କଳାହାଣ୍ଡି

କୋଭିଡ ହସ୍ପିଟାଲ ପାଇଖାନାରୁ ମିଳିଲା ରୋଗୀଙ୍କ ମୃତଦେହ

ଭବାନୀପାଟଣା,୧।୫: କଳାହାଣ୍ଡି ଜିଲା କାମଠଣା କୋଭିଡ୍‌ ହସ୍ପିଟାଲରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ହସ୍ପିଟାଲ ପାଇଖାନା ଭିତରେ ଜଣେ କୋଭିଡ୍‌ ଆକ୍ରାନ୍ତ ବୃଦ୍ଧଙ୍କ ମୃତ୍ୟୁ ଘଟିଛି।…

3 years ago

ମେ’ ୨ ଯାଏ ବନ୍ଦ ରହିବ ବଜାର

ଭବାନୀପାଟଣା,୨୬।୪ କଳାହାଣ୍ଡି ବଣିକ ସଂଘ ପକ୍ଷରୁ ଆସନ୍ତା ୨୮ ରୁ ମେ’ ୨ ତାରିଖ ପର୍ଯ୍ୟନ୍ତ ଭବାନୀପାଟଣା ସହରାଞ୍ଚଳର ସମସ୍ତ ଦୋକାନ ବଜାର ସମ୍ପୂର୍ଣ୍ଣ ବନ୍ଦ କରିବାକୁ…

3 years ago

ଖାଲିପଡ଼ିଛି ଡାକ୍ତର ପଦବୀ, ରୋଗୀସେବା ବିପର୍ଯ୍ୟସ୍ତ

କର୍ଲାମୁଣ୍ଡା,୨୫।୪(ଡି.ଏନ୍‌.ଏ.): ସାଧାରଣ ଲୋକଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇବା ଉଦ୍ଦେଶ୍ୟରେ ସରକାର ଡାକ୍ତରଖାନା ଖୋଲିଛନ୍ତି। ହେଲେ ଆବଶ୍ୟକ ଡାକ୍ତର ନିଯୁକ୍ତି ହୋଇ ନ ଥିବାରୁ ରୋଗୀସେବା ବ୍ୟାହତ ହୋଇଛି।…

3 years ago

ଯବାନଙ୍କ ଗୁଳିରେ ମହିଳା ମାଓବାଦୀ ମୃତ

ଭବାନୀପାଟଣା/ଫୁଲବାଣୀ,୨୩।୪: କନ୍ଧମାଳ-କଳାହାଣ୍ଡି ସୀମାନ୍ତ ଲୁବେନଗଡ଼ ଅଞ୍ଚଳରେ ଶୁକ୍ରବାର ଯବାନ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଯବାନଙ୍କ ଗୁଳିରେ ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମିଳିଥିବା ସୂଚନା…

3 years ago

ଭିଜିଲାନ୍ସ ଜାଲରେ କର୍ଲାମୁଣ୍ଡା ଆର୍‌ଆଇ

କର୍ଲାମୁଣ୍ଡା,୨୩।୪(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆର୍‌ଆଇ ରମେଶ ବରାଳ। ଏକ ଡିମାରକେଶନ ରିପୋର୍ଟ ପାଇଁ ଜନୈକ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ସେ…

3 years ago

ରେସିଂ କାର ତିଆରି କଲେ ଓଡ଼ିଆ ଇଞ୍ଜିନିୟରିଂ ଛାତ୍ର

ଭବାନୀପାଟଣା,୨୧।୪: କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ସରକାରୀ ଇଞ୍ଜିିନିୟରିଂ କଲେଜର ମେକାନିକାଲ ଓ ଇଲେକ୍ଟ୍ରିକାଲ ଛାତ୍ରମାନେ ନିଜ ପ୍ରଚେଷ୍ଟାରେ ଏକ ହାତ ତିଆରି ଦ୍ରୁତଗାମୀ କାର ନିର୍ମାଣ କରିଛନ୍ତି।…

3 years ago

ଓଏପିଏଫ୍‌ ଯବାନଙ୍କୁ ମାଡ଼ମାରିଲେ ପୋଲିସ ସର୍ଜେଣ୍ଟ, ସହଯୋଗୀ

ଭବାନୀପାଟଣା, ୨୧।୪ (ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ପୋଲିସ ରିଜର୍ଭ କାର୍ଯ୍ୟାଳୟରେ ସୋମବାର ରାତିରେ ତୁମୁଳକାଣ୍ଡ ଘଟିଛି। ରିଜର୍ଭ ଅଫିସରେ ମୁତୟନ ଓଏପିଏଫ୍‌ ଯବାନ ଓ ସର୍ଜେଣ୍ଟଙ୍କ…

3 years ago

ବନ୍ଧା ପଡ଼ିଥିବା ସୁନା ଆଣିବାକୁ କହିବାରୁ ସ୍ତ୍ରୀଙ୍କ ଦେହରେ ନିଆଁ ଲଗାଇ ଦେଲେ ସ୍ବାମୀ

କୋକସରା ୧୮।୪: ବନ୍ଧା ପଡିଥିବା ସୁନା ଅଳଙ୍କାର ମୁକୁଳାଇବାକୁ ନେଇ ସ୍ବାମୀ ସ୍ତ୍ରୀଙ୍କ ଝଗଡ଼ା ଚରମସୀମାରେ ପହଞ୍ଚିଛି। ରାଗ ସମ୍ଭାଳି ନ ପାରି ସ୍ବାମୀ କିରୋସିନ ଢାଳି…

3 years ago

ଜୁନାଗଡରେ ଶଟ୍‌ଡାଉନର ପ୍ରଭାବ: ରାସ୍ତାଘାଟ ଖାଁ ଖାଁ

ଜୁନାଗଡ,୧୭।୪(ଡି.ଏନ୍‌.ଏ.): ମହମାରୀ କରୋନା ସଂକ୍ରମଣ ଦିନକୁ ଦିନକୁ ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ଛତିଶଗଡ଼ ସୀମାବର୍ତ୍ତୀ ୧୦ଟି ଜିଲାର ସହରାଞ୍ଚଳରେ ସପ୍ତାହର ଶନିବାର ଓ ରବିବାର ଶଟ୍‌ଡାଉନ…

3 years ago

କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଧାରଣା

କେସିଙ୍ଗା,୧୬।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ଛାତ୍ରୀଛାତ୍ର ଧାରଣା ଦେଇଛନ୍ତି। ମହାବିଦ୍ୟାଳୟର + ୩ ତୃତୀୟ ସେମିଷ୍ଟାରର ଛାତ୍ରୀଛାତ୍ର ମାନେ ଏକ ଶାନ୍ତିପୂଣ୍ଣ ର୍‌…

3 years ago