ଝାରସୁଗୁଡ଼ା

ଝାରସୁଗୁଡ଼ାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ସ୍ବାସ୍ଥ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ଝାରସୁଗୁଡା ଅଫିସ୍‌/ଲଖନପୁର,୧୪ା୯(ଡି.ଏନ୍‌.ଏ.): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ନବ କିଶୋର ଦାସଙ୍କ ନିର୍ବାଚନମଣ୍ଡଳୀ ଝାରସୁଗୁଡ଼ାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଜିଲା ମୁଖ୍ୟ ଚିକିସତ୍ାଳୟରେ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ଅବହେଳାରୁ ଗୋଟିଏ ପରେ ଗୋଟିଏ ରୋଗୀଙ୍କ ଜୀବନହାନି ହେବାରେ ଲାଗିଛି। ଏହାର ପ୍ରତିବାଦରେ…

ଓପିଜିସି କାର୍ଯ୍ୟାଳୟ ସମ୍ମୁଖରେ ମହିଳାଙ୍କ ଧାରଣା: ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ

  ଲଖନପୁର,୧୪ା୯(ଡି.ଏନ୍‌.ଏ.): ଓପିଜିସିର ଇବ୍‌ଥର୍ମାଲ ପ୍ରକଳ୍ପ ଦ୍ୱାରା ବିସ୍ଥାପିତ ବନହରପାଲି ଗ୍ରାମବାସୀ ବିଭିନ୍ନ ସମସ୍ୟାକୁ ନେଇ ବାରମ୍ବାର କମ୍ପାନୀ କର୍ର୍ତ୍ତୃୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଆସୁଛନ୍ତି। ହେଲେ କମ୍ପାନୀ କର୍ର୍ତ୍ତୃୃପକ୍ଷ ସମସ୍ୟାର ସମାଧାନ ପାଇଁ ଖାଲି ପ୍ରତିଶ୍ରୁତି ଉପରେ ପ୍ରତିଶ୍ରୁତି ଦେଇ ଚାଲିଛନ୍ତି।…

ବର୍ଷାରେ ଘର ଭାଙ୍ଗିଲା, ଗାଁ ଦାଣ୍ଡରେ ଆଣ୍ଠୁଏ ପାଣି

କିର୍ମିରା, ୧୩।୯ (ଡି.ଏନ୍‌.ଏ.)- ଝାରସୁଗୁଡା ଅନ୍ତର୍ଗତ କିର୍ମିରା ଗ୍ରାମରେ ବୁଧବାର ରାତିରୁ ବର୍ଷା ଲାଗି ରହିଥିବାରୁ ଗ୍ରାମର ଜଞ୍ଜ ନେଟୀ, ରୁକ୍ମଣୀ ଧୁରୁଆ, ଗଙ୍ଗା କଛରିଆଙ୍କ ଘର ଭାଙ୍ଗିଯାଇଛି। ଏହା ପୂର୍ବରୁ ବର୍ଷା ଯୋଗୁଁ ଧନମତୀ ଚାରଦିଆ, ବୁଟରୁ ବାଗଙ୍କ ଘର…

ରାସ୍ତା କଡ଼ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ଝାରସୁଗୁଡା ଅଫିସ୍‌/ଲଖନପୁର,୧୩ା୯(ଡି.ଏନ୍‌.ଏ.):ଝାରସୁଗୁଡା ଜିଲା ଚନ୍ଦନୀମାଲ ଗ୍ରାମର ଜନୈକ ମହିଳା ଗୁରୁବାର କାମରେ ଯାଉଥିବାବେଳେ ଚିଚିନ୍ଦା ଗ୍ରାମ ବ୍ରିଜ୍‌ ନିକଟରେ ଏକ ନବଜାତ ଶିଶୁ କାନ୍ଦୁଥିବା ଶୁଣି ପାଖକୁ ଯାଇଥିଲେ। ସେଠାରେ ଏକ ସିମେଣ୍ଟ ବସ୍ତା ଉପରେ ନବଜାତ ଶିଶୁ ଶୋଇଛି ଓ…

ଝାରସୁଗୁଡାରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ଝାରସୁଗୁଡା ଅଫିସ୍‌/ଲଖନପୁର,୧୩ା୯(ଡି.ଏନ୍‌.ଏ.):ରାଜ୍ୟ ଯୋଜନା ଓ ସଂଯୋଜନା ତଥା ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଗୁରୁବାର ଦିନିକିଆ ଝାରସୁଗୁଡା ଜିଲା ଗସ୍ତରେ ଆସି ସର୍କିଟ୍‌ ହାଉସ୍‌ରେ ବିଭିନ୍ନ ବିଭାଗର ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏଥିରେ ଜିଲାପାଳ ସରୋଜ କୁମାର…

ଝାରସୁଗୁଡ଼ା ଡାକ୍ତରଖାନାରେ ଚିକିତ୍ସା ଅବହେଳା ଅଭିଯୋଗ: ମୃତବ୍ୟକ୍ତିଙ୍କୁ ସାଲାଇନ୍‌, ଇଞ୍ଜେକ୍‌ଶନ

ଝାରସୁଗୁଡ଼ା ଅଫିସ/ଲଖନପୁର, ୧୨।୯(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିସତ୍। ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ଏପରି କି ଜଣେ ନର୍ସ ସଂପୃକ୍ତ ବ୍ୟକ୍ତିଙ୍କ ମୃତଦେହରେ ସାଲାଇନ୍‌ ଲଗାଇବା ସହ ଇଞ୍ଜେକଶନ ଦେବା ଘଟଣା ଏଠାରେ…

ବେଆଇନ ଦେଶୀ ବନ୍ଧୁକ ଜବତ: ଶିକାରୀ ଗିରଫ

କିର୍ମିରା, ୧୨।୯ (ଡି.ଏନ୍‌.ଏ): ଝାରସୁଗୁଡା ଜିଲା ଲଇକେରା ଥାନା ବାଗଡ଼ିହି ଫାଣ୍ଡି ଅନ୍ତର୍ଗତ ବରପାଏନ୍‌ ଖଡ଼ିଆମାଲ ଗ୍ରାମରୁ ମଙ୍ଗଳବାର ପୋଲିସ ଏକ ଦେଶୀ ବନ୍ଧୁକ ଜବତ କରିଛି। ଏହି ଘଟଣାରେ ପୋଲିସ ଶିବ ନାଏକ(୩୦)ଙ୍କୁ ଗିରଫ କରିଛି । ଏ ନେଇ…

ଡାକ୍ତରମାନଙ୍କ ଅନୁପସ୍ଥିତିକୁ ନେଇ ଉତ୍ତେଜନା

ବ୍ରଜରାଜନଗର, ୧୨।୯ (ଡି.ଏନ୍‌.ଏ.) ବ୍ରଜରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ସପ୍ତାହ ହେଲା କେତେଜଣ ଡାକ୍ତରଙ୍କ ଅନୁପସ୍ଥିତିକୁ ନେଇ ଉତ୍ତେଜନା ଦେଖାଦେଇଛି। ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ଡାକ୍ତର ନ ଆସିଲେ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଫାଟକରେ ତାଲା ପଡିବ ବୋଲି ଅଞ୍ଚଳବାସୀ…

ବେଲପାହାଡ଼ ଆକ୍ସିସ୍‌ ବ୍ୟାଙ୍କରେ ସଶସ୍ତ୍ର ଡକାୟତି: ବନ୍ଧୁକ ଦେଖାଇ ଲୁଟିନେଲେ ୧୪ ଲକ୍ଷ

ବେଲପାହାଡ଼,୪।୯(ଡ଼ି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବେଲପାହାଡ଼ ସହରାଞ୍ଚଳ ଗୁମାଡ଼େରାସ୍ଥିତ ଆକ୍ସିସ୍‌ ବ୍ୟାଙ୍କ ଶାଖାରେ ବୁଧବାର ମଧ୍ୟାହ୍ନରେ ସଶସ୍ତ୍ର ଡକାୟତି ହୋଇଛି। ୫ ଜଣ ଲୁଟେରା ବନ୍ଧୁକ ଦେଖାଇ ବ୍ୟାଙ୍କ କ୍ୟାଶ କାଉଣ୍ଟରରୁ ୧୪ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ପରେ ଲୁଟେରାମାନେ ଏକ…

ରାଜ୍ୟ ପାଇଁ ଗୌରବ: ବନ୍ଧବାହାଲ ଛାତ୍ର ଚିନ୍ମୟଙ୍କୁ ଇସ୍ରୋର ନିମନ୍ତ୍ରଣ; ଚନ୍ଦ୍ରଯାନ-୨ ଅବତରଣ ଦେଖିବେ

ଲଖନପୁର,୧ା୯(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବନ୍ଧବହାଲ ଡିଏଭି ପବ୍ଲିକ ସ୍କୁଲର ୮ମ ଶ୍ରେଣୀ ଛାତ୍ର ଚିନ୍ମୟ ଚୌଧୁରୀ ୱେବ୍‌ସାଇଟ୍‌ www.mygov.in ସ୍ପେସ୍‌ କୁଇଜ ୨୦୧୯ ପ୍ରତିଯୋଗିତାରେ ସର୍ବାଧିକ ନମ୍ବର ରଖି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆସନ୍ତା ୭ ତାରିଖରେ ବେଙ୍ଗାଲୁରୁସ୍ଥିତ ଇଣ୍ଡିଆନ…

ଝାରସୁଗୁଡ଼ା ଜିଲାପାଳ ନିଲମ୍ବିତ

କଟକ ଅଫିସ/ଝାରସୁଗୁଡ଼ା ଅଫିସ, ୧୪।୮: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ଝାରସୁଗୁଡ଼ା ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ନିଲମ୍ବିତ କରିଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶ ନ ଆସିବା ଯାଏ ଏଡିଏମ୍‌ ପ୍ରଦୀପ ସାହୁ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ହାଇକୋର୍ଟଙ୍କ ଆଦେଶ ଉଲଘଂନ କରିଥିବାରୁ…

ଭଡ଼ାଘରୁ ମୃତଦେହ ଉଦ୍ଧାର, ପଥରରେ ଛେଚି ହତ୍ୟା ସନ୍ଦେହ

ଝାରସୁଗୁଡ଼ା ଅଫିସ/ଲଖନପୁର,୧୨ା୮(ଡି.ଏନ୍‌.ଏ.): ଝାରସୁଗୁଡା ଜିଲା ବିଟିଏମ୍‌ ଫାଣ୍ଡି ଅଧୀନ ଏକାତାଳି ଗ୍ରାମର ଏକ ଭଡ଼ାଘରୁ ସୋମବାର ସ୍ଥାନୀୟ ପୋଲିସ ଏକ ମୃତଦେହ ଉଦ୍ଧାର କରିଛି। ମୃତକ ପଶ୍ଚିମବଙ୍ଗ ମୁର୍ସିଦାବାଦର ଫାଶିଦୁଲ ରେହେମନ(୩୨)ବୋଲି ଜଣାପଡିଛି। ପ୍ରକାଶ ଯେ, ଗତ କିଛି ମାସହେବ ଫାଶିଦୂଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?