କଳାହାଣ୍ଡି

ନର୍ଲା ପୋଲିସ ପକ୍ଷରୁ ପରୀ ୩ କାର୍ଯ୍ୟକ୍ରମ

ସେରଗଡ,୧୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ନର୍ଲା ପୋଲିସ ପକ୍ଷରୁ ପୋଲିସ ଷ୍ଟେଶନ ପରିସରରେ ଶନିବାର ପରୀ-୩ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ନର୍ଲା ପଞ୍ଚାୟତ ହାଇସ୍କୁଲ ଏବଂ…

5 years ago

ବିଶ୍ୱ ଆଦିବାସୀ ଦିବସ ସମାରୋହ

କର୍ଲାମୁଣ୍ଡା,୧୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବ୍ରା ରାଜୀବଗାନ୍ଧୀ ସେବାକେନ୍ଦ୍ରଠାରେ ବ୍ଲକସ୍ତରୀୟ ବିଶ୍ୱ ଆଦିବାସୀ ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମ ଆରମ୍ଭରେ ମୁଗଲାଲ ମାଝିଙ୍କ ଦ୍ୱାରା…

5 years ago

ଦାସିଗଁ। ୧୨ ପରିବାର ପଞ୍ଚାୟତରେ ଆଶ୍ରୟ ନେବା ଘଟଣା:ଅନୁଧ୍ୟାନ ପାଇଁ ଘଟଣା ସ୍ଥଳରେ ପହଞ୍ଚତ୍ଲେ ତହସିଲଦାର

ଜୁନାଗଡ/ଦାସିଗଁ। ,୧୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଦାସିଗଁ। ୩ ନଂ. ୱାର୍ଡ ଦର୍ଳିପଡାରେ ପାଣି ନିଷ୍କାସନ ପାଇଁ କୌଣସି ଡ୍ରେନଜ ବ୍ୟବସ୍ଥା ନାହଁି। ଫଳରେ ସାମାନ୍ୟ…

5 years ago

ବିଶ୍ୱ ଆଦିବାସୀ ଦିବସ ପାଳନ

ଭବାନୀପାଟଣା,୯।୮(ଡି.ଏନ.ଏ.): କଳାହାଣ୍ଡି ଡିଷ୍ଟ୍ରିକ୍ଟ ଆଦିବାସୀ ସଂଘ ପକ୍ଷରୁ ହଲିଆପଡା ଭବାନୀପାଟଣାଠାରେ ବିଶ୍ୱ ଆଦିବାସୀ ଦିବସ ଶୁକ୍ରବାର ପାଳନ କରାଯାଇଛି। କଳାହାଣ୍ଡି ଡିଷ୍ଟ୍ରିକ୍ଟ ଆଦିବାସୀ ସଂଘର ସଭାପତି ଡମ୍ବରୁଧର…

5 years ago

ବିଶ୍ୱ ସଂସ୍କୃତ ସପ୍ତାହ ଦିବସ

ମ.ରାମପୁର,୯।୮(ଡି.ଏନ.ଏ.) : କଳାହାଣ୍ଡି ଜିଲା ମ.ରାମପୁର ଉଚ୍ଚ ବିଦ୍ୟାପୀଠ ସଂସ୍କୃତ ଶିକ୍ଷକ ସମୂହ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପ୍ରାର୍ଥନା ଗୃହଠାରେ ବିଶ୍ୱ ସଂସ୍କୃତ…

5 years ago

ବନ୍ୟାସ୍ଥିତି ପରଖିଲେ କଲମପୁର ବ୍ଲକ ଅଧ୍ୟକ୍ଷା

କଲମପୁର,୯।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ଅଞ୍ଚଳରେ ଗତ ୩ ଦିନର ଲଗାଣ ବର୍ଷାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା । କଲମପୁର ବ୍ଲକ ଅଧ୍ୟକ୍ଷା ମଞ୍ଜୁଲା…

5 years ago

କେସିଙ୍ଗାରେ ବିଜୁ ଜନତା ଦଳ ପକ୍ଷରୁ ବିରାଟ କାର୍ଯ୍ୟକର୍ତ୍ତା ସମ୍ମିଳନୀ

କେସିଙ୍ଗା,୯।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କଲ୍ୟାଣ ମଣ୍ଡପ ପରିସର ମଧ୍ୟରେ ବିଜୁ ଜନତା ପକ୍ଷରୁ ବିରାଟ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଜିଲା…

5 years ago

ମାନସିକ ବିକୃତ ମହିଳାଙ୍କୁ ଥଇଥାନ କେନ୍ଦ୍ରକୁ ପଠାଗଲା

ଧର୍ମଗଡ଼,୯।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ସହରରେ ବୁଲୁଥିବା ଜଣେ ମାନସିକ ବିକୃତ ମହିଳାଙ୍କୁ ଧର୍ମଗଡ଼ସ୍ଥିତ ଏକ ଥଇଥାନ କେନ୍ଦ୍ରକୁ ଶୁକ୍ରବାର ହସ୍ତାନ୍ତର କରାଯାଇଛି। ମାନସିକ ବିକୃତି ଥିବା…

5 years ago

କର୍ଲାମୁଣ୍ଡା ବ୍ଲକ: ଲଗାଣ ବର୍ଷାରେ ବ୍ୟାପକ କ୍ଷୟକ୍ଷତି

କର୍ଲାମୁଣ୍ଡା,୯।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମଙ୍ଗଳବାର ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ଲଗାଣ ବର୍ଷା ହୋଇଛି। ଏଥିଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଜଣାପଡ଼ିଛି । ବୁଧବାର ୮୭…

5 years ago

ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ, ଧର୍ମଗଡ ବିଧାୟକ

କଲମପୁର,୯।୮(ଡି.ଏନ.ଏ.)-୩ ଦିନ ଧରି ଲଗାଣ ବର୍ଷାରେ କଳାହାଣ୍ଡି ଜିଲା କଲମପୁର ବ୍ଲକ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ଅଞ୍ଚଳର ନଈକୂଳିଆ ଟେମରା, ପୋରୁଆଗୁଡା, ଖଙ୍ଗାରଗୁଡା, ସାନକୁଟ୍ରୁ, ବିରିପୁର,…

5 years ago