ଓଡ଼ିଶାରେ ପହଞ୍ଚିଲେ ମୋଦି: ଭବ୍ୟ ସ୍ବାଗତ
ଝାରସୁଗୁଡା, ୨୭।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ସେ ଆସି ୧୧ଟା୧୦ମିନିଟ୍ରେ ଝାରସୁଗଡାରେ ପହଞ୍ଚିଛନ୍ତି। ସେଠାରେ ରାଜ୍ୟପାଳ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରିଛନ୍ତି। ସେଠାରୁ ସଡ଼କ ପଥରେ ଯାଇ…
ଲୋକଙ୍କ ମନ ମୋହିଲେ ନକଲି ମୋଦି: ଆଉ କିଛି ସମୟ ପରେ ଆସିବେ…
ଝାରସୁଗୁଡା, ୨୭।୯(ଆଶିଷ ରଞ୍ଜନ ଦାଶ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଝାରସୁଗୁଡା ଗସ୍ତର କିଛି ସମୟ ଆଗରୁ କର୍ନାଟକ ଓଡିପି ଆସିଥିବା ନକଲି ନରେନ୍ଦ୍ର ମୋଦି ସଭାମଞ୍ଚରେ ପହଞ୍ଚି ଜନସାଧାରଣ ଓ ଯୁବକମାନଙ୍କ ବେଶ ମନୋରଞ୍ଜନ କରିଥିଲେ। ଯୁବକ ଏବଂ ମହିଳା ମାନେ ନକଲି…
ବଢୁଛି ମୋଦି କ୍ରେଜ୍: ଆସିବାର ୨ ଘଣ୍ଟା ପୂର୍ବରୁ ୮୦ ହଜାର ଚୌକି ପୂରଣ
ଝାରସୁଗୁଡା,୨୭।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଯୁବ ସମ୍ମିଳନୀ କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସିବାର ୨ ଘଣ୍ଟା ପୂର୍ବରୁ ମଞ୍ଚରେ ପଡ଼ିଥିବା ୮୦ ହଜାର ଚୌକି ପୂରଣ ହୋଇ ଯାଇଛି। ପ୍ରଧାନମନ୍ତ୍ରୀ ମୋଦି ପୂର୍ବାହ୍ନ ୧୧. ୩୦ଟାରେ ଆସିବାର ଥିବା ବେଳେ…
ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି: ହାଇଆଲର୍ଟରେ ଝାରସୁଗୁଡ଼ା
ଭୁବନେଶ୍ୱର,୨୬।୯: ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ହାଇଆଲର୍ଟରେ ରହିଛି ଝାରସୁଗୁଡ଼ା ସହର। ସେପ୍ଟେମ୍ବର ୨୭ ତାରିଖ ଅର୍ଥାତ ଆସନ୍ତାକାଲି ଝାରସୁଗୁଡ଼ାରେ ଅନୁଷ୍ଠିତ ହେବାକୁ ଥିବା ସର୍ବଭାରତୀୟ ଯୁବ ସମାବେଶ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗ ଦେବେ। ପୂର୍ବାହ୍ନ ୧୧ଟା ୧୦…
୨୭ରେ ଓଡ଼ିଶା ଆସିବେ ମୋଦି: ସ୍ଥିତି ପରଖୁଛନ୍ତି ଡିଜି
ଝାରସୁଗୁଡା, ୨୬।୯(ଆଶିଷ ରଞ୍ଜନ ଦାଶ): ସେପ୍ଟେମ୍ବର ୨୭ ଅର୍ଥାତ୍ ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବଭାରତୀୟ ଯୁବ ସମାବେଶ କାର୍ଯ୍ୟକ୍ରମ ପାଇଁ ଝାରସୁଗୁଡାରେ ରାଜ୍ୟ ପୋଲିସ ଡିଜି ୱାଇ.ବି. ଖୁରାନିଆଙ୍କ ସହିତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଆଜି ସୁରକ୍ଷା ବିଷୟକୁ…
ବିଦ୍ୟାଳୟ ପରିସରରେ ମଦ୍ୟପାନ ଅଭିଯୋଗ: ଦୁଇ ପ୍ରଧାନ ଶିକ୍ଷକ ନିଲମ୍ବିତ
ଝାରସୁଗୁଡ଼ା,୩।୯: ଝାରସୁଗୁଡ଼ା ଜିଲାର କୋଲାବୀରା ବ୍ଲକ ଅନ୍ତର୍ଗତ ସନ୍ନ୍ୟାସୀପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉପେନ୍ଦ୍ର ପଟେଲଙ୍କୁ ବୁଧବାର ବିଦ୍ୟାଳୟ ପରିସରରେ ରାତିରେ ମଦ୍ୟପାନ କରୁଥିବା ଅଭିଯୋଗରେ ନିଲମ୍ବନ କରାଯାଇଛି। ସୋସିଆଲ ମିଡିଆରେ ଉପେନ୍ଦ୍ର ପଟେଲ, ବିଦ୍ୟାଳୟ ପରିଚାଳନା…
ଆବାସିକ ସ୍କୁଲରେ ଛାତ୍ରୀମାନଙ୍କୁ ଅସଦାଚରଣ ଅଭିଯୋଗ: ପ୍ରଧାନଶିକ୍ଷକ ଥାନାରେ ଅଟକ
ଝାରସୁଗୁଡ଼ା,୨୧ା୮: ଝାରସୁଗୁଡ଼ା ଆବାସିକ ସ୍କୁଲରେ ଛାତ୍ରୀମାନଙ୍କୁ ଅସଦାଚରଣ କରାଯାଉଥିବା ଅଭିଯୋଗ ହୋଇଛି। ଏନେଇ ବନହରପାଲ୍ଲୀ ଥାନାରେ ଲିଖିତ ଅଭିଯୋଗ ପରେ ଏକ ରୁଜୁ ମାମଲା ହୋଇଥିବାବେଳେ ଆବାସିକ ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଥାନାରେ ଅଟକ ରହିଛନ୍ତି।
ଖୋ ଖୋ ଖେଳିବାକୁ ଯାଇ କାର୍ ଦୁର୍ଘଟଣା: ଜଣେ ମୃତ, ୫ ଗୁରୁତର
ଝାରସୁଗୁଡ଼ା,୧୦ା୮(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସୁନାରୀମୁଣ୍ଡା ଛକରେ ଥିବା ହୋଟେଲ ଉତ୍କଳ କଣ୍ଟିନେଣ୍ଟାଲର ସମ୍ମୁଖରେ ଥିବା ଡିଭାଇଡରରେ କାର୍ ଧକ୍କା ହେବାରୁ ରବିବାର ପୂର୍ବାହ୍ନରେ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ଥିବାରୁ ଝାରସୁଗୁଡ଼ା ମୁଖ୍ୟ ଡାକ୍ତରଖାନାରୁ…
ଦେଢ ବର୍ଷର ଶିଶୁପୁତ୍ରଙ୍କ ଗଳାରେ ଲାଗିଗଲା ସେଓ: ଆଉ ତା’ପରେ ଘଟିଗଲା…
ବ୍ରଜରାଜନଗର,୨୬ା୭(ବିଜୟ ବରାଡ଼):ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ସହରାଞ୍ଚଳର ବୁଢ଼ୀଜାମ୍ କଲୋନୀରେ ଦେଢବର୍ଷର ଜଣେ ଶିଶୁପୁତ୍ରର ଗଳାରେ ସେଓ ଲାଗିଯିବାରୁ ଜୀବନ ଯାଇଛି। ଗୁରୁବାର ସକାଳେ ଉକ୍ତ କଲୋନୀର ଇନ୍ଦ୍ରଜିତ୍ ସିଂଙ୍କ ଦେଢବର୍ଷର ପୁଅକୁ ପରିବାରର କେହି ସଦସ୍ୟ ସେଓ କାଟି ଖାଇବାକୁ ଦେଇଥିଲେ।…
ସେଲଫି ନେବାବେଳେ ନଦୀରେ ଭାସିଗଲେ ଯୁବକ, ରହିଛି କଂଗ୍ରେସର ଓଡିଶା ବନ୍ଦ ଲିଙ୍କ
ଝାରସୁଗୁଡ଼ା ,୧୭।୭: ଝାରସୁଗୁଡ଼ା ଆକ୍ସିସ ବ୍ୟାଙ୍କରେ କାର୍ଯ୍ୟରତ ଜଣେ ୨୭ ବର୍ଷୀୟ ଯୁବକ ଆଜି ସୋଢ଼ମାଳା ପଞ୍ଚାୟତ ଅନ୍ତର୍ଗତ ଏକ ଶିବ ମନ୍ଦିର ନିକଟରେ ସେଲଫି ନେବା ବେଳେ ଭେଡେନ ନଦୀରେ ଖସି ପଡ଼ି ନିଖୋଜ ହୋଇଛନ୍ତି। ନିଖୋଜ ଯୁବକଙ୍କ ନାମ…
ପ୍ରବଳ ବର୍ଷା: ଜଳ ଘେରରେ ବିଭିନ୍ନ ଅଞ୍ଚଳ
ଝାରସୁଗୁଡା,୬।୭(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲାରେ ପ୍ରବଳ ବର୍ଷା ଯୋଗୁ ଅଧିକାଂଶ ଅଞ୍ଚଳ ଜଳ ଘେରରେ ରହିଛି। ଝାରସୁଗୁଡା ଜିଲା ସଦର ବ୍ଲକର କାତିକେଲା ଗ୍ରାମର ଚତୁର୍ପାଶ୍ୱରେ ଜଳ ଘେରି ରହିଥିବା ବେଳେ ବ୍ରଜରାଜନଗର ଇଟାଭଟା ଅଂଚଳ ଜଳମଗ୍ନ ହୋଇଥିବାରୁ…
ଘରକୁ ଫେରୁଥିବାବେଳେ ରାସ୍ତାରେ ହେଲା ବଜ୍ରପାତ, ଚାଲିଗଲା ୨ ଜୀବନ
ଝାରସୁଗୁଡ଼ା,୩ା୭(ଆଶିଷ ରଞ୍ଜନ ଦାଶ): ବଜ୍ରପାତରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ବଞ୍ଜରୀ ଅଞ୍ଚଳର ଅଶୋକ ରୋହିଦାସ (୪୫) ଓ ଚୁଡ଼ାମଣି ରୋହିଦାସ(୨୯) ସକାଳ ସାଢ଼େ ଚାରିଟା ସମୟରେ କୁରେବଗାସ୍ଥିତ ପାଉଁଶ ପୋଖରୀକୁ ଯାଇଥିବା…

