ଝାରସୁଗୁଡ଼ା

ବ୍ରଜରାଜନଗରରୁ ପୁରୀକୁ ଯିବ ରଥର ବ୍ରେକ କଣ୍ଟା

ଝାରସୁଗୁଡା, ୨୧।୬(ଆଶିଷ ରଞ୍ଜନ ଦାଶ)-ପୁରୀରେ ତିନି ରଥ ଲାଗି ବ୍ରେକ୍‌ କଣ୍ଟା ଝାରସୁଗୁଡ଼ା ଜିଲାର ବ୍ରଜରାଜନଗରରୁ ଯିବ। ପୁରୀରେ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଥିବାବେଳେ ୩ବିଗ୍ରହଙ୍କ ତିନି ରଥରେ ବ୍ୟବହାର ହେଉଥିବା କଣ୍ଟା ଏବଂ ବ୍ରେକ ବ୍ରଜରାଜନଗରରେ ନିର୍ମିତ ହୋଇସାରିଛି।…

ଆଜି ବି ଚାଲିଛି ନବ ଦାସଙ୍କ ଘରେ ଆଇଟି ରେଡ୍‌

ଝାରସୁଗୁଡ଼ା,୨୧ା୬: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ ଆଜି ବି ଆଇଟି ରେଡ୍‌ ଜାରି ରହିଛି। ଆଜକୁ ୩ ଦିନ ହେବ ହେବ ଆୟକର ବିଭାଗ ପକ୍ଷରୁ ଏହି ଚଢ଼ାଉ ଚାଲିଛି। ସମ୍ବଲପୁରର ମୁଦିପଡ଼ା ଘର ସମେତ ୪ଟି ସ୍ଥାନରେ ରେଡ୍‌…

ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ୨ ଜୀବନ: ପିକ୍‌ଅପ୍‌ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

ଝାରସୁଗୁଡ଼ା,୨୯।୫: ଝାରସୁଗୁଡ଼ା ଜିଲା ଝାରସୁଗୁଡ଼ା-ସମ୍ବଲପୁର ରାସ୍ତାର ସାରସମାଲ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥତି ସୃଷ୍ଟି ହୋଇଥିବା ବେଳେ ଉତ୍ତ୍ୟକ୍ତ ଲୋକେ ଦୁର୍ଘଟଣା ଘଟାଇଥିବା…

ଯବାନଙ୍କ ପ୍ରସୂତି ସ୍ତ୍ରୀଙ୍କୁ ଭିମ୍‌ସାରରେ ମିଳିଲାନି ରକ୍ତ

ସମ୍ବଲପୁର/ଝାରସୁଗୁଡ଼ା,୧୨ା୫(ପ୍ରମୋଦ ବହିଦାର/ଆଶିଷ ରଞ୍ଜନ ଦାଶ):ଦେଶ ମାତୃକାର ସୁରକ୍ଷାରେ ନିୟୋଜିତ ବୁର୍ଲା ଭିମ୍‌ସାରରେ ଚିକିତ୍ସାଧୀନ ଜଣେ ଯବାନଙ୍କ ସ୍ତ୍ରୀଙ୍କୁ ଆବଶ୍ୟକ ରକ୍ତ ମିଳି ପାରିଲାନି। ଡାକ୍ତରଙ୍କ ପରାମର୍ଶକ୍ରମେ ପ୍ରସୂତିଙ୍କୁ ଶନିବାର ‘ଓ’ ପଜିଟିଭ୍‌ ବର୍ଗର ରକ୍ତ ଆବଶ୍ୟକ ହୋଇଥିଲା। ମାତ୍ର ଭିମ୍‌ସାର ରକ୍ତଭଣ୍ଡାରରେ…

୧୦ରୁ ହକି ପ୍ରତିଯୋଗିତା

ଝାରସୁଗୁଡ଼ା,୨ା୫(ଆଶିଷ ରଞ୍ଜନ ଦାଶ)- ଝାରସୁଗୁଡ଼ା ଜିଲା ହକି ସଂଘ ପକ୍ଷରୁ ଆସନ୍ତା ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ଆନ୍ତଃ କ୍ଲବ୍‌ ଓ ବିଦ୍ୟାଳୟସ୍ତରୀୟ ଜୁନିଅର ବାଳକ ବିଭାଗ ହକି ପ୍ରତିଯୋଗିତା ଏଚ୍‌. କଟାପାଲିସ୍ଥିତ ଝାରସୁଗୁଡା ହକି ଷ୍ଟାଡିୟମରେ ଅନୁଷ୍ଠିତ ହେବ। ମ୍ୟାଚ୍‌…

ଝାରସୁଗୁଡ଼ାରେ ପଶ୍ଚିମବଙ୍ଗର STF ଟିମ୍‌

ଝାରସୁଗୁଡ଼ା,୨୧।୪: ଝାରସୁଗୁଡ଼ାରେ ପଶ୍ଚିମବଙ୍ଗର ଏକ STF ଟିମ୍‌ ପହଞ୍ଚି ତନାଘନା ଆରମ୍ଭ କରିଛି। ମୁର୍ଶିଦାବାଦ ଦଙ୍ଗା ଘଟଣାରେ STF ଟିମ୍‌ ଏହି ଛାନଭିନ୍‌ କରୁଥିବା ସୂଚନା ମିଳିଛି। ୧୫ରୁ ଊଦ୍ଧର୍‌ବ ବ୍ୟକ୍ତିଙ୍କୁ ବନହରପାଲି ଥାନାରେ ଅଟକ ରଖି ପଚରାଉଚରା କରାଯାଉଥିବା ଜଣାପଡିଛି।…

ପାଣି ପାଇଁ ଛଟପଟ ଗ୍ରାମବାସୀ

ଝାରସୁଗୁଡ଼ା,୧୫।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ସଦର ବ୍ଲକ ଅଧୀନ କୁ. କଣ୍ଟାପାଲି ଗ୍ରାମରେ ଥିବା ଜଳ ଯୋଗାଣ ବିଭାଗ ଟ୍ରାନ୍ସଫର୍ମର ଗତ ବୁଧବାର ରାତିଠାରୁ ଚୋରି ହୋଇଯାଇଛି। କିନ୍ତୁ ଆଜିକୁ ୭ ଦିନ ବିତିଯାଇଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ ଜଳ…

ଝାରସୁଗୁଡ଼ାରେ ୨ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଝାରସୁଗୁଡ଼ା,୧୨ା୪: ଝାରସୁଗୁଡ଼ାରେ ୨ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର ହୋଇଛି। ଏହି ଦୁଇ ଅଭିଯୁକ୍ତ ହେଲେ ଶେଖ୍‌ ଆସିଫ୍‌ ଏବଂ ଅଭିଷେକ ବାରିକ୍‌। ଉଭୟଙ୍କୁ ବେଲପାହାଡ଼- ଝାରସୁଗୁଡ଼ା ରାସ୍ତାରେ ଏନ୍‌କାଉଣ୍ଟର କରାଯାଇଥିବା ସୂଚନା ମିଳିଛି। ଏନେ ସୂଚନା ଦେଇଛନ୍ତ ଉତ୍ତରାଞ୍ଚଳ ଆଇଜି ଏବଂ ଝାରସୁଗୁଡ଼ା…

ମହାନଦୀକୁ ପ୍ରଦୂଷିତ କରୁଛି ଆଶ୍‌ପଣ୍ଡରୁ ନିର୍ଗତ ପାଉଁଶ ପାଣି

ଲଖନପୁର,୧୨।୪(ଗୌତମ ସାହୁ): ପଡ଼ୋଶୀ ଛତିଶଗଡ଼ରେ ସ୍ଥାପିତ ଅନେକ କଳକାରଖାନା ବିଭିନ୍ନ ଉପାୟରେ ମହାନଦୀକୁ ପ୍ରଦୂଷିତ କରୁଛି। ଏହି ପରିପ୍ରେକ୍ଷୀରେ ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ ଜିରୋ ପଏଣ୍ଟରେ ସ୍ଥାପିତ ହୋଇଛି ପଡ଼ୋଶୀ ଛତିଶଗଡ଼ ରାଇଗଡ଼ ଜିଲା ଏନ୍‌ଟିପିସି। ଏନ୍‌ଟିପିସି ଲରା…

୭ବର୍ଷ ପରେ ଗୋଟିଏ ବି ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇନି

ଝାରସୁଗୁଡ଼ା,୭।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଘରକୁ ଘର ପାନୀୟ ଜଳ ଯୋଗାଣ ପାଇଁ ୫୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ହୋଇଛି, ହେଲେ ବି ଫଳ ଶୂନ। ନା ଶେଷ ହେଉଛି ପ୍ରକଳ୍ପ, ନା ମିଳୁଛି ସ୍ବଚ୍ଛ ପାଣି। ପାନୀୟ…

ଶୁଖିଲା ପଡ଼ିଛି ତେଲେନ ନଦୀ

କୋଲାବିରା,୪।୪(ଚିନ୍ମୟ କୁମାର ବହିଦାର): ଝାରସୁଗୁଡ଼ା ଜିଲା କୋଲାବିରା ଅଞ୍ଚଳରେ ଅନେକ ଜଳାଶୟ ଏବଂ ନଈନାଳର ପାଣି ଏବର୍ଷ ଯଥେଷ୍ଟ ଆଗରୁ ଶୁଖିଗଲାଣି। ପୂର୍ବ ବର୍ଷ ଏପ୍ରିଲରେ ଯେଉଁ ସ୍ଥିତି ଥିଲା, ଏବର୍ଷ ଜାନୁଆରୀ ପରଠାରୁ ତାହା ଦେଖାଗଲାଣି। ଗ୍ରୀଷ୍ମ ଆରମ୍ଭ ହେଉଣୁ…

ପୂରଣ ହେଉନି ଟ୍ୟାପ୍‌ରେ ପାଣି ପାଇବା ସ୍ବପ୍ନ

ଝାରସୁଗୁଡ଼ା,୨୮।୩(ଆଶିଷ ରଞ୍ଜନ ଦାଶ): ପ୍ରତ୍ୟେକ ପରିବାର ନିକଟରେ ୨୦୨୪ ଶେଷ ସୁଦ୍ଧା ଟ୍ୟାପ ଯୋଗେ ବିଶୁଦ୍ଧ ପିଇବା ପାଣି ପହଞ୍ଚାଇବା ପାଇଁ ସରକାର ଘୋଷଣା କରିଥିଲେ। ଏଥିପାଇଁ ସରକାର ଝାରସୁଗୁଡ଼ା ସହରର ସମସ୍ତ ୱାର୍ଡ ତଥା ବିଭିନ୍ନ ଗ୍ରାମାଞ୍ଚଳରେ ଜଳ ଯୋଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?