କଳାହାଣ୍ଡି

ବର୍ଷାରେ ଭାଙ୍ଗିଲା ଘର: ପଲିଥିନ ତଳେ ପରିବାର

କୋକସରା,୨୬ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ଖୁଣ୍ଟିଆ ଗ୍ରାମରେ ପାଞ୍ଚପ୍ରାଣୀ କୁଟୁମ୍ବ ସହ ରହନ୍ତି ଧନସାଏ ଧରୁଆ। ଝାଟିମାଟି ଘରେ…

1 year ago

୪ ମଣ୍ଡିରେ ଶୀତ-ବର୍ଷାରେ ପଡ଼ିଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ, ଚାଷୀଙ୍କ ନିଦ ହଜିଛି

କେସିଙ୍ଗା,୨୬ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଚଳିତବର୍ଷ ଭଲ ଧାନ ଫସଲ ହୋଇଥିବା ବେଳେ ଫସଲ ପାକଳ ହେବା ବେଳକୁ ବର୍ଷାର ଅଭାବ ଯୋଗୁ…

1 year ago

ଭିଜିଲା ଧାନ, ଚିନ୍ତାରେ ଚାଷୀ

ଭବାନୀପାଟଣା/କୋକସରା/କର୍ଲାମୁଣ୍ଡା/ରୁପ୍ରାରୋଡ, ୨୬।୧୨(ଉତ୍ତମ କୁମାର ଦାଶ/ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ପ୍ରଦୀପ କୁମାର ସାହୁ/ ସଞ୍ଜିବ ଦାସ):କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ମଙ୍ଗଳବାର ସନ୍ଧ୍ୟାଠାରୁ ଲାଗି ରହିଛି ଲଘୁଚାପ ବର୍ଷା। ଯାହାର…

1 year ago

୪୭୭ ଜଣ ମାଡି ବସିଛନ୍ତି ୩୯ ଏକର ସରକାରୀ ଜମି

ଭବାନୀପାଟଣା, ୨୬।୧୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ ସହରରେ ଦିନକୁ ଦିନ ଜବର ଦାଖଲକାରୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ସରକାରୀ ଜାଗାକୁ ଜବରଦଖଲକାରୀମାନେ ମାଡି ବସିଥିବାରୁ…

1 year ago

ଲାଗି ରହିଛି ଲଘୁଚାପଜନିତ ଲଗାଣ ବର୍ଷା: ବିଲ ଓ ମଣ୍ଡିରେ ଭିଜିଲା ଧାନ

କୋକସରା,୨୫।୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାରେ ଲଘୁଚାପଜନିତ ବର୍ଷା ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଲାଗି ରହିଛି। ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ସକାଳ ପର୍ଯ୍ୟନ୍ତ…

1 year ago

ପରଲୋକରେ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ ଶତପଥୀ

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସଞ୍ଜୟ ଶତପଥୀଙ୍କ ବୁଧବାର ସକାଳ ୮ଟାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ…

1 year ago

ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବି

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭାରେ ବାବା ସାହେବ ଡ଼. ଆମ୍ବେଡ଼କରଙ୍କ ପ୍ରତି କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦୃଢ଼ ନିନ୍ଦା…

1 year ago

ଦାଉ ସାଧୁଛି ଅଦିନିଆ ବର୍ଷା: ଖୋଲା ଆକାଶ ତଳେ ଭିଜୁଛି ଧାନ

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କାରଣରୁ ଗତ ୨ଦିନ ହେଲା କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ହେଉଛି।…

1 year ago

କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ଲୋଗୋ ଉନ୍ମୋଚନ, ପଞ୍ଚାୟତ ସ୍ତରୀୟ ଉତ୍ସବର ଶୁଭ ଉଦଘାଟନ

କେସିଙ୍ଗା, ୨୪ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କୁଣ୍ଡାବନ୍ଧ ଗ୍ରାମ ପଞ୍ଚାୟତର ଯୋଗମାୟା ପୀଠ ପରିସରରେ କେସିଙ୍ଗା ଗୋଷ୍ଠୀ ଅଧିକାରୀ ପଦ୍ମନାଭ ପୁରୋହିତଙ୍କ ନେତୃତ୍ବରେ…

1 year ago

କୋହଲା ପାଗ କପା ଚାଷୀ ପାଇଁ କାଳ

ଭବାନୀପାଟଣା, ୨୪ା୧୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି କପାର ବିଶେଷତ୍ୱ ହେଲା ଏହା ଦୀର୍ଘ, ତନ୍ତୁଜାତୀୟ ଓ ଶକ୍ତ। ବର୍ତ୍ତମାନ ଖରାପ ପାଗ ସାଙ୍ଗକୁ ଝିପିଝିପି ବର୍ଷା ଚାଷୀଙ୍କୁ…

1 year ago