କଳାହାଣ୍ଡି

ଜିଲାପାଳଙ୍କ ପ୍ରଭାବିତ ଅଞ୍ଚଳ ସ୍ଥିତି ଅନୁଧ୍ୟାନ

ଭବାନୀପାଟଣା,୬।୯(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିଭିନ୍ନ ଅଞ୍ଚଳରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗତ ଏକ ସପ୍ତାହରେ ୬ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଅଭଯୋଗ ହୋଇଛି।…

4 years ago

ବିଭିନ୍ନ ସ୍ଥାନରେ ଅହିଂସା ରଥକୁ ସ୍ବାଗତ

କର୍ଲାମୁଣ୍ଡା, ୪।୯(ଡି.ଏନ.ଏ): କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ରବିବାର ଅହିଂସା ରଥକୁ ସ୍ବାଗତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କେସିଙ୍ଗା ବ୍ଲକ ବେଲଖଣ୍ଡିଠାରୁ ଅହିଂସା ରଥକୁ…

4 years ago

ଝାଡ଼ାବାନ୍ତିରେ ୨ ମୃତ, ୧୬ ଆକ୍ରାନ୍ତ

ଭବାନୀପାଟଣା,୪।୯(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୁଲ ରାମପୁର ବ୍ଲକ ବିରିକୋଟ ପଞ୍ଚାୟତ ସେମେଲପଦର ଗ୍ରାମର କେନ୍ଦୁପଡାରେ ଗତ ୨ଦିନ ହେଲା ଝାଡାବାନ୍ତି ବ୍ୟାପିବାରେ ଲାଗିଛି। ଏଥିରେ ବର୍ତ୍ତମାନ ସୁଦ୍ଧା…

4 years ago

କେନାଲରେ ୨୦ ଫୁଟର ଘାଇ: ୫୦ ଏକରରୁ ଊର୍ଦ୍ଧ୍ୱ ଚାଷଜମି ଜଳମଗ୍ନ

ଭବାନୀପାଟଣା,୩ା୯(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଇନ୍ଦ୍ରାବତୀ ବାମ ମୁଖ୍ୟ କେନାଲର ବଗାଡ ନିକଟରେ ଶନିବାର ସନ୍ଧ୍ୟାରେ ୨୦ ଫୁଟର ଘାଇ ସୃଷ୍ଟି ହୋଇଛି। ଫଳରେ ନିକଟରେ…

4 years ago

ରାତିରେ ବୁଲୁଛି ଭାଲୁ, ଆତଙ୍କିତ ଲୋକେ

ଭବାନୀପାଟଣା,୨।୯(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସହର ନିକଟିସ୍ତ କଶାକେନ୍ଦୁ ଅଞ୍ଚଳରେ ଏକ ଜଙ୍ଗଲୀ ଭାଲୁ ବୁଲୁଥିବା ଦେଖିବାକୁ ମିଳିଛି। ଯାହାର ଚିତ୍ର ସ୍ଥାନୀୟ ଲୋକେ କ୍ୟାମେରାରେ କଏଦ୍‌…

4 years ago

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଜୁନାଗଡ଼,୨ା୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ଗୁରୁବାର ନୂଆଁଖାଇ ପାଇଁ ଚାରିଆଡ଼େ ଆନନ୍ଦ,ଉଲ୍ଲାସ ରହିଥିବାବେଳେ ଏପଟେ ବିଳମ୍ବିତ ରାତିରେ ଜିଲାର ଜୁନାଗଡ଼ ଥାନା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମନାକୁ…

4 years ago

ଧୁମ୍‌ଧାମରେ ପାଳିତ ହେଲା ନୂଆଁଖାଇ ପର୍ବ

କର୍ଲାମୁଣ୍ଡା,୧।୯(ଡି.ଏନ୍‌.ଏ.): ପଶ୍ଚିମ ଓଡ଼ିଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଗୁରୁବାର ଧୁମ୍‌ଧାମରେ ପାଳିତ ହୋଇଛି। ଏହି ଅବସରରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର କୁସୁରଲା, ବିଜାପାଟି,ସାଲେପାଲି,ବାଞ୍ଜିପଦର ଭଳି…

4 years ago

ଆଣ୍ଠୁଏ କାଦୁଅ ପାଲଟିଛି ଯିବାଆସିବା ରାସ୍ତା

କୋକସରା,୩୦।୮(ଡି.ଏନ୍‌.ଏ.): ବାରମ୍ବାର ରାସ୍ତାରେ କାମ ହେଉଛି, ହେଲେ ସୁଧୁରୁନାହିଁ ରାସ୍ତା ଅବସ୍ଥା। ଅଳ୍ପ ବର୍ଷା ହେଲେ ଆଣ୍ଠୁଏ କାଦୁଅରେ ଯାତାୟାତ କରୁଛନ୍ତି କଳାହାଣ୍ଡି ଜିଲା କୋକସରା ବ୍ଲକ…

4 years ago

ସନ୍ଧ୍ୟା ହେଲେ ଦୁର୍ଗମ ଅଞ୍ଚଳରେ ହାତୀ ଭୟ

ଲାଞ୍ଜିଗଡ଼,୩୦।୮(ଡି.ଏନ.ଏ.)କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଅଞ୍ଚଳରେ ପ୍ରତ୍ୟେକ ଦିନ ହାତୀ ଗୋଟିଏ ପରେ ଗୋଟିଏ ଗାଁରେ ପଶି ଗରିବଙ୍କ ଘର ଭାଙ୍ଗିବା ସହ କଷ୍ଟ ଉପାର୍ଜିତ…

4 years ago

ଝାଡ଼ାବାନ୍ତିରେ ଚାଲିଗଲା ଆଉ ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୮।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଳକ କଦମଗୁଡା ପଞ୍ଚାୟତ ସେମେଲପଦର ଏବଂ ବାଲାପଦର ଗାଁରେ ଝାଡ଼ାବାନ୍ତି ରୋଗ ବ୍ୟାପିବାରେ ଲାଗିଛି। ରବିବାର ଜିଲା ମୁଖ୍ୟ ଚିକିତ୍ସାଳୟରେ ଆଉ…

4 years ago