ଝାରସୁଗୁଡ଼ା

ଏମ୍‌ସିଏଲ୍‌ ବିସ୍ଥାପିତ, ଥଇଥାନକୁ ନେଇ ଆର୍‌ପିଡିଏସି ବୈଠକ

ଝାରସୁଗୁଡା ଅଫିସ୍‌/ଲଖନପୁର,୧୫।୧୦(ଡି.ଏନ୍‌.ଏ)-ମହାନଦୀ କୋଲ୍‌ଫିଲ୍ଡ ଲିମିଟେଡ୍‌(ଏମ୍‌ସିଏଲ୍‌)ର ବିସ୍ଥାପିତ, ଥଇଥାନ ଆଦି ବହୁବିଧି ସମସ୍ୟାକୁ ନେଇ ମଙ୍ଗଳବାର ଝାରସୁଗୁଡା ଜିଲା ଡିଏମ୍‌ଏଫ୍‌ ସଭାଗୃହରେ ଥଇଥାନ ଓ ପାରିପାର୍ଶ୍ୱିକ ଉନ୍ନୟନ ପରାମର୍ଶ କମିଟି(ଆର୍‌ପିଡିଏସି)ବୈଠକ ଅନୁଷ୍ଠିତ ହୋଇଯାଇଛି ା ଏଥିରେ ଦକ୍ଷିଣାଞ୍ଚଳ ଆର୍‌ଡିସିସି ଟେମ୍‌ଜେନ୍‌ ଓ୍ବାପଙ୍ଗ୍‌, ଉତରାଞ୍ଚଳ…

କୋଇଲା ସଙ୍କଟ : ବନ୍ଦ ହେଲା ଓପିଜିସିର ୨ୟ ୟୁନିଟ୍‌, ବିଦ୍ୟୁତ୍‌ ଉତ୍ପାଦନ ବାଧାପ୍ରାପ୍ତ

ଝାରସୁଗୁଡ଼ା ଅଫିସ/ଲଖନପୁର, ୧୪/୧୯(ଡି.ଏନ.ଏ.): ଝାରସୁଗୁଡ଼ା ଜିଲା ବନହରପାଲିସ୍ଥିତ ଓଡ଼ିଶା ବିଦ୍ୟୁତ୍‌ ଉତ୍ପାଦନ ନିଗମ(ଓପିଜିସି)ର ଇବ୍‌ ତାପଜ ବିଦ୍ୟୁତ୍‌ କେନ୍ଦ୍ରର ୨ୟ ୟୁନିଟ୍‌କୁ କମ୍ପାନୀ କର୍ତ୍ତୃପକ୍ଷ ଗତ ରବିବାର ରାତି ୧୨ଟା ୧୭ ମିନିଟରୁ ବନ୍ଦ କରିଦେଇଛନ୍ତି। ଏକ ମାସ ହେବ କୋଇଲା…

ଲୋଡର୍‌ ଚାଳକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶ୍ରମିକଙ୍କ ଆନ୍ଦୋଳନ

ଝାରସୁଗୁଡ଼ା ଅଫିସ/ଲଖନପୁର,୧୧।୧୦(ଡି.ଏନ.ଏ): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଏମ୍‌ସିଏଲ୍‌ର ଚିଙ୍ଗୁଡିଗୁଡା ରେଲ୍‌ଓ୍ବେ ସାଇଡିଂରେ ଗୁରୁବାର ରାତିରେ ଜଣେ ଲୋଡର୍‌ ଚାଳକଙ୍କୁ ସାପ କାମୁଡି ଦେଇଥିଲା । ଏଥିରେ ଚାଳକ ରାଧେ ଯାଦବ(୨୯) ଗୁରୁତର ହୋଇଥିଲେ। ଚିକିତ୍ସା ପାଇଁ ତାଙ୍କୁ ବେଲପାହାଡ…

ଏମ୍‌ସିଏଲ୍‌ ଲଜକୁରା କୋଇଲା ସାଇଡିଙ୍ଗ ରେଳଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଝାରସୁଗୁଡା ଅଫିସ/ଲଖନପୁର, ୧୧।୧୦(ଡି.ଏନ୍‌.ଏ.)-ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅଧିନ ଏମ୍‌ସିଏଲ୍‌ ଲଜକୁରା କୋଇଲା ସାଇଡିଙ୍ଗ୍‌ ରେଳଧାରଣାରୁ ଶୁକ୍ରବାର ପୋଲିସ ଜଣେ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର କରିଛି । ମୃତ ଯୁବକ ଜଣଙ୍କ ହେଲେ ସ୍ଥାନୀୟ ଗଙ୍ଗାନଗର ତେଲିପଡାର ଛୋଟୁ…

ଝାରସୁଗୁଡ଼ା ରେଲଷ୍ଟେଶନ ଟ୍ରେନ ବଗିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ପରିଚୟ ଅସ୍ପଷ୍ଟ

ଝାରସୁଗୁଡ଼ା ଅଫିସ/ଲଖନପୁର,୧୦।୧୦(ଡି.ଏନ୍‌.ଏ): ଝାରସୁଗୁଡ଼ା ରେଳଷ୍ଟେଶନରେ ସଫେଇ ପାଇଁ ଛିଡ଼ା ହୋଇଥିବା ହଟିଆ ପାସେଞ୍ଜର ଟ୍ରେନ ବଗିରୁ ଗୁରୁବାର ଏକ ମୃତଦେହ ଜିଆର୍‌ପି ପୋଲିସ ଉଦ୍ଧାର କରିଛି। ମୃତଦେହର ପରିଚୟ ମିଳିପାରି ନାହିଁ। ସୂଚନାଯୋଗ୍ୟ, ହଟିଆ ପାସେଞ୍ଜର ଟ୍ରେନ ବୁଧବାର ରାତିରେ ହଟିଆରୁ…

ବାର୍‌ହା ଆକ୍ରମଣରେ ୨ ଗୁରୁତର

ଲଖନପୁର,୧୦।୧୦(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ସୀମାନ୍ତବର୍ତ୍ତୀ ୧୯ଖଣ୍ଡ ମୌଜା କନକତୋର ପଞ୍ଚାୟତର ଲୁହାବଗା ଗ୍ରାମରେ ଗୁରୁବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ସକାଳୁ ଗାଁ ଲୋକେ ଶୌଚ ପାଇଁ ବାହାରକୁ ଯାଇଥିବାବେଳେ ଏକ ବାର୍‌ହା ସହିତ ଲୋକଙ୍କ…

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, କରମା ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ

ଝାରସୁଗୁଡା ଅଫିସ/ଲଖନପୁର, ୯।୧୦(ଡି.ଏନ୍‌.ଏ.)- ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ଥାନା ଅଧୀନ ଖୋକେଲମାଲ ଗ୍ରାମ ପୋଖରୀରୁ ପୋଲିସ ବୁଧବାର ଏକ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ତିଲେଇମାଲ ଗ୍ରାମର ମଦନ ମୁଣ୍ଡାଙ୍କ ପୁଅ ମିଥୁନ (୩୦)। ରାମପୁର ଫାଣ୍ଡି…

ଡାକ୍ତରଖାନାରେ ଆଖି ବୁଜିଲେ ବୃଦ୍ଧ, ମୃତଦେହ ଗ୍ରହଣ କରିବାକୁ ମନାକଲେ ସମ୍ପର୍କୀୟ

ଲଖନପୁର, ୮।୧୦(ଡି.ଏନ.ଏ.)- ଝାରସୁଗୁଡା ଜିଲା ଲଖନପୁର ବ୍ଲକ ବନ୍ଧବାହାଲ ଫାଣ୍ଡି ଅଧୀନ ଏମ୍‌ସିଏଲ୍‌ ସ୍ବାସ୍ଥ୍ୟକେନ୍ଦ୍ରରେ ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବେଲପାହାଡ଼ ଗୌନ୍ତିଆପଡ଼ାର ସହଦେବ ବୁଦ୍ଧିଆ(୬୫)। ସେ ବନ୍ଧବାହାଲ ଅଞ୍ଚଳରେ ଭିକ୍ଷାବୃତ୍ତି କରି ପେଟ ପୋଶୁଥିଲେ। ତାଙ୍କ…

ଝାରସୁଗୁଡ଼ାରେ ଲଜ୍ଜା: ପିଜୁଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ଝାରସୁଗୁଡା ଅଫିସ/ଲଖନପୁର,(ଡି.ଏନ.ଏ)- ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅଧୀନ ଏକ ଗ୍ରାମର ଜନୈକା ୭ ବର୍ଷର ନାବାଳିକାକୁ ସେହି ଗ୍ରାମର ଜଣେ ଯୁବକ ଗତ ସୋମବାର ବଳାତ୍କାର କରିଥିବା ନେଇ ପୀଡିତାଙ୍କ ପରିବାରଲୋକେ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ବ୍ରଜରାଜନଗର…

ବଜ୍ରପାତରେ ଗାଈ ଜଗୁଆଳି ମୃତ

ଲଖନପୁର, ୭।୧୦(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଅଞ୍ଚଳରେ ବଜ୍ରପାତରେ ଜଣେ ଗାଈ ଜଗୁଆଳିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଖଲିଆବାହାଳ ଗ୍ରାମର ଡୋଲାମଣି ବାଗ(୫୫)। ସୂଚନାଥାଉକି, ଡୋଲାମଣି ପ୍ରତିଦିନ ଭଳି ଗତ ରବିବାର ଗାଈ ଚରାଇବାକୁ ଯାଇଥିଲେ। ଗାଈଚରାଇ ଅପରାହ୍ନରେ…

ପୃଥକ୍‌ ୨ ଡକାୟତି ଉଦ୍ୟମ: ୯ ଅଭିଯୁକ୍ତ ଗିରଫ, ମାରଣାସ୍ତ୍ର ଜବତ

ଝାରସୁଗୁଡ଼ା ଅଫିସ/ଲଖନପୁର, ୭।୧୦(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲାରେ ଗତ ରବିବାର ରାତିରେ ପୃଥକ୍‌ ଭାବେ ୨ଟି ସ୍ଥାନରେ ଡକାୟତି ଉଦ୍ୟମ ହୋଇଥିଲା। ବିଶେଷ ସୂତ୍ରରୁ ଖବରପାଇ ପୋଲିସ ବଡ଼ଧରଣର ସଶସ୍ତ୍ର ଡକାୟତି ଉଦ୍ୟମକୁ ପଣ୍ଡ କରିଛି । ପୋଲିସ ଉଭୟ ଗୋଷ୍ଠୀର ୯ଜଣଙ୍କୁ…

ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ଝାରସୁଗୁଡ଼ା ଅଫିସ/ଲଖନପୁର,୭।୧୦(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ଟାଉନ ଥାନା ଅଧୀନ ପୁଡାମାଲ ଗ୍ରାମ ନିକଟ ଏକ ବୁଦାମୂଳରୁ ସୋମବାର ସକାଳେ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପୋଲିସ ଉଦ୍ଧାର କରିଛି। ସେ ହେଲେ ପୁଡାମାଲ ଗ୍ରାମର ଗୁଣସାଗର ଦାସ(୪୭ )। କେହି ଦୁର୍ବୃତ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?