କଳାହାଣ୍ଡି

ନିଆଁରେ ପୋଡ଼ି ମହିଳାଙ୍କ ମୃତ୍ୟୁ ଘଟଣା: ନ୍ୟାୟ ପ୍ରଦାନ ଦାବିରେ ଥାନାର ଦ୍ୱାରସ୍ଥ ବାପଘର ଲୋକେ

କୋକସରା,୨୯ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ମାଝୀଗୁଡ଼ା ଗ୍ରାମରେ ଗତ ରବିବାର ଜୟନ୍ତ ନାଗଙ୍କ ସ୍ତ୍ରୀ ଉର୍ମିଳାଙ୍କୁ ସ୍ବାମୀ ଜୟନ୍ତ, ଶାଶୁ ଓ…

9 months ago

ଭାରୀଯାନ ଚଳାଚଳ ବନ୍ଦ ନ ହେଲେ ଆନ୍ଦୋଳନକୁ ଓହ୍ଲାଇବେ ଗ୍ରାମବାସୀ

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): ଗ୍ରାମ୍ୟ ନିର୍ମାଣ ବିଭାଗ ଦ୍ୱାରା କେସିଙ୍ଗା ବ୍ଲକର କିକିଆଠାରୁ ପିପଲପଦର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ବହୁ ଅର୍ଥ ବ୍ୟୟରେ ରାସ୍ତା କାମ…

9 months ago

ଦାନାରୀଗୁଡ଼ା-ପୁକେର ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

ଲାଞ୍ଜିଗଡ଼,୨୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଦାନାରୀଗୁଡାଠାରୁ ପୁକେର ଗାଁକୁ ଯୋଗାଯୋଗ ବିଛିନ୍ନ ହେଇଯାଇଛି। ଦାନାରୀଗୁଡାଠାରୁ ପୁକେର ଗାଁକୁ ସଂଯୋଗ କରୁଥିବା…

9 months ago

୧୪ କି.ମି. ଭାରରେ ବୁହାହେଲେ ଗର୍ଭବତୀ

ଭବାନୀପାଟଣା,୨୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ପୁଣି ସାମ୍ନାକୁ ଆସିଛି ଜନନୀ ଯନ୍ତ୍ରଣା। ଗାଁକୁ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଆସିପାରି ନ ଥିଲା। ଶେଷରେ ବାଧ୍ୟହୋଇ ପରିବାର…

9 months ago

ଦାଦନ ଶ୍ରମିକଙ୍କ ମୃତଦେହ ଗାଁରେ ପହଞ୍ଚିଲା

କେସିଙ୍ଗା,୨୮ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ପରଲସିଙ୍ଗା ପଞ୍ଚାୟତର ସରାପଦର ଗ୍ରାମର ଧନ ଗୌଡ଼ଙ୍କ ସାନ ପୁଅ ଡିଲେଶ୍ୱର ଗତ ଏପ୍ରିଲ ମାସରେ ଦାଦନ…

9 months ago

ନାବାଳିକାଙ୍କୁ ପ୍ରେମ ପ୍ରତାରଣା: ଅଭିଯୁକ୍ତ ଗିରଫ

କୋକସରା,୨୭।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ପୋଲିସ ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇ ଅପହରଣ କରିନେଇଥିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରି ଗୁରୁବାର କୋର୍ଟ…

9 months ago

ଭିଜିଲାନ୍ସ ଜାଲରେ କୋଟିପତି ସହକାରୀ ଯନ୍ତ୍ରୀ

ଭବାନୀପାଟଣା,୨୭।୭(ଉତ୍ତମ କୁମାର ଦାଶ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ସରକାରୀ ଜଳ ଯୋଗାଣ ବିଭାଗ ଜିପିଏଚ୍‌ (ସାଧାରଣ ଜନ ସ୍ବାସ୍ଥ୍ୟ ବିଭାଗ) ସେକ୍ସନ ସହକାରୀ…

9 months ago

ସ୍ତ୍ରୀଙ୍କୁ ପେଟ୍ରୋଲ ଢାଳି ପୋଡ଼ି ମାରିବା ଅଭିଯୋଗରେ ସ୍ବାମୀ କୋର୍ଟ ଚାଲାଣ

କୋକସରା,୨୬ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଯାହାକୁ ସାତ ଜନ୍ମର ଜୀବନସାଥୀ କରିବାକୁ ହୋମନିଆଁରେ ଶପଥ ନେଇଥିଲେ ସ୍ବାମୀ ସେହି ଜୀବନସାଥୀଙ୍କୁ ପେଟ୍ରୋଲ ଢାଳି ନିଆଁରେ ପୋଡ଼ି ମାରି ଏବେ…

9 months ago

ଦୁଇ ଗ୍ରାମକୁ ରାଜସ୍ବ ଗ୍ରାମର ସ୍ବୀକୃତି

କେସିଙ୍ଗା,୨୬ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସି ପଞ୍ଚାୟତର କଛାରପଦର ଓ ଧୁଙ୍ଗିଆମୁଣ୍ଡା ଗ୍ରାମକୁ ରାଜ୍ୟ ସରକାର ରାଜସ୍ବ ଗ୍ରାମ ଭାବେ ବୁଧବାର ସ୍ବୀକୃତି ପ୍ରଦାନ…

9 months ago

ବାଲୁକା କଳାରେ ହଳଲଙ୍ଗଳ

କର୍ଲାମୁଣ୍ଡା,୨୬ା୭(ପ୍ରଦୀପ କୁମାର ସାହୁ): ଏବର୍ଷ ବର୍ଷା ବିଳମ୍ବରେ ହୋଇଥିଲେ ହେଁ ବର୍ତ୍ତମାନ ଚାରିଆଡ଼େ ପଲ୍ଲା ରୁଆ, ବେଉଷଣ କାର୍ଯ୍ୟ ଆରମ୍ଭ ହୋଇ ଯାଇଛି। ଟ୍ରାକ୍ଟର,ପାଓ୍ବାରଟିଲର ଓ ଆଧୁନିକ…

9 months ago