କଳାହାଣ୍ଡି

୭ ବଛର ହେଲା ଇନ୍ଦିରା ଆବସ ତିଆରିବାର: ବକିଆ ବିଲ୍‌ ଲାଗି ହିତାଧିକାରୀ ହଟ୍‌ହଟା

ଭବାନୀପାଟଣା/ପର୍ଲା,୨୩।୮(ଡି.ଏନ୍‌.ଏ.): ବଛ୍‌ରେ ନେଇସେ ୭ ବଛର ହେଲା ପଁଚେତ୍‌ରୁ ବ୍ଲକ ତକ୍‌ ନରଦି ନରଦି ନିହାଲ ହେଇଗଲୁଁନ, ହେଲେ ଘରବନା ପଏସା ନେଇମିଲୁଛେ। ଇ ଦୁଖର କଥା…

5 years ago

ଜନନୀ ଯନ୍ତ୍ରଣା : ଷ୍ଟ୍ରେଚରରେ ୧୨ କି.ମି. ବୁହା ହେଲେ ଗର୍ଭବତୀ

ଭବାନୀପାଟଣା,୨୨।୮(ସ୍ବ.ପ୍ର.): ରାସ୍ତା ଓ ପୋଲ ନ ଥିବାରୁ ଜଙ୍ଗଲ ରାସ୍ତା ଦେଇ ନାଳ ପାର କରି ଜଣେ ଗର୍ଭବତୀଙ୍କୁ ୧୨ କି.ମି. ଷ୍ଟ୍ରେଚରରେ ବୋହି ଡାକ୍ତରଖାନା ନିଆଯାଇଥିଲା।…

5 years ago

ବନ୍ୟାରେ ୩୦୨ ହେକ୍ଟର ଚାଷଜମି ବାଲିଚର : ୧୨ଟି ପଞ୍ଚାୟତ ପ୍ରଭାବିତ

କର୍ଲାମୁଣ୍ଡା,୨୨।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଗତ ସପ୍ତାହରେ ପ୍ରବଳ ବର୍ଷାହେବା ଯୋଗୁ ବନ୍ୟା ପରିସ୍ଥିତି ଦେଖିବାକୁ ମିଳିଥିଲା। ଫଳରେ ବ୍ଲକର ୧୨ଟି ପଞ୍ଚାୟତର ଅଧିକାଂଶ ଗ୍ରାମ…

5 years ago

ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ; ଶତାଧିକ ଏକର ଚାଷ ଜମି ଜଳମଗ୍ନ

ଜୁନାଗଡ,୨୨।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ମୁଣ୍ଡରାଗୁଡା ପଞ୍ଚାୟତ ପଣ୍ଡରାପଲାରେ ବୁଧବାର ମଧ୍ୟାହ୍ନରେ ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ ସୃଷ୍ଟି ହୋଇଛି। ଏଥିଯୋଗୁ ଶତାଧିକ ଏକର…

5 years ago

ଝୁଲେନବର ପ୍ରାଥମିକ ବିଦ୍ୟାଳୟ ସ୍କୁଲକୁ ନିୟମିତ ଆସୁନାହାନ୍ତି ଶିକ୍ଷକ; ମଧ୍ୟାହ୍ନ ଭୋଜନ ପରେ ସ୍କୁଲ ଛୁଟି

କୋକସରା,୨୨।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଶିକ୍ଷା ବିଭାଗ ଅଧୀନ ଆମପାଣି କ୍ଳଷ୍ଟରର ବଣପାହାଡ଼ ଘେରା ଦୁର୍ଗମ ବରାଡ଼ଙ୍ଗା ପଞ୍ଚାୟତ ଝୁଲେନବର ପ୍ରାଥମିକ ବିଦ୍ୟାଳୟ। ଆଦିବାସୀ ବହୁଳ…

5 years ago

ବ୍ଲକସ୍ତରୀୟ ଶାରଦୀୟ କ୍ରୀଡ଼ା ଉତ୍ସବ ଉଦ୍‌ଯାପିତ

ରିଷିଡା,୨୧।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ଅଲାତରା ପଞ୍ଚସଖା ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ଶାରଦୀୟ କ୍ରୀଡ଼ା ଉତ୍ସବ ବୁଧବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ୧୫୧ଜଣ ପ୍ରତିଯୋଗୀ କବାଡି,…

5 years ago

କୃଷକ ଉତ୍ପାଦକ ଦଳ ଗଠନ ଉପରେ ତାଲିମ

କର୍ଲାମୁଣ୍ଡା,୨୧।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ବୁଢୀପଦରଠାରେ ଇଣ୍ଡୋଗ୍ଲୋବାଲ ସୋସିଆଲ ସର୍ଭିସ ସୋସାଇଟି ପକ୍ଷରୁ ଧଅଁରାଖମନ, ବୁଢୀପଦର, ସିରାବାହାଲ ଗଁ।ର ଅଗ୍ରଣୀ ଚାଷୀମାନଙ୍କୁ ନେଇ…

5 years ago

କଳାହାଣ୍ଡି ଏମ୍‌ପିଙ୍କ ଗୋଲାମୁଣ୍ଡା ବ୍ଲକ ଗସ୍ତ

ଗୋଲାମୁଣ୍ଡା,୨୧।୮(ଡି.ଏନ.ଏ.): କଳାହାଣ୍ଡି ଏମ୍‌ପି ତଥା ରାଜ୍ୟ ଭାଜପା ସଭାପତି ବସନ୍ତ ପଣ୍ଡା ବୁଧବାର ଗୋଲାମୁଣ୍ଡା ବ୍ଲକ ଗସ୍ତ କରିଛନ୍ତି । ଏହି ଅବସରରେ ଗୋଲାମୁଣ୍ଡା ସଭା ଗୃହରେ…

5 years ago

କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ, ମନ୍ତ୍ରୀ

କେସିଙ୍ଗା,୨୧।୮(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳକୁ ପୂର୍ତ୍ତ ଓ ଗୃହମନ୍ତ୍ରୀ ପ୍ରଫୁଲ କୁମାର ମଲିକ ଓ ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟକ ଭୂପିନ୍ଦର…

5 years ago

ପ୍ରସୂତିଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ଏଡିଏମ୍‌ଓ, ତହସିଲଦାରଙ୍କ ହସ୍ତକ୍ଷେପ ପରେ ହଟିଲା ଧାରଣା

କର୍ଲାମୁଣ୍ଡା, ୨୧।୮(ଡି.ଏନ.ଏ.) : କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମଙ୍ଗଳବାର ଜନୈକା ପ୍ରସୂତି ମହିଳାଙ୍କ ମୃତ୍ୟୁକୁ ନେଇ ପଞ୍ଚାୟତ ପ୍ରତିନିଧି ଓ ଜନସାଧାରଣ…

5 years ago