନ ତଥା ଜିଲା ନିୟୋଜନ ଏବଂ ଦକ୍ଷତା ବିକାଶ ବିଭାଗ ପକ୍ଷରୁ ନିଯୁକ୍ତି…
ମୁହଁ ଖୋଲିଲେ ଅନୁପଙ୍କ ପରିବାରବର୍ଗ, ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବସି ସୁରକ୍ଷା ମାଗିଲେ
ଝାରସୁଗୁଡା ଅଫିସ, ୨୩ା୨: ଝାରସୁଗୁଡା ଜିଲା ବ୍ରଜରାଜନଗରର କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍ଲିଙ୍କୁ ହତ୍ୟାକାଣ୍ଡ ଘଟଣା ଦିନକୁ ଦିନ ଭିନ୍ନ ମୋଡ ନେଉଛି। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ପୋଲିସ ଗିରଫ…
ଅନୁପଙ୍କ ରିମାଣ୍ଡ ଅବଧି ଶେଷ: ସହଯୋଗ ନ କରି ପୋଲିସକୁ ଭୁଆଁ ବୁଲାଇଲେ
ଝାରସୁଗୁଡ଼ା ଅଫିସ,୨୩ା୨: ବହୁଚର୍ଚ୍ଚିତ କଳ୍ପନା ଦାଶ ଓ ବବ୍ଲି ହତ୍ୟା ଘଟଣାରେ ଛତିଶଗଡ଼ ପୋଲିସ ଏବେ ଚିନ୍ତାରେ ପଡିଛି। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏ ଓ ଡ୍ରାଇଭର ବର୍ଦ୍ଧନ ଟପ୍ପୋ…
ଅନୁପଙ୍କୁ ରାତିଅଧିଆ ମାରାଥନ ଜେରା
ଝାରସୁଗୁଡ଼ା, ୨୨।୨(ଡି.ଏନ.ଏ.): ବହୁ ଚର୍ଚ୍ଚିତ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍ଲି ହତ୍ୟା ଘଟଣାରେ ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଛତିଶଗଡ ପୋଲିସ ମାରାଥନ ଜେରା କରୁଛି। ଶନିବାର ସନ୍ଧ୍ୟାରେ ଅନୁପଙ୍କ ରିମାଣ୍ଡ ଅବଧି ଶେଷ ହେଉଥିବାରୁ ପୋଲିସ ତାଙ୍କ…
୩ ଦିନ ରିମାଣ୍ଡରେ ଗଲେ ଅନୁପ
ଝାରସୁଗୁଡ଼ା ଅଫିସ,୨୦ା୨: ବହୁଚର୍ଚ୍ଚିତ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍ଲି ହତ୍ୟା ଘଟଣାରେ ଅଧିକ ତଥ୍ୟ ସଂଗ୍ରହ ପାଇଁ ଛତିଶଗଡ଼ ଚକ୍ରଧରନଗର ପୋଲିସ ତନାଘନା ଚଳାଇଛି। ଗିରଫ ପୂର୍ବତନ ବିଧାୟକ ଅନୁପ ସାଏ ଓ ତାଙ୍କ ଡ୍ରାଇଭର ବର୍ଦ୍ଧନ ଟପ୍ପୋଙ୍କୁ…
କଳ୍ପନା ଦାଶ, ବବ୍ଲି ହତ୍ୟା ଘଟଣା: ଡେମୋ ଦେଖାଇଲେ ଡ୍ରାଇଭର ବର୍ଦ୍ଧନ
ଝାରସୁଗୁଡ଼ା ଅଫିସ,୧୭ା୨: ଛତିଶଗଡ଼ର ରାୟଗଡ଼ ଜିଲା ଚକ୍ରଧରନଗର ଥାନା ଅଧୀନ ହମିରପୁର ଜଙ୍ଗଲ ରାସ୍ତାରେ ୨୦୧୬ରେ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍ଲିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପୋଲିସ ଏହି ଘଟଣାରେ ବହୁ ତଥ୍ୟ ପାଇଛି ।…
ବହୁଚର୍ଚ୍ଚିତ ମା’ଝିଅ ଡବଲ ମର୍ଡର ଘଟଣା: ଅନୁପଙ୍କ ଡ୍ରାଇଭର ଗିରଫ
ଝାରସୁଗୁଡ଼ା ଅଫିସ,୧୫।୨: ବହୁଚର୍ଚ୍ଚିତ ମା’ଝିଅ ଡବଲ ମର୍ଡର ଘଟଣାର ଅଭିଯୁକ୍ତ ଅନୁପ ସାଏଙ୍କ ଡ୍ରାଇଭର ବର୍ଦ୍ଧନ ଟପ୍ପୋଙ୍କୁ ପୋଲିସ ଗିରଫ କରିଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଜପୁର ବଗରାଚକ ଗାଁ ଭଡାଘରେ ପୋଲିସ ଚଢ଼ାଉ କରି ବର୍ଦ୍ଧନଙ୍କୁ ଗିରଫ କରିଥିବା ଜଣାପଡ଼ିଛି।…
ବିବାହ ପାଇଁ ଜିଦ୍, ସମ୍ପତ୍ତିରେ ଭାଗ ମାଗିବା ହୋଇଥିଲା କାଳ: ହମିରପୁର ଜଙ୍ଗଲରେ ମା’ଝିଅଙ୍କୁ ହତ୍ୟା ପରେ ଗାଡ଼ି ଚଢ଼ାଇଥିଲେ ଅନୁପ ସାଏ
ଝାରସୁଗୁଡ଼ା ଅଫିସ,୧୪।୨-ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଅନୁପ ସାଏ ଗିରଫ ହେବା ପରେ ପୋଲିସ ଆଗରେ ମୁହଁ ଖୋଲିଛନ୍ତି। ଗୁରୁବାର ଦିନ ତମାମ ପଚରା ଉଚରା ପରେ କିଭଳି ଭାବେ ସେ ବ୍ରଜରାଜନଗର ଅଞ୍ଚଳର କଳ୍ପନା ଦାଶ ଓ…
ରାୟଗଡ଼ ପୋଲିସ ଦ୍ୱାରା ପୂର୍ବତନ ବିଧାୟକ ଅଟକ, ହତ୍ୟାକାଣ୍ଡରେ ସମ୍ପୃକ୍ତି ନେଇ ଚାଲିଛି ପଚରାଉଚରା
ଝାରସୁଗୁଡ଼ା ଅଫିସ,୧୩।୨: ବିଜେଡି ନେତା ତଥା ପୂର୍ବତନ ବିଧାୟକ ଅନୁପ କୁମାର ସାଏଙ୍କୁ ଛତିଶଗଡ଼ ପୋଲିସ ଅଟକ ରଖିଛି। ଛତିଶଗଡ଼ ରାୟଗଡ଼ ପୋଲିସ ବୁଧବାର ରାତିରେ ଅନୁପଙ୍କୁ ଏକ ହତ୍ୟାକାଣ୍ଡ ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଉଠାଇନେଇଛି। ବର୍ତ୍ତମାନ ତାଙ୍କୁ ରାୟଗଡ଼…
ପଶ୍ଚିମ ଓଡ଼ିଶାରେ ହାଇ କୋର୍ଟର ସ୍ଥାୟୀ ବେଞ୍ଚ ସ୍ଥାପନ ଦାବି: ଝାରସୁଗୁଡାରେ ୧୨ ଘଣ୍ଟିଆ ବନ୍ଦ ପାଳନ
ଝାରସୁଗୁଡା ଅଫିସ,୫।୨- ଦୀର୍ଘ ଦିନ ହେବ ପଶ୍ଚିମ ଓଡ଼ିଶାରେ ହାଇ କୋର୍ଟର ଏକ ସ୍ଥାୟୀ ବେଞ୍ଚ ସ୍ଥାପନ ଦାବି ହୋଇ ଆସୁଛି। ଏହି ଦାବି ନେଇ ସମଗ୍ର ପଶ୍ଚିମ ଓଡ଼ିଶାରେ ବୁଧବାର ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ଝାରସୁଗୁଡାରେ ମଧ୍ୟ…

