କଳାହାଣ୍ଡି

ବ୍ଳକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ: ୪ ଗ୍ରାମପଞ୍ଚାୟତକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରୋତ୍ସାହନ ରାଶି ପ୍ରଦାନ

ଥୁଆମୂଳ ରାମପୁର,୨୪।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ- ୨୦୨୫ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭର୍ଚ୍ଚୁଆଲ ମୋଡ୍‌ରେ ଗୁରୁବାର…

1 year ago

ମୌଳିକ ସୁବିଧାରୁ ବଞ୍ଚିତ ବାର୍ଷିକୋଣା ଗାଁ: ପ୍ରଶାସନିକ ଦୃଷ୍ଟି ଆଢୁଆଳରେ ନିରୀହ ଗ୍ରାମବାସୀ

ଥୁଆମୂଳ ରାମପୁର,୨୪ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିନ୍ଧିପଦର ପଞ୍ଚାୟତ ଅଧିନସ୍ଥ ବାର୍ଷିକୋଣା ଗ୍ରାମବାସୀ ସ୍ବାଧୀନତାର ୭୮ ବର୍ଷ ପରେ ମଧ୍ୟ ମୌଳିକ…

1 year ago

ଜାତୀୟ ପଞ୍ଚାୟତ ରାଜ ଦିବସରେ ହିତାଧିକାରୀଙ୍କୁ ମିଳିଲା ନୂତନ ରାଶନ କାର୍ଡ

କର୍ଲାମୁଣ୍ଡା,୨୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଡ଼ିଓ ଦେବେନ୍ଦ୍ର ସାମଲ,…

1 year ago

କେସିଙ୍ଗାରେ ଜାତୀୟ ପଞ୍ଚାୟତିରାଜ ଦିବସ

କେସିଙ୍ଗା,୨୪ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରିସରରେ ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ବ୍ଲକ ପରିସରରେ ମଧ୍ୟରେ ଗୁରୁବାର ମହାସାମାରୋହ ପାଳିତ ହୋଇଯାଇଛି। ଏହି ଉତ୍ସବରେ…

1 year ago

୭ ଦିନରେ ଦାବି ପୂରଣ ନ ହେଲେ ଆନ୍ଦୋଳନରେ ବସିବି : ପିସିସି ସଭାପତି

ଥୁଆମୁଳ ରାମପୁର,୨୪।୪-(ଦୁର୍ଗା କୀର୍ତ୍ତି):- କଥା ଦେଇ କଥା ରଖୁନାହି ଉତ୍କଳ ଆଲୁମିନା କମ୍ପାନୀ l ଖଣି ପ୍ରଭାବିତ ଅଞ୍ଚଳର ବେକାର ଯୁବତୀଯୁବକଙ୍କୁ ସ୍ବାବଲମ୍ବୀ କରିବା ସହ ବିକାଶ…

1 year ago

ତପସ୍ବିନୀ ଟ୍ରେନ୍‌ ରହଣି ପାଇଁ ଡିଆରଏମ୍‌ଙ୍କ ନିକଟରେ ଦାବି

କେସିଙ୍ଗା,୨୪ା୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ରେଳ ଷ୍ଟେଶନରେ ୨ ମିନିଟ୍‌ ତାପସ୍ବିନୀ ଟ୍ରେନ୍‌ ରହଣି ସମେତ ବିଭିନ୍ନ ସମସ୍ୟା ଉପରେ ଡିଆର୍‌ଏମ୍‌ଙ୍କ…

1 year ago

ତଳାମପଦର ଅଞ୍ଚଳରେ କାଳବୈଶାଖୀ ପ୍ରଭାବ: ଉଡ଼ିଗଲା ଆଜବେଷ୍ଟସ୍‌

ଥୁଆମୂଳ ରାମପୁର,୨୩ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ତଳାମପଦର ପଞ୍ଚାୟତର ତଳାମପଦର ଓ ଚୁଲବାଡିରେ କାଳବୈଶାଖିର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁସାରେ  ହଠାତ୍‌…

1 year ago

ଯୁବକଙ୍କୁ ହତ୍ୟା ଘଟଣା: ଆଉ ଜଣେ ଗିରଫ

ଥୁଆମୂଳ ରାମପୁର,୨୩ା୪ (ଦୁର୍ଗା କୀର୍ତ୍ତି)- ଗତ ଜାନୁଆରୀ ୧୬ରେ ଥୁଆମୂଳ ରାମପୁର ଥାନା ପେଙ୍ଗଢୁସି ଗ୍ରାମଠାରେ ଜଣେ ଯୁବକଙ୍କ ହତ୍ୟା ଘଟଣାରେ ଆଉ ଜଣେ ଅଭିଯୁକ୍ତଙ୍କୁ ପୋଲିସ…

1 year ago

ଏମିତି ବି ଆସେ ମୃତ୍ୟୁ! ମା’ ବିଦ୍ୟୁତ ସଂସ୍ପର୍ଶରେ ଆସିବା ଦେଖି ଧାଇଁ ଯାଇଥିଲେ ପୁଅ, ଏକାଠି ଚାଲିଗଲା ଦୁହିଁଙ୍କ ଜୀବନ

ଭବାନୀପାଟଣା,୨୨।୪( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌.ରାମପୁର ଥାନା ଅନ୍ତର୍ଗତ ସାଇ ଦଲଙ୍ଗା ଗ୍ରାମ ପଞ୍ଚାୟତର ଟୁର୍ଚି (ଡଙ୍ଗର ପଡ଼ା)ରୁ ମଙ୍ଗଳବାର ସକାଳୁ ଏକ ଦୁଖଃଦ…

1 year ago

ନିର୍ମାଣ କାର୍ଯ୍ୟରେ ଅନିୟମିତତା: କାନ୍ଥ ତଡ଼ାରେ ସୂଚନା ଫଳକ ଥୋଇ ଭୁଲିଗଲେ ବ୍ଲକ ପ୍ରଶାସନ

ଥୁଆମୂଳ ରାମପୁର,୨୨।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ନୂତନ କୋଠା ନିର୍ମାଣ କାର୍ଯ୍ୟ ବିନା ସୂଚନା ଫଳକରେ ସରିବାକୁ ବସିଲାଣି…

1 year ago