ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…
ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର କାରବାର ଚାଲିଛି, କିନ୍ତୁ ଅନ୍ୟପଟେ ପାହାଡ଼ ତଳେ ଥିବା ଗାଁଗୁଡ଼ିକରେ ବସବାସ କରୁଥିବା…
କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା
କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ କେତେବେଳେ ବର୍ଷା ଛାଡି ଯାଉଛି ।ଲୋକେ ଘରୁ ବହାରକୁ ବାହାରିନପାରି ହନ୍ତସନ୍ତ ହେଉଥିବା…
କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍
ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି ସମୟରେ ଜିଲାରେ ୪୬୧ ମିମି ବର୍ଷା ହୋଇଥିବାବେଳେ ଭବାନୀପାଟଣା ବ୍ଳକରେ ସର୍ବାଧିକ ୬୨ମିମି…
୨ ସୁଯୋଗ୍ୟ ସନ୍ତାନ ସରସ୍ବତୀ-ଜିତେନ୍ଦ୍ର ସମ୍ବର୍ଦ୍ଧିତ: ଅଞ୍ଚଳ ପାଇଁ ଆଣିଲେ ଗୌରବ
କର୍ଲାମୁଣ୍ଡା,୨୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୌରକେଲା ଗ୍ରାମର ଶ୍ରୀରାମ ମଣ୍ଡପ ପରିସରରେ ମା’ ସୁନାମୁଖୀ ଯୁବ ସଂଗଠନ, ପୌରକେଲା ପକ୍ଷରୁ ମଙ୍ଗଳବାର ଏକ ବିଶିଷ୍ଟ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଗ୍ରାମର ଦୁଇ ପ୍ରତିଭାବାନ…
ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି
କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବର୍ତ୍ତମାନ ୧୬୯ ଜଣ ଛାତ୍ରୀଛାତ୍ର ବିଦ୍ୟାଳୟ ବାରଣ୍ଡା, ସଭାମଣ୍ଡପ…
‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍
ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା ପ୍ରଶାସନର କଡ଼ା ନିର୍ଦ୍ଦେଶକ୍ରମେ କଳାହାଣ୍ଡି ଜିଲା ଶ୍ରମ ବିଭାଗ, ଆରଟିଓ (RTO) ଏବଂ…
କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…
ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି ସହ ଅବିଶ୍ରାନ୍ତ ବର୍ଷା ହେବା ଫଳରେ ଜିଲାରେ ଜନଜୀବନ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇପଡ଼ିଛି।…
ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା
ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭ ବର୍ଷ ବୟସରେ ପରଲୋକ ହୋଇଯାଇଛି। ମଙ୍ଗଳବାର ପ୍ରତ୍ୟୁଷରେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ…
ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…
ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି I ମୃତ ନାବାଳିକା ଜଣକ ସିନ୍ଧିପଦର ଗ୍ରାମର ଅରକ୍ଷିତ ହରିଜନଙ୍କ ଝିଅ ନିହାରିକା…
ପୋଲିସ ଯାଞ୍ଚ୍ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି
ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ ହୋଇଛି। ମ.ରାମପୁର ଥାନାରେ ନୂତନ ଭାବେ ଯୋଗଦେଇଥିବା ବିଜୟ କୁମାର ବେନିଆ ନାମକ…
ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…
ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନାହିଁ । ଏଭଳି ଏକ ସଙ୍ଗୀନ ଦୃଶ୍ୟ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା…
ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….
ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି । ନିଜ ମା’ ମାଟି ଓ ମାଳିର ସୁରକ୍ଷା ପାଇଁ ସମସ୍ତେ ସଜାଗ…

