କର୍ଲାମୁଣ୍ଡା,୬।୨(ଡି.ଏନ.ଏ.):ସରକାର ବାସହୀନଙ୍କ ପାଇଁ ଘର ଯୋଗାଇବା ଦେବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନା କରିଥିଲେ। ହେଲେ ଯୋଗ୍ୟ ଲୋକଙ୍କ ପାଖରେ ଏହି ଯୋଜନା ପହଞ୍ଚତ୍ ପାରୁନାହିଁ।…
ବେହେରା,୬।୨(ଡି.ଏନ.ଏ.):କଳାହାଣ୍ଡି ଜିଲା ଦଣ୍ଡପାଟ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଛି। କେଉଁଠି ଶିକ୍ଷକ ତ ପୁଣି କେଉଁଠି ଭିତ୍ତିଭୂମି ଅଭାବ। ପାରିପାଶର୍ବିକକୁ ଅନୁମାନ କରାଗଲେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ…
କୋକସରା,୪।୨(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ମାଝିଗୁଡା ପଞ୍ଚାୟତ ମହୁଲମୁଣ୍ଡା ଗ୍ରାମର ଦାଦନ ଦଲାଲ ଲକ୍ଷ୍ମୀଧର ଦୁର୍ଗାଙ୍କ କଥାରେ ପଡି ଆଜକୁ ଦେଢ଼ମାସ ହେବ ମାଝିଗୁଡା…
ଭବାନୀପାଟଣା,୩।୨(ସ୍ବ.ପ୍ର.): କଳାହାଣ୍ଡି ପୋଲିସ ଏକ ମାଓବାଦୀ କ୍ୟାମ୍ପ ଠାବ କରିବାରେ ସଫଳ ହେଇଛି । ସିକେରକୁପାସ୍ଥିତ ୬୪ ବାଟାଲିୟନ ଓ କଳାହାଣ୍ଡି ଏସ୍ପିଙ୍କ ମିଳିତ ଚଢ଼ାଉ ପରେ…
ଗୋଲାମୁଣ୍ଡା,୩।୨(ଡି.ଏନ.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ମାନଝରି ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ତ୍ରିଲୋଚନ…
କର୍ଲାମୁଣ୍ଡା,୩।୨(ଡି.ଏନ.ଏ.): ମଣ୍ଡିରେ ଧାନ ବିକ୍ରି କରିବା ୭୨ ଘଣ୍ଟା ଭିତରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ଜମା କରାଯିବା ନିୟମ ରହିଛି। ହେଲେ ଚାଷୀମାନେ ସମୟ ସୀମା ଭିତରେ…
କର୍ଲାମୁଣ୍ଡା:୨।୨(ଡି.ଏନ.ଏ.): ମଣ୍ଡିରେ ଧାନ ବିକ୍ରି କରିବାର ୭୨ ଘଣ୍ଟା ଭିତରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ଜମା କରାଯିବାର ନିୟମ ରହିଥିଲେ ହେ ଚାଷୀମାନେ ସମୟ ସୀମା ଭିତରେ…
ଜୁନାଗଡ଼,୩୧।୧(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ମୁଣ୍ଡରାଗୁଡା ଛକ ନିକଟରେ ଏକ ପିକ୍ଅପ ଭ୍ୟାନ ଓଲଟିପଡିବାରୁ ୧୭ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଉଦ୍ଧାର…
କୋକସରା,୩୦।୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତ ପାଇଁ ୫୪୬ ଆବାସ ଗୃହ ତାଲିକା ପଞ୍ଚାୟତ ପକ୍ଷରୁ ଅନୁମୋଦନ କରାଯାଇଥିଲା। ସେଥିରୁ ୨୩୭ ଅନୁମୋଦନ ହୋଇଥିବା…
ଭବାନୀପାଟଣା,୩୦।୧(ସ୍ବ.ପ୍ର.): ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ଅଧିକାରୀ। ଗତ ୧୨ ତାରିଖରେ ଜଳ ବିଭାଜିକା ପ୍ରକଳ୍ପ ସହକାରୀ ନିର୍ଦ୍ଦେଶକ ତଥା ଆକାଉଣ୍ଟାଣ୍ଟ ୬୦ ହଜାର ଟଙ୍କା…