କଳାହାଣ୍ଡି

ଅବ୍ୟବସ୍ଥା ଘେରରେ ପଲମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର

ପଲମ,୧।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧୀନ ପଲମ ପଞ୍ଚାୟତସ୍ଥିତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅନେକ ଅବ୍ୟବସ୍ଥା ଘେରରେ ଗତି କରୁଛି। ଆଜକୁ ଦୀର୍ଘ ଦିନ ହେଲା ସ୍ବାସ୍ଥ୍ୟକେନ୍ଦ୍ରରେ…

3 years ago

ଯୁବକଙ୍କୁ ପଥରରେ ଛେଚି ହତ୍ୟା ଘଟଣା: ଅଭିଯୁକ୍ତ ୨ ଭାଇ କୋର୍ଟ ଚାଲାଣ

କୋକସରା,୩୦ା୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ମହୁଳମୁଣ୍ଡା ଗ୍ରାମରେ ଗତ ସୋମବାର ସେହି ଗ୍ରାମର ଯୁବକ ଦୟାନିଧି ଦୁଣ୍ଡକିଆ (୫୨)ଙ୍କୁ ଗାଁ ପାଖ ଏକ ଧାନ…

3 years ago

ବେଦାନ୍ତକୁ କଞ୍ଚାମାଲ ଯୋଗାଇବା ଦାବି କଲେ ଅଞ୍ଚଳବାସୀ

ଲାଞ୍ଜିଗଡ଼,୩୦।୧୧(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବେଦାନ୍ତକୁ ଖଣି ଓ କଞ୍ଚାମାଲ ଯୋଗାଇବା ଦାବିରେ ଲାଞ୍ଜିଗଡ଼ ଅଞ୍ଚଳବାସୀ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।…

3 years ago

ଖରିଫ ଧାନ ମଣ୍ଡି ଉଦ୍‌ଘାଟିତ

କୋକସରା,୨୯।୧୧(ଡି.ଏନ୍‌.ଏ): କଳାହାଣ୍ଡି ଜିଲାରେ ଖରିଫ ଧାନ ସଂଗ୍ରହ ପାଇଁ ପ୍ରଶାସନ ପକ୍ଷରୁ ୨୫ତାରିଖରୁ ମଣ୍ଡି ଆରମ୍ଭ ହୋଇଛି। ଇତିମଧ୍ୟରେ ମଙ୍ଗଳବାର କୋକସରା ବ୍ଲକ ସଦର ଧାନ ମଣ୍ଡିକୁ…

3 years ago

ଯୁବକଙ୍କୁ ନିର୍ମମ ହତ୍ୟା ଘଟଣାରେ ୨ ଅଭିଯୁକ୍ତ ଅଟକ: ସାଇଣ୍ଟିଫିକ ଟିମ୍‌, ପୋଲିସର ତଦନ୍ତ ଜାରି

କୋକସରା,୨୯।୧୧(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ମହୁଳମୁଣ୍ଡା ଗାଁର ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯିବା ଅଭିଯୋଗରେ କୋକସରା ପୋଲିସ ଘଟଣାର ତଦନ୍ତ ଜାରି…

3 years ago

ରକ୍ତ ଜୁୁଡ଼ୁଜୁଡ଼ୁ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

କୋକସରା,୨୮।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ମାଝିଗୁଡା ପଞ୍ଚାୟତ ମହୁଳମୁଣ୍ଡା ଗ୍ରାମ ନିକଟରେ ଥିବା ଏକ ଧାନ ଖଳାରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଜବତ…

3 years ago

ଅଦ୍ଭୁତ ଶିଶୁ ପୁତ୍ର ଜନ୍ମ

ଭବାନୀପାଟଣା,୨୮।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ଥାନା ଅନ୍ତର୍ଗତ ତାସୀଗୁଡା ଗ୍ରାମରେ ଜନ୍ମ ନେଇଛି ଏକ ଅଦ୍ଭୁତ ଶିଶୁ। ସାଧାରଣ ଭାବରେ ଜନ୍ମ ହୋଇଥିଲେ ହେଁ ଶିଶୁ…

3 years ago

ମୃତ କୁମ୍ଭୀର ପେଟରୁ ବାହାରିଲା କୁକୁର,ଝୋଟଅଖା

ରାଜନଗର,୨୮ା୧୧(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନକୁ ସଂଲଗ୍ନ କରୁଥିବା ହଂସୁଆ ନଦୀ ତଟରୁ ଏକ ମୃତ ଅଣ୍ଡିରା ବଉଳା କୁମ୍ଭୀର ରବିବାର ଜବତ କରାଯାଇଥିଲା ା ରାଜନଗର ଗୋପାଳପୁର…

3 years ago

ଉଦ୍ଧାର ହେଲେ ୩୦ରୁ ଊର୍ଦ୍ଧ୍ୱ ଦାଦନ ଶ୍ରମିକ

କୋକସରା/ଗୋଲାମୁଣ୍ଡା,୨୭ା୧୧(ଡି.ଏନ.ଏ.): ରବିବାର ସନ୍ଧ୍ୟାରେ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଅଧୀନ ତୁମୁରା ନିକଟରୁ ୩୦ରୁ ଊର୍ଦ୍ଧ୍ୱ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ଘର କୋକସରା ବ୍ଲକ…

3 years ago

ଗାଁକୁ ଫେରୁଛି ଦାଦନ ଶ୍ରମିକଙ୍କ ମୃତଦେହ, ଚାତକ ପରି ଚାହିଁ ରହିଛନ୍ତି ପରିବାର ଲୋକେ

କୋକସରା,୨୬ା୧୧(ଡି.ଏନ୍‌.ଏ.): ବିଗତ କିଛି ମାସ ମଧ୍ୟରେ କଳାହାଣ୍ଡି ଜିଲା କୋକସରା ବ୍ଲକର ବିଭିନ୍ନ ଗ୍ରାମକୁ ଦାଦନ ଶ୍ରମିକଙ୍କ ମୃତଦେହ ଫେରିଛି। ପୁଣି ଆଉ ଜଣେ ଦାଦନ ଶ୍ରମିକର…

3 years ago