ଝାରସୁଗୁଡ଼ା

ମଣ୍ଟୁ ଘୋଷ ହତ୍ୟା ଘଟଣା: ପୋଲିସ ଏନକାଉଣ୍ଟରରେ ୪ ଜଣ ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ଝାରସୁଗୁଡା ଅଫିସ/ଲଖନପୁର,୦୬।୧୧(ଡି.ଏନ.ଏ.):ଝାରସୁଗୁଡା ଜିଲା ବ୍ରଜରାଜନଗର ସହରରେ ଗତ ମଙ୍ଗଳବାର ରାତିରେ ଦୁର୍ବୃତ୍ତମାନେ ଗୁଳିମାଡ କରିଛନ୍ତି। ଏଥିରେ କୁଖ୍ୟାତ ଅପରାଧୀ ସୋନୁ ଘୋଷଙ୍କ ଭାଇ ମଣ୍ଟୁ ଘୋଷଙ୍କ ମୃତ୍ୟୁ ହୋଇଛି। ଘଟଣା ଘଟାଇ ଫେରାର ହୋଇ ଯାଇଥିବା ଦୁର୍ବୃତ୍ତମାନଙ୍କୁ ପୋଲିସର ଏକ ସ୍ବତନ୍ତ୍ର…

ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଓଏଫ୍‌ଡିସି ସୁପରଭାଇଜର, ବ୍ୟବସାୟୀଙ୍କଠାରୁ ଲାଞ୍ଚ ନେବା ବେଳେ ଗିରଫ

ଝାରସୁଗୁଡା ଅଫିସ୍‌/ଲଖନପୁର,୫।୧୧(ଡି.ଏନ୍‌.ଏ)-ଝାରସୁଗୁଡା ଓଡିଶା ଫରେଷ୍ଟ୍‌ ଡେଭ୍‌ଲପ୍‌ମେଣ୍ଟ କର୍ପୋରେଶନ(ଓଏଫ୍‌ଡିସି)ସୁପରଭାଇଜର୍‌ ସୁମନ୍ତ ପାଇକରାୟ ଜଣେ କାଠ ବ୍ୟବସାୟୀଙ୍କ ନିକଟରୁ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ମଙ୍ଗଳବାର ଧରାପଡିଛନ୍ତି। ତାଙ୍କ ନିକଟରୁ ୧୬ହଜାର ଟଙ୍କା ଭିଜିଲାନ୍ସ ବିଭାଗ ଜବତ କରିଛି। ଏହି ମାମଲାରେ ତାଙ୍କୁ ଗିରଫ…

ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିସ୍ଥାପିତଙ୍କ ଆମରଣ ଅନଶନ

ଲଖନପୁର,୪।୧୧(ଡି.ଏନ୍‌.ଏ): ହୀରାକୁଦ ନଦୀବନ୍ଧ ଯୋଜନାରେ ବିସ୍ଥାପିତ ଲୋକଙ୍କୁ ୧୦ ଡିସିମିଲ ଘରଡ଼ିହ ଜମି ଯୋଗାଇ ଦେବା ପାଇଁ ସରକାର ଘୋଷଣା କରିଥିଲେ। ମାତ୍ର ସରକାରଙ୍କ କାଳବିଳମ୍ବ ଯୋଗୁ ଲୋକେ ଏଥିରୁ ବଞ୍ଚିତ ହେଉଛନ୍ତି । ଏହାର ପ୍ରତିବାଦରେ ଲଖନପୁର ତହସିଲ ଅଞ୍ଚଳର…

ତହସିଲ ସମ୍ମୁଖରେ ବିକ୍ଷୋଭ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଲଖନପୁର,୪।୧୧(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ଲଖନପୁର ତହସିଲ ସମ୍ମୁଖରେ ସୋମବାର ହୀରାକୁଦ ବୁଡି ଅଞ୍ଚଳ ସମିତି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ସମିତିର ସଭାପତି ବାସୁଦେବ ଭୋଇ, ସମ୍ପାଦକ ଗୋପୀନାଥ ମାଝି, ଉପଦେଷ୍ଟା ବିରଞ୍ଚି ସାହୁଙ୍କ ନେତୃତ୍ୱରେ ୧୪ ଦଫା ସମ୍ବଳିତ…

ସ୍କୁଲ ପାଣିଟାଙ୍କିରେ ପଡ଼ି ନାବାଳିକା ମୃତ

ଲଖନପୁର,୪।୧୧(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ବନ୍ଧବାହାଲ ଶାନ୍ତିନଗରସ୍ଥିତ ଏକ ପ୍ଲେ ସ୍କୁଲ ପାଣିଟାଙ୍କିରେ ପଡ଼ି ସୋମବାର ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି । ସେ ହେଲେ ଶାନ୍ତିନଗରର ରାଜକୁମାର ନାଏକଙ୍କ ଝିଅ ଲିଜା (୬)। ଖବରପାଇ ସ୍ଥାନୀୟ ବନ୍ଧବାହାଲ…

ଭାଲୁ ଆକ୍ରମଣ ବୃଦ୍ଧ ଗୁରୁତର

ଲଖନପୁର,୨।୧୧(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଭଇଁସାମୁଣ୍ଡା ଗ୍ରାମର ଜଣେ ବୃଦ୍ଧ ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ମନିଜର ବାରିକ(୬୫ ) । ସୂଚନାଯୋଗ୍ୟ, ମନିଜର ଗ୍ରାମ ନିକଟ ଜଙ୍ଗଲକୁ ଶନିବାର କାଠ ଆଣିବା ପାଇଁ ଯାଇଥିଲେ। ଏହି…

ନିଯୁକ୍ତି ବାଟ ଫିଟୁନି

ଝାରସୁଗୁଡ଼ା ଏକ ଶିଳ୍ପ ବହୁଳ ଜିଲା। ଏଠାରେ ପ୍ରାୟ ୧୧ଟି ବୃହତ୍‌ ଓ ମଧ୍ୟମ ଶ୍ରେଣୀର ଶିଳ୍ପାନୁଷ୍ଠାନ ରହିଛି। ମାତ୍ର ସରକାରଙ୍କ କୋହଳ ନୀତି ଯୋଗୁ ଅଞ୍ଚଳର ବେକାର ଯୁବତୀ ଯୁବକଙ୍କ ନିଯୁକ୍ତି ପାଇଁ ବାଟ ଫିଟି ପାରୁନାହିଁ। ଏବେ ମଧ୍ୟ…

ପ୍ରଧାନଶିକ୍ଷକଙ୍କ ମାଡ଼ରେ ଛାତ୍ର ଆହତ, ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

ଝାରସୁଗୁଡ଼ା ଅଫିସ/ଲଖନପୁର,୧।୧୧(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବାଲିଯୋରୀ ଉଚ୍ଚ ପ୍ରାଥମିକ ଉନ୍ନିତ ସ୍କୁଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍କୁଲ ପ୍ରଧାନଶିକ୍ଷକଙ୍କ ମାଡ଼ରେ ଜଣେ ୫ମ ଶ୍ରେଣୀ ଛାତ୍ର ଆହତ ହୋଇଛନ୍ତି। ସେ ହେଲେ ଶିବ ଧୁରୁଆ। ତାଙ୍କ ଗାଲ, ଆଖି…

ଲୁହାବୋଝେଇ ଟ୍ରକ୍‌ ଧକ୍କାରେ ୨ଭାଇ ମୃତ, କ୍ଷତିପୂରଣ ଦାବିରେ ରାଜ୍ୟ ରାଜପଥ ଅବରୋଧ

ଝାରସୁଗୁଡା ଅଫିସ୍‌/ଲଖନପୁର,୨୫।୧୦(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବଡମାଲ ଥାନା ଅଧୀନ ୧୦ ନଂ. ରାଜ୍ୟ ରାଜପଥ ଏସ୍‌ଏମ୍‌ସି ରାସ୍ତା ନିକଟରେ ଶୁକ୍ରବାର ଏକ ଲୁହାବୋଝେଇ ଟ୍ରକ୍‌ ଧକ୍କାରେ ୨ ଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ନିକଟସ୍ଥ ତୁମ୍ଭେକେଲା ଗ୍ରାମର ବଡ଼ଭାଇ ସାନ୍ତନୁ…

ଏନ୍‌ଏଲ୍‌ସି ଇଣ୍ଡିଆ ପାଓ୍ବାରପ୍ଲାଣ୍ଟ ଜନଶୁଣାଣିକୁ ହିରିମା ପଞ୍ଚାୟତବାସୀଙ୍କ ବିରୋଧ

ଝାରସୁଗୁଡ଼ା ଅଫିସ/ଲଖନପୁର,୨୨।୧୦(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ହିରିମା ପଞ୍ଚାୟତରେ ନେଭେଲ୍‌ ଲିଗ୍‌ନାଇଟ୍‌ କର୍ପୋରେଶନ୍‌ ଇଣ୍ଡିଆ ଲିମିଟେଡ୍‌(ଏନ୍‌ଏଲ୍‌ସିଆଇଏଲ୍‌)ନାମକ ଏକ ତାପଜ ବିଦ୍ୟୁତ୍‌ କେନ୍ଦ୍ର ନିର୍ମାଣ କରିବାପାଇଁ କମ୍ପାନୀ ପ୍ରସ୍ତାବ ରଖିଛି। ଏନେଇ କମ୍ପାନୀ ତରଫରୁ ଜିଲାପ୍ରଶାସନ ଜରିଆରେ ମଙ୍ଗଳବାର ଗରିହାଡିହି ସ୍କୁଲ୍‌ ପଡିଆରେ ସାମାଜିକ…

ଝାରସୁଗୁଡା ମୁଖ୍ୟ ଚିକିତ୍ସାଳୟରେ ଖୋଲିଲା ପୋଲିସ ବିଟ୍‌ ହାଉସ୍‌

ଝାରସୁଗୁଡା ଅଫିସ/ଲଖନପୁର, ୨୦।୧୦(ଡି.ଏନ.ଏ.)-ଝାରସୁଗୁଡା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ରବିବାର ଏକ ପୋଲିସ ବିଟ୍‌ ହାଉସ ଖୋଲିଛି। ଉତରାଞ୍ଚଳ ପୋଲିସ ଡିଆଇଜି ହିମାଂଶୁଲାଲଙ୍କ ଅନୁମୋଦନ କ୍ରମେ ଏହି ବିଟ୍‌ ହାଉସ ଖୋଲାଯାଇଛି। ଏହାକୁ ଏସ.ପି ଅଶ୍ବନୀ କୁମାର ମହାନ୍ତି ଫିତାକାଟି ଉଦଘାଟନ…

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ : କିରାଣିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଝାରସୁଗୁଡ଼ା ଅଫିସ/ଲଖନପୁର,୧୯।୧୦(ଡି.ଏନ୍‌.ଏ.) : ଝାରସୁଗୁଡ଼ା ଜିଲା ପଞ୍ଚାୟତ କାର୍ଯ୍ୟାଳୟ(ଡିପିଓ)ରେ କାର୍ଯ୍ୟରତ ମୁଖ୍ୟ କିରାଣି ବେଣୁଧର ଛଞ୍ଚାଣଙ୍କ ଘରେ ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶନିବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ଏହି ଚଢ଼ାଉ ଏକ ସଙ୍ଗେ ୪ଟି ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?