କଳାହାଣ୍ଡି

ସମସ୍ୟା ଘେରରେ ରେଳ ଷ୍ଟେଶନ:ଜିଏମଙ୍କୁ ଦାବିପତ୍ର ଦେବା ପାଇଁ ଚାଲିଛି ପ୍ରସ୍ତୁତି

କେସିଙ୍ଗା,୪।୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା ରେଳ ଯାତ୍ରୀ ସଂଘର ମାସିକ ବୈଠକ ସଭାପତି ସୁଭାଷ ଜୈନଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ୟଙ୍ଗ ବ୍ଲଡ ପବ୍ଲିକ ସ୍କୁଲ ପରିସରରେ ଅନୁଷ୍ଠିତ…

1 year ago

ଦନ୍ତା ହାତୀ ଆକ୍ରମଣରେ ୫ବର୍ଷର ନାବାଳକ ଶିଶୁ ମୃତ , ବଡଭାଇ ଗୁରୁତର

ଲାଞ୍ଜିଗଡ଼,୩।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ତ୍ରିଲୋଚନପୁର ପଞ୍ଚାୟତର ହରଡ଼ାପଦର ଗ୍ରାମରେ ସୋମବାର ସକାଳେ ଦନ୍ତା ହାତୀ ଆକ୍ରମଣରେ ୫ ବର୍ଷୀୟ ନାବାଳକ…

1 year ago

ପୁଣି ଦୁର୍ଗମ ଅଞ୍ଚଳରୁ ଆସିଲା ଦାଦନ ଦୁଃଖ: ଝିଅର ଉଚ୍ଛ ଶିକ୍ଷା ଲାଗି  ଟଙ୍କା ପାଇଁ ଯାଇଥିଲେ ହେଲେ ଫେରିଲା…

ଥୁଆମୂଳ ରାମପୁର,୩।୧୧(ଦୁର୍ଗା କୀର୍ତ୍ତି): ରାଜ୍ୟ ତଥା କଳାହାଣ୍ଡି ଜିଲାରେ ଦାଦନ ଶ୍ରମିକ ସମସ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

1 year ago

କଳାହାଣ୍ଡି ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଆରମ୍ଭ

କର୍ଲାମୁଣ୍ଡା;୨।୧୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ରବିବାର କଳାହାଣ୍ଡି ଜିଲାସ୍ତରୀୟ ଦୌଡକୁଦ ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି। ଜିଲା…

1 year ago

ଲୋକଙ୍କ ଜୀବନ ସହ ଖେଳୁଛି ବେଦାନ୍ତ ଆଲୁମିନା

ଭବାନୀପାଟଣା,୨ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରେ ବେଦାନ୍ତ ଆଲୁମିନା କମ୍ପାନୀ ପ୍ରତିଷ୍ଠା ସମୟରେ ସ୍ଥାନୀୟ ଲୋକଙ୍କୁ ବହୁତ ଆଶା ଦେଖାଇଥିଲା। ଏପରି କି ପ୍ରଦୂଷଣମୁକ୍ତ ଅଞ୍ଚଳ…

1 year ago

କଳାହାଣ୍ଡି ଜିଲା ଗଠନ ସମାରୋହରେ କଳା ପ୍ରଦର୍ଶନ କଲେ କୃତିତ୍ୱ

କେସିଙ୍ଗା,୧।୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକସ୍ତରୀୟ ୭୬ତମ କଳାହାଣ୍ଡି ଜିଲା ଗଠନ ପ୍ରତିଷ୍ଠା ସମାରୋହ-୨୦୨୫ ବିଡ଼ିଓ ଜନ୍ମେଜୟ ସ୍ବାଇଁଙ୍କ ନେତୃତ୍ୱରେ ପଞ୍ଚାୟତ…

1 year ago

ଖରିଫ ଧାନ ମଣ୍ଡି ପରିଚାଳନା ନେଇ ପ୍ରସ୍ତୁତି

କର୍ଲାମୁଣ୍ଡା,୧ା୧୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ଆଦର୍ଶ ପ୍ରାଥମିକ କୃଷି ସମବାୟ ସମିତି ସଭା ଗୃହଠାରେ ଶନିବାର ଚଳିତ ବର୍ଷ ଖରିଫ ଋତୁରେ…

1 year ago

ଅସ୍ବାସ୍ଥ୍ୟକର ପରିବେଶ ମଧ୍ୟରେ ଚାଲିଛି ପାଠପଢ଼ା, ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି ଛାତ୍ରୀଛାତ୍ର

ରିଷିଡା,୩୧।୧୦(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟ ଅନାବନା ଗଛ ଘାସ ଘେରରେ ରହିଛି। ଏହି ସମସ୍ୟା ପ୍ରତିବର୍ଷ…

1 year ago

ସାମାଜିକ ବାସନ୍ଦରୁ ମୃତଦେହକୁ ଛୁଇଁଲେନି କେହି! ୮ ଘଣ୍ଟା ପରେ ୩ ଯୁବତୀଙ୍କ କାନ୍ଧରେ ବୁହାହେଲା ଶବ

ଲାଞ୍ଜିଗଡ,୩୦।୧୦(ରମେଶ ଚନ୍ଦ୍ର ନାୟକ): ସାମାଜିକ ବାସନ୍ଦ କାରଣରୁ ମୃତଦେହକୁ ବି ଅନାଇଲେନି। ଏଭଳି ଏକ କରୁଣ ଚିତ୍ର ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ…

1 year ago

କଳାହାଣ୍ଡି-ବଲାଙ୍ଗୀରକୁ ସଂଯୋଗ କରୁଥିବା ରାସ୍ତା ଶୋଚନୀୟ

ମଦନପୁର,୩୦ା୧୦(ଜଗଦୀଶ ପ୍ରସାଦ ରଣା): କଳାହାଣ୍ଡି ଜିଲାର ମଦନପୁର ରାମପୁର ବ୍ଲକ ଅନ୍ତର୍ଗତ ଗୋଛାଡେଙ୍ଗେନ ପଞ୍ଚାୟତ ଅଧୀନ ବେନାଗୁଡ଼ାରୁ କର୍ଳାକୁବୁଲି ଦେଇ ବଲାଙ୍ଗୀର ଜିଲାର ଗୁଡଭେଲା ବ୍ଲକର ଘୁନା…

1 year ago