କର୍ଲାମୁଣ୍ଡା,୧୨ା୧୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହଲ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଧାନମଣ୍ଡି ଖୋଲାଯିବା ଦାବିରେ ଗଜବାହଲ ଛକଠାରେ ଚାଲିଥିବା ରାସ୍ତାରୋକୋ ଶନିବାର ଦ୍ୱିତୀୟ ଦିନରେ ପହଞ୍ଚିଛି।…
କୋକସରା,୧୧।୧୧(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ଗ୍ରାମର ବ୍ୟବସାୟୀ ସନ୍ତୋଷ ଅଗ୍ରୱାଲଙ୍କ ପିକ୍ଅପ୍ ଗାଡି ଗୁରୁବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଏ ନେଇ ଥାନାରେ ତାଙ୍କ ଭାଇ…
କୋକସରା,୧୧।୧୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତ ଭିରକାପଡାରେ ଗତ ଏକ ସପ୍ତାହ ହେବ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଅନେକ ଲୋକ ସଂକ୍ରମିତ ହୋଇ ଚିକିତ୍ସିତ…
କର୍ଲାମୁଣ୍ଡା,୧୧ା୧୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଗଜବାହାଲ ପଞ୍ଚାୟତରେ ଖରିଫ ଧାନମଣ୍ଡି ଖୋଲିବା ଦାବିରେ ଶୁକ୍ରବାର ରିଷିଡ଼ା-ମରାମପୁର-ବଲାଙ୍ଗୀର ରାସ୍ତାର ଗଜବାହାଲ ଛକଠାରେ ଚାଷୀମାନେ ରାସ୍ତାରୋକୋ କରିଛନ୍ତି। ଫଳରେ…
କେସିଙ୍ଗା/ଜୁନାଗଡ଼,୧୦ା୧୧(ଡି.ଏନ୍.ଏ.): ସମଗ୍ର ରାଜ୍ୟରେ ବହୁ ଚର୍ଚ୍ଚିତ ଲେଡି ବ୍ଲାକ୍ମେଲର ଅର୍ଚ୍ଚନା ନାଗଙ୍କ କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ପିତାଙ୍କ ବାସଭବନରେ ଇଡି ଚଢ଼ାଉ କରିଛି। ଗୁରୁବାର ସକାଳେ ଦୁଇଟି…
କୋକସରା,୯ା୧୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ କୃଷି ଓ କୃଷକ ସମିତି ସଂଗଠନର ଆବାହକ ଲକ୍ଷ୍ମୀକାନ୍ତ ବାଗ୍ଙ୍କ ନେତୃତ୍ୱରେ ବ୍ଲକ ବିଭିନ୍ନ ପଞ୍ଚାୟତର ଚକଡ଼ା କ୍ଷତିଗ୍ରସ୍ତ ଚାଷୀ…
କୋକସରା,୭।୧୧(ଡି.ଏନ.ଏ.): ଧାନ ଫସଲରେ ଚକଡ଼ା ରୋଗ ଲାଗି ସବୁ ନଷ୍ଟ ହୋଇଯାଇଛି। ଏହି ଚିନ୍ତାରେ ମାନସିକ ଭାରସାମ୍ୟ ହରାଇ ଜଣେ ଚାଷୀ ନିଜ ଫସଲରେ ନିଆଁ ଲଗେଇ…
ଭବାନୀପାଟଣା,୭।୧୧(ସ୍ବ.ପ୍ର.): କଳାହାଣ୍ଡି ଓ କନ୍ଧମାଳ ଜିଲା ସୀମାନ୍ତ ମଦନପୁର ରାମପୁର ଥାନା ଅନ୍ତର୍ଗତ ପାଙ୍ଗାବାଜୁ ସଂରକ୍ଷିତ ଜଙ୍ଗଲରେ ଡିଭିଏଫ୍ ଓ ଏସ୍ଓଜି ପକ୍ଷରୁ ମିଳିତ କୋମ୍ବିଂ ଅପରେଶନ…
ଭବାନୀପାଟଣା,୭।୧୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ପୋଲିସ ଏକ ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି। ଗ୍ୟାଙ୍ଗର ୨ଜଣଙ୍କୁ ସୋମବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ…
ଭବାନୀପାଟଣା,୭।୧୧(ସ୍ବ.ପ୍ର.): କାର୍ ଦୁର୍ଘଟଣାରେ ଭୁବନେଶ୍ୱର ଭାଜପା ମେୟର ପ୍ରାର୍ଥୀ ତଥା କଳାହାଣ୍ଡି ବିକାଶ ପରିଷଦ ଅଧ୍ୟକ୍ଷା ଡ. ସୁନୀତି ମୁଣ୍ଡ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଅବସ୍ଥାରେ…