ଝାରସୁଗୁଡ଼ା

ବାରବାର ଚିକିଛା କରେଇ ହତାଶ ଜୀବନରାମ: ସରକାରୀ ସାହାଯ୍‌ ଆଶ୍‌ରେ ପରିବାର

ବ୍ରଜରାଜନଗର,୨୨।୧୨(ଡି.ଏନ୍‌.ଏ.)- ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ରାଜପୁର ଗାଁର ଜୀବନରାମ ସେଠ୍‌। କେହେନ୍‌ସି କାରନ୍‌ରୁ ତାକର ଆଁଖି ପତାଥି ବାରବାର ଗୁଟେ ଆବୁ ବଢ଼ୁଛେ। ଯେତେ ଚିକିଛା କଲେ ବି କିଛି ଲାଭ ନାଇଁ ହେବାର। ହେଲେ ଏନ୍‌ତାଥି ସେ କମେଇ କୁଢ଼େଇ…

ଦୋକାନରୁ ୧୦ ଲକ୍ଷ ଊର୍ଦ୍ଧ୍ୱ ଟଙ୍କା ଲୁଟ୍‌

ଝାରସୁଗୁଡା ଅଫିସ/ଲଖନପୁର,୧୨।୧୯(ଡି.ଏନ.ଏ):ଦିନ ଦ୍ବିପ୍ରହରରେ ଝାରସୁଗୁଡା ବାଇପାଶ ରାସ୍ତାରେ ଥିବା ଶ୍ରୀୟା ଟ୍ରେଡସ ନାମକ ଏକ ହୋଲସେଲ ଦୋକାନରୁ ୧୦ ଲକ୍ଷ ଟଙ୍କା ଲୁଟ୍‌ କରିନେଇଛନ୍ତି। ଗୁରୁବାର ଖରାବେଳେ ୩ ଜଣ ଦୁର୍ବୃତ୍ତ ବାଇକରେ ଆସି ବନ୍ଧୁକ ଦେଖାଇ ୧୦ ଲକ୍ଷ ୪୫…

ମହଙ୍ଗା ପଡିଲା ପ୍ରେମ

ଝାରସୁଗୁଡା ଅଫିସ/ଲଖନପୁର,୧୨।୧୨(ଡି.ଏନ.ଏ): ଫେସ୍‌ବୁକରେ ଫେକ୍‌ ଆଇଡି ଖୋଲି ଜଣେ ବିବାହିତା ମହିଳାଙ୍କୁ ବ୍ଲାକମେଲିଂ କରିବା ଯୁବକଙ୍କୁ ମହଙ୍ଗା ପଡିଛି। ପୋଲିସ ବେଙ୍ଗାଲୁରୁରୁ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସୂଚନାଯୋଗ୍ୟ, ଫେସ୍‌ବୁକରେ ଫେକ୍‌ ଆଇଡି ଖୋଲି ଜଣେ ଯୁବକ ଜଣେ ବିବାହିତା…

ଛତିଶଗଡ଼ ପୋଲିସର ଦାଦାଗିରି ଅଭିଯୋଗ: ଧାରଣାରେ ବସିଲେ ସୀମାନ୍ତବାସୀ

ଲଖନପୁର,୧୧।୧୨(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ସୀମାନ୍ତବର୍ତ୍ତୀ କନକତୋର ବାବୁଖାରୀ ନିକଟରୁ ଗତ ଶନିବାର ଛତିଶଗଡ଼ ପୋଲିସ ବଳପୂର୍ବକ ଏକ ଧାନ ବୋଝେଇ ଗାଡ଼ି ସହ ମନୋଜ ମେହେର ନାମକ ଜଣେ ଭାଗ ଚାଷୀଙ୍କୁ ରାୟଗଡ ଝୁଟମିଲ ଥାନାକୁ ଉଠାଇ ନେଇଥିଲେ…

କାର୍‌-ମିଲ୍କଭ୍ୟାନ ମୁହାଁମୁହିଁ: ଜଣେ ମୃତ, ଜଣେ ଗୁରୁତର

ଝାରସୁଗୁଡ଼ା ଅଫିସ/ଲଖନପୁର,୧।୧୨(ଡି.ଏନ.ଏ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ଅଧୀନ ମହିମା ଛକ ନିକଟ ୪୯ନଂ. ଜାତୀୟ ରାଜପଥରେ ରବିବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି ।…

ମହିଳାଙ୍କୁ ଗୁଳିକରି ହତ୍ୟା: ତଦନ୍ତ ଆରମ୍ଭ

ଝାରସୁଗୁଡ଼ା ଅଫିସ/ଲଖନପୁର,୨୭।୧୧(ଡି.ଏନ୍‌.ଏ.): ଝାରସୁଗୁଡ଼ା ଥାନା ଅଧୀନ ସାରସମାଲ ରୋହିଦାସ ପଡ଼ାରେ ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଜଣେ ମହିଳାଙ୍କୁ ଗୁଳିକରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳା ଜଣକ ହେଲେ କନକଲତା ରୋହିଦାସ(୩୫)। ଖବର ପାଇ ଝାରସୁଗୁଡା ଏସ୍‌ଡିପିଓ…

କ୍ଷୟ ହେବାରେ ଲାଗିଛି ବିକ୍ରମଖୋଲ ଗୁମ୍ଫାର ପ୍ରାଚୀନ ଶିଳାଲିପି

ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ବଞ୍ଜାରୀ ଗ୍ରାମ ସନ୍ନିକଟ ଜଙ୍ଗଲରେ ରହିଛି ପ୍ରାଚୀନ ବିକ୍ରମଖୋଲ ଗୁମ୍ଫା। ଏହା ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ମଧ୍ୟରୁ ଅନ୍ୟତମ। ଏହି ଗୁମ୍ଫାରେ ହଜାର ହଜାର ବର୍ଷ ପୂର୍ବେ ଆଦିମାନବ ବସବାସ କରୁଥିବା ବିଶ୍ୱାସ ରହିଛି। ଗୁମ୍ଫାରେ…

ସ୍କୁଲରୁ ଘରକୁ ଫେରୁଥିବା ବେଳେ ଧକ୍କା ଦେଲା ଟ୍ରକ: ଛାତ୍ରୀ ମୃତ, ୪୯ନଂ ଜାତୀୟ ରାଜପଥ ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଝାରସୁଗୁଡ଼ା ଅଫିସ/ଲଖନପୁର,୧୯।୧୧(ଡି.ଏନ୍‌.ଏ.): ଝାରସୁଗୁଡ଼ା ବିଟିଏମ୍‌ ବାଇପାସ୍‌ ୪୯ନଂ ଜାତୀୟ ରାଜପଥରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିିଛି। ଜଣେ ଛାତ୍ରୀ ସାଇକେଲ ଯୋଗେ ସ୍କୁଲରୁ ଘରକୁ ଫେରୁଥିବା ବେଳେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ…

ଟ୍ରେନ୍‌ରୁ ଖସି କଟିଥିଲା ଦୁଇ ଗୋଡ଼, ଚିକିତ୍ସାଧିନ ଅବସ୍ଥାରେ ଯୁବକ ମୃତ

ଝାରସୁଗୁଡ଼ା ଅଫିସ/ଲଖନପୁର,୧୯।୧୧(ଡି.ଏନ୍‌.ଏ.): ଝାରସୁଗୁଡ଼ା ରୋଡ୍‌ ଷ୍ଟେଶନରେ ମଙ୍ଗଳବାର ଏକ ପାସେଞ୍ଜର ଟ୍ରେନ୍‌ରେ ଚଢ଼ୁଥିବା ବେଳେ ଜଣେ ଯାତ୍ରୀ ଅସାବଧାନତାବଶତଃ ଖସି ପଡ଼ିଥିଲେ। ସେ ଟ୍ରେନ୍‌ ଲାଇନ୍‌ରେ ପଶି ଯିବା ଯୋଗୁ ତାଙ୍କର ଦୁଇଟି ଯାକ ଗୋଡ଼ କଟି ଯାଇଥିଲା। ସ୍ଥାନୀୟ ଲୋକେ…

ଟୋଲ୍‌ଗେଟ୍‌ ଉଚ୍ଛେଦ ଦାବିରେ ୧୨ ଘଣ୍ଟିଆ ବ୍ରଜରାଜନଗର ବନ୍ଦ ପାଳନ

ଝାରସୁଗୁଡା ଅଫିସ/ଲଖନପୁର,୧୫।୧୧(ଡି.ଏନ୍‌.ଏ): ଝାରସୁଗୁଡା ଜିଲା ବ୍ରଜରାଜନଗର ଅଧୀନ ୪୯ ନଂ. ଜାତୀୟ ରାଜପଥ ଗାନ୍ଧୀଛକ ନୂଆଡିହୀ ଟୋଲ୍‌ଗେଟ୍‌ ଉଚ୍ଛେଦ ଦାବିରେ ସ୍ଥାନୀୟ ନାଗରିକ ମଞ୍ଚ ପକ୍ଷରୁ ଶୁକ୍ରବାର ୧୨ ଘଣ୍ଟିଆ ବନ୍ଦ ଜାରି ରହିଛି । ଏହାର ପ୍ରଭାବରେ ବ୍ରଜରାଜନଗର ପୌରାଞ୍ଚଳରେ…

ଜାଲ ସାର୍ଟିଫିକେଟରେ ଡାକ୍ତର

ସୁୁନ୍ଦରଗଡ,୧୩।୧୧ (ଡି.ଏନ୍‌.ଏ.)- ଜାଲ ସାର୍ଟିଫିକେଟ ଦେଇ ଜଣେ ବ୍ୟକ୍ତି ଗତ ୩ବର୍ଷ ଧରି ସରକାରୀ ଡାକ୍ତର ଭାବେ ଚାକିରି ପାଇ ରୋଗୀସେବା କରୁଥିଲେ ା ଏ ସଂକ୍ରାନ୍ତରେ ଅଭିଯୋଗ ହେବା ପରେ ଧରିତ୍ରୀରେ ଏକ ରିପୋର୍ଟ ସେପ୍ଟେମ୍ବର ୨୭ ତାରିଖରେ ପ୍ରକାଶ…

ବ୍ରଜରାଜନଗର ଗୁଳିକାଣ୍ଡ ଘଟଣା: ଡିଆଇଜିଙ୍କ ଖବରଦାତା ସମ୍ମିଳନୀ

ଝାରସୁଗୁଡ଼ା ଅଫିସ/ଲଖନପୁର,୬।୧୧(ଡି.ଏନ୍‌.ଏ): ଝାରସୁଗୁଡା ଜିଲା ବ୍ରଜରାଜନଗର ସହରରେ ମଙ୍ଗଳବାର ରାତିରେ ଦୁର୍ବୃତ୍ତମାନେ ଗୁଳିମାଡ଼ କରିଥିଲେ। ଏଥିରେ କୁଖ୍ୟାତ ଅପରାଧୀ ସୋନୁ ଘୋଷଙ୍କ ଭାଇ ମଣ୍ଟୁଙ୍କର ମୃତ୍ୟୁ ଘଟିଥିଲା। ଘଟଣାରେ ସମ୍ପୃକ୍ତ ୪ ଅପରାଧୀଙ୍କୁ ପୋଲିସ ଏନ୍‌କାଉଣ୍ଟର କରିଛି । ତେବେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?