ଝାରସୁଗୁଡ଼ା

ସାଥୀ ଖେଳାଳିଙ୍କ ବ୍ୟାଟ୍‌ ଆକ୍ରମଣରେ ନାବାଳକଙ୍କ ମୃତ୍ୟୁ

ଝାରସୁଗୁଡ଼ା ଅଫିସ/ଲଖନପୁର,୭।୧୦(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଓସିଏମ୍‌ କଲୋନୀ ଏଚ୍‌ଲାଇନ ନିକଟରେ ଗତ ଶନିବାର କେତେକ ବାଳକ କ୍ରିକେଟ ଖେଳିବା ପାଇଁ ରୁଣ୍ଡ ହୋଇଥିଲେ। ଏହି ସମୟରେ କୌଣସି କାରଣରୁ ୨ ନାବାଳକଙ୍କ ମଧ୍ୟରେ ଝଗଡା ହୋଇଥିଲା। ଏଥିରେ…

ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର ମହଙ୍ଗା ପଡ଼ିଲା: ଭିଡିଓ ଭାଇରାଲ ହେବା ପରେ ଗିରଫ ହେଲେ ବିଜେଡି ନେତା

ଝାରସୁଗୁଡା ଅଫିସ/ଲଖନପୁର, ୨।୧୦(ଡି.ଏନ୍‌.ଏ.)-ଝାରସୁଗୁଡା ଜିଲା ବେଲପାହାଡ ସହରରେ ପୋଲିସର ଟ୍ରାଫିକ ସଚେତନତା ବେଳେ ଜଣେ ବିଜେଡି ନେତା ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଥିଲେ। ଏହି ସମ୍ବେଦନଶୀଳ ଘଟଣାକୁ ପୋଲିସ ଚାପି ଦେବାକୁ ଉଦ୍ୟମ କରିଥିଲା। ମାତ୍ର ପରମୁହୂର୍ତ୍ତରେ ଏହାକୁ ନେଇ ଏକ…

ଡକାୟତି ଯୋଜନା ପଣ୍ଡ କଲା ବ୍ରଜରାଜନଗର ପୋଲିସ: ୩ ଅଭିଯୁକ୍ତ ଗିରଫ, ୪ ଫେରାର

ଝାରସୁଗୁଡା ଅଫିସ/ଲଖନପୁର, ୨୭।୯(ଡି.ଏନ.ଏ.)-ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅଞ୍ଚଳରେ ଦିନକୁୁ ଦିନ ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି। ଅସାମାଜିକ ବ୍ୟକ୍ତିମାନେ ପୋଲିସକୁ ଚ୍ୟାଲେଞ୍ଜ କରି ଅଞ୍ଚଳରେ ନିଜର କାୟା ବିସ୍ତାର କରିଚାଲିଛନ୍ତି। ପୋଲିସ ମଧ୍ୟ ଏମାନଙ୍କ ଉପରେ କଡା ନଜର…

କୋଲ୍‌ ଇଣ୍ଡିଆରେ ବିଦେଶୀ ପୁଞ୍ଜିନିବେଶକୁ ଟ୍ରେଡ୍‌ ୟୁନିୟନ୍‌ର ବିରୋଧ: କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁ କୋଇଲା ପରିବହନ ବାଧାପ୍ରାପ୍ତ

ଲଖନପୁର, ୨୪।୯(ଡି.ଏନ.ଏ.)- କେନ୍ଦ୍ର ସରକାର କୋଲ୍‌ ଇଣ୍ଡିଆରେ ଶତପ୍ରତିଶତ ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜିନିବେଶ କରିବାପାଇଁ କ୍ୟାବିନେଟରେ ନିଷ୍ପତ୍ତି ନେଇଛନ୍ତି। ଏହାକୁ ଏଆଇଟିୟୁସି, ଆଇଏନ୍‌ଟିୟୁସି, ସିଆଇଟିୟୁ, ଏଚ୍‌ଏମ୍‌ଏସ୍‌ ଆଦି ଟ୍ରେଡ ୟୁନିୟନ୍‌ମାନେ ବିରୋଧ କରିଛନ୍ତି। ଏହି ସବୁ ଯୁନିଅନଗୁଡ଼ିକର ନେତୃବୃନ୍ଦ ଓ କର୍ମଚାରୀମାନେ…

ବଜ୍ରପାତରେ ମହିଳା ମୃତ, ପରିବାରକୁ କ୍ଷତିପୂରଣ ଦାବି

ଲଖନପୁର, ୨୪।୯(ଡି.ଏନ୍‌.ଏ.)-ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଭଅଁରଖୋଲ ପଞ୍ଚାୟତ ଠେବରା ଗ୍ରାମର ଜଣେ ମହିଳାଙ୍କ ମଙ୍ଗଳବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସେ ହେଲେ ସୁରେନ ମୁଣ୍ଡାଙ୍କ ସ୍ତ୍ରୀ ଜୟ ସେନୀ(୪୦)। ସୂଚନାନୁଯାୟୀ, ଜୟସେନୀ ଅପରାହ୍ନରେ ଗ୍ରାମ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଘରକୁ…

କୋଲ୍‌ ଇଣ୍ଡିଆରେ ବିଦେଶୀ ପୁଞ୍ଜିନିବେଶକୁ ବିରୋଧ: ୨୪ରେ ବନ୍ଦ ଡାକରା

ଝାରସୁଗୁଡା ଅଫିସ/ଲଖନପୁର,୨୩।୧୯(ଡି.ଏନ୍‌.ଏ.): କେନ୍ଦ୍ର ସରକାର କୋଲ ଇଣ୍ଡିଆରେ ବିଦେଶୀ ପୁଞ୍ଜିନିବେଶ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାକୁ ବିଭିନ୍ନ ଟ୍ରେଡ୍‌ ଯୁନିୟନ ବିରୋଧ କରିଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ଏମ୍‌ସିଏଲ୍‌ ଲଖନପୁର କ୍ଷେତ୍ର ଅଧୀନ ବେଲପାହାଡ, ଲଖନପୁର ଆଦି ଖୋଲାମୁହଁ କୋଇଲା ଖଣି ଅଞ୍ଚଳରେ…

କୋଇଲା ବୋଝେଇ ଟ୍ରେନ୍‌ ଲାଇନଚ୍ୟୁତ: ବେଦାନ୍ତ ପ୍ରକଳ୍ପକୁ କୋଇଲା ପରିବହନ ବାଧାପ୍ରାପ୍ତ

ଝାରସୁଗୁଡ଼ା ଅଫିସ /ଲଖନପୁର,୧୮।୯(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ଲହଣ୍ଡାବୁଡ଼ ଲେଭଲ କ୍ରସିଂ ନିକଟରେ ବେଦାନ୍ତ କମ୍ପାନୀର ଏକ ମାଲବାହୀ ଟ୍ରେନ୍‌ ବୁଧବାର ସକାଳେ ଲାଇନଚ୍ୟୁତ ହୋଇଛି। ଟ୍ରେନ୍‌ଟି ସୁନ୍ଦରଗଡ଼ ବସୁନ୍ଧରା କୋଇଲା ଖଣିରୁ କୋଇଲା ବୋଝେଇ କରି ଝାରସୁଗୁଡ଼ା ଯାଉଥିବା ବେଳେ ୩ଟି…

ବିଦ୍ୟୁତ୍‌ ଖୁଣ୍ଟତଳୁ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

ଝାରସୁଗୁଡା ଅଫିସ/ଲଖନପୁର, ୧୭।୯(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଇଟାଭଟା ପଡ଼ାର ଏକ ବିଦ୍ୟୁତ୍‌ ଖୁଣ୍ଟତଳେ ପଡ଼ିଥିବା ଜଣେ ଯୁବକଙ୍କ କ୍ଷତବିକ୍ଷତ ଶରୀରକୁ ମଙ୍ଗଳବାର ସ୍ଥାନୀୟ ପୋଲିସ ଉଦ୍ଧାର କରିଛି। ସେ ହେଲେ ସ୍ଥାନୀୟ ଚୂନାଭଟା ପଡ଼ାର ଅଜୟ କତା(୨୦)।…

ବେଲପାହାଡ଼ ଏକ୍ସସିସ୍‌ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି ଘଟଣା: ୧୦ ଦିନ ପରେ ଘଟଣାର ପର୍ଦ୍ଦାଫାସ, ବିହାରରୁ ଜଣେ ଗିରଫ, ବନ୍ଧୁକ ଜବତ

ଝାରସୁଗୁଡା ଅଫିସ/ଲଖନପୁର, ୧୪।୧୯(ଡି .ଏନ୍‌ .ଏ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଏକ୍ସସିସ ବ୍ୟାଙ୍କରୁ ଗତ ୪ ତାରିଖରେ ସଶସ୍ତ୍ର ଡକାୟତି ହୋଇଥିଲା। ଡକାୟତମାନେ ବନ୍ଧୁକ ଦେଖାଇ ୧୧ ଲକ୍ଷ ଟଙ୍କା ଲୁଟି ନେଇଯାଇଥିଲେ। ଏହି ଘଟଣାରେ ପୋଲିସ ବେଲପାହାଡ଼ ଥାନାରେ କେସ୍‌…

ଝାରସୁଗଡ଼ାରେ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ବିନୋଦ ଗୁରୁତର

ଝାରସୁଗୁଡ଼ା ଅଫିସ/ଲଖନପୁର,୧୪।୯(ଡି.ଏନ୍‌.ଏ): ଝାରସୁଗଡ଼ା ଜିଲାର ବ୍ରଜରାଜନଗର ଛୁଆଲିବେରନାଠାରେ ଏନ୍‌କାଉଣ୍ଟର ହୋଇଛି। ଏଥିରେ ଦୁର୍ଦ୍ଦାନ୍ତ ଅପରାଧୀ ବିନୋଦ ପ୍ରସାଦ ଗୁରୁତର ହୋଇଛନ୍ତି। ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିବା ବେଳେ ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭିର୍ତ୍ତି କରାଯାଇଛି। ତାଙ୍କଠାରୁ…

ପ୍ଲାଷ୍ଟିକ୍‌ ବର୍ଜନ ସଚେତନତା କାର୍ଯ୍ୟକ୍ରମ

ଲଇକେରା, ୧୪ା୯ (ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ପୂର୍ତ୍ତ ବିଭାଗର ନିର୍ଦ୍ଦେଶ କ୍ରମେ ଶୁକ୍ରବାର ଲଇକେରା ପୂର୍ତ୍ତ ବିଭାଗ ତରଫରୁ ଏକ ପ୍ଲାଷ୍ଟିକ୍‌ ବର୍ଜନ ସଚେତନତା କାର୍ଯ୍ୟକ୍ରମ ସହକାରୀ ଯନ୍ତ୍ରୀ ବିଶ୍ୱନାଥ ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସହକାରୀ ଯନ୍ତ୍ରୀ…

ବେଲପାହାଡ଼ରେ ବିଧାୟକଙ୍କ ସମୀକ୍ଷା ବୈଠକ

ବେଲପାହାଡ଼,୧୪ା୯ (ଡ଼ି.ଏନ୍‌.ଏ.) ଝାରସୁଗୁଡ଼ା ଜିଲା ବେଲପାହାଡ଼ ପୌରାଞ୍ଚଳର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ଅଗ୍ରଗତି ତଥା ସମସ୍ୟାର ସମାଧାନ ପାଇଁ ଶୁକ୍ରବାର ବ୍ରଜରାଜନଗର ବିଧାୟକ କିଶୋର କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ପୌର କାର୍ଯ୍ୟାଳୟ ସଭାଗୃହରେ ଅନୁଷ୍ଠିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?