କଳାହାଣ୍ଡି

ମନ୍ଥର ଗତିରେ ଚାଲିଛି ପୋଲ କାର୍ଯ୍ୟ, ଦେଶୀଡଙ୍ଗାରେ ନଦୀ ପାର ହେଉଛନ୍ତି ଲୋକେ

ଭବାନୀପାଟଣା,୨୧।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ବଡ଼ଚେରଗାଁ ଅଞ୍ଚଳର ଲୋକେ ଆଜି ବି ଦୈନନ୍ଦିନ କାର୍ଯ୍ୟ ପାଇଁ ଦେଶୀଡଙ୍ଗା ଉପରେ ଭରସା କରୁଛନ୍ତି। ଏହି ଅଞ୍ଚଳର ବଡ଼ଚେରଗାଁ,…

4 years ago

ଶିଳ୍ପ ବିକାଶ ଚିନ୍ତା

ଦିନ ଥିଲା କଳାହାଣ୍ଡି ଏକ ଶିଳ୍ପସମୃଦ୍ଧ ଜିଲା ଭାବେ ପରିଚିତ ଥିଲା। ହେଲେ ବିଭିନ୍ନ କାରଣରୁ ଗୋଟିଏ ପରେ ଗୋଟିଏ ଶିଳ୍ପ ବନ୍ଦ ହୋଇଗଲା। ଜୁନାଗଡ଼ ନିକଟସ୍ଥ…

4 years ago

ନକଲି ପ୍ରଶ୍ନପତ୍ର ଭାଇରାଲ

କଟକ ଅଫିସ/ଭୁବନେଶ୍ୱର(ବ୍ୟୁରୋ)/ ଧର୍ମଗଡ଼,୨୦ା୨(ଡି.ଏନ.ଏ.): ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ସାରା ରାଜ୍ୟରେ ବୁଧବାରଠାରୁ ଆରମ୍ଭ ହୋଇଯାଇଛି ମାଟ୍ରିକ ପରୀକ୍ଷା। ହେଲେ ଆରମ୍ଭ ଦିନରେ ନକଲି ଓଡ଼ିଆ ପ୍ରଶ୍ନପତ୍ର…

4 years ago

ଅଭିଶାପ ପାଲଟିଛେ ଜୀବନ୍‌: ଭିଖ୍‌ ମାଗି ପେଟ୍‌ ପାଲୁଛନ୍‌ ତିନ୍‌ ଦିବ୍ୟାଙ୍ଗ ଭାଇ

ପର୍ଲା, ୨୦।୨ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଅଧୀନ ଜୟନ୍ତପୁର ପଁଚେତ୍‌ ବାରିକପଡ଼ା ଗାଁର ସ୍ବର୍ଗତ ମା’ବାପ୍‌ ଦିଆଲୁ ଦୁର୍ଗା ଆର କେନ୍ଦୁବୁଢ଼ୀକଁର…

4 years ago

କାର୍ଯ୍ୟରେ ଯୋଗଦେଲେ କଲମପୁର ଗୋଷ୍ଠୀ ଶିକ୍ଷାଧିକାରୀ

ଭବାନୀପାଟଣା,୧୯।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ଗୋଷ୍ଠୀ ଶିକ୍ଷାଧିକାରୀ ଭାବେ ଜୁନାଗ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ତପିମଣି ଜାନୀ କାର୍ଯ୍ୟରେ ଯୋଗ ଦେଇଛନ୍ତି । ତେବେ ପୂର୍ବରୁ…

4 years ago

ବିଭିନ୍ନ ସମସ୍ୟା ସମାଧାନ ଲାଗି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୧୯।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଅଧୀନ ମେଦିନୀପୁର ପଞ୍ଚାୟତର ବିଭିନ୍ନ ସମସ୍ୟାର ସମାଧାନ ଲାଗି ଗ୍ରାମବାସୀ ଜିଲାପାଳଙ୍କୁ ସାକ୍ଷାତ କରିଛନ୍ତି। ବିଦ୍ୟୁତ୍‌ ସମସ୍ୟା ଦୂର, ପ୍ରଧାନମନ୍ତ୍ରୀ…

4 years ago

ଫାର୍ମହାଉସରେ ବନବିଭାଗର ଚଢାଉ: ଲକ୍ଷାଧିକ ଟଙ୍କାର ଶାଗୁଆନ କାଠ ଜବତ

ଭବାନୀପାଟଣା,୧୯।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମ.ରାମପୁର ରେଞ୍ଜ ବୁରାଟ ଗାଁରେ ଏକ ଫାର୍ମହାଉସ୍‌ ଭିତରୁ ଲକ୍ଷାଧିକ ଟଙ୍କାର ଶାଗୁଆନ କାଠ ବନ ବିଭାଗ ଜବତ କରିଛି। ଏହି ଘଟଣାରେ…

4 years ago

ଆରମ୍ଭରୁ ମାତୃଭାଷା ଓଡ଼ିଆ ପ୍ରଶ୍ନପତ୍ର ଭାଇରାଲ, ମନ୍ତ୍ରୀ କହିଲେ ତଦନ୍ତ ପରେ ହେବ କାର୍ଯ୍ୟାନୁଷ୍ଠାନ

ଧର୍ମଗଡ଼,୧୯।୨(ଡି.ଏନ୍‌.ଏ.): ବୁଧବାର ମାଟ୍ରିକ ପରୀକ୍ଷାର ପ୍ରଥମ ଦିନ। ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହୋଇଥିବା ବେଳେ ଏହାର ଘଣ୍ଟାଏ ନ ପୂରୁଣୁ କଳାହାଣ୍ଡି ଜିଲା ଧର୍ମଗଡ଼ ଅଞ୍ଚଳରେ…

4 years ago

କଳାହାଣ୍ଡି : ୧୦୩ କେନ୍ଦ୍ରରେ ପରୀକ୍ଷା ଦେବେ ୨୧,୧୬୫ ଛାତ୍ରୀଛାତ୍ର

ଭବାନୀପାଟଣା,୧୮।୨(ଡି.ଏନ୍‌.ଏ.): ଚଳିତ ବର୍ଷ କଳାହାଣ୍ଡି ଜିଲାର ୩୩୬ଟି ହାଇସ୍କୁଲର ୨୧ ହଜାର ୧୬୫ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷା ଦେବେ। ଏଥି ନିମନ୍ତେ ଜିଲାରେ ୧୦୩ଟି ପରୀକ୍ଷା କେନ୍ଦ୍ର…

4 years ago

କର୍ଲାମୁଣ୍ଡା ବ୍ଲକ: ୬ କେନ୍ଦ୍ରରେ ମାଟ୍ରିକ୍‌ ପରୀକ୍ଷା ଦେବେ ୧୨୪୧ ଛାତ୍ରୀଛାତ୍ର

କର୍ଲାମୁଣ୍ଡା,୧୮।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୩ଟି ହାଇସ୍କୁଲରୁ ୧୨୪୧ ଛାତ୍ରୀଛାତ୍ର ୬ ପରୀକ୍ଷା କେନ୍ଦ୍ରରେ ମାଟ୍ରିକ୍‌ ପରୀକ୍ଷା ଦେବେ। ତେବେ ରିଷିଡା ସରକାରୀ ବାପୁଜୀ ଉଚ୍ଚ…

4 years ago