କଳାହାଣ୍ଡି

ହତ୍ୟାକାରୀଙ୍କୁ ୨୦ ବର୍ଷ ଜେଲ

ଭବାନୀପାଟଣା,୨।୧୦(ସ୍ବ.ପ୍ର.): ଦୀର୍ଘ ୮ ବର୍ଷ ପରେ କଳାହାଣ୍ଡି ଜିଲା ସଦର ଥାନା ଅଞ୍ଚଳର ଜଣେ ନାବାଳିକା ବଳାତ୍କାର ଏବଂ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଭବାନୀପାଟଣା…

4 years ago

ଆଜି ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ହେବ ଲକ୍ଷାଧିକ ଭକ୍ତଙ୍କ ସମାଗମ

ଭବାନୀପାଟଣା,୨।୧୦(ସ୍ବ.ପ୍ର.): ସୋମବାର କଳାହାଣ୍ଡି ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା। ଗତ ୨ବର୍ଷ କରୋନା କଟକଣା ଯୋଗୁ ବିନା ଭକ୍ତରେ ମା’ଙ୍କ ଛତର…

4 years ago

ବିବାହ ବୟସରେ ଭଉଣୀ-ଭାଇଙ୍କ ବୋଝ ସମ୍ଭାଳୁଛନ୍ତି ନୟନୀ

କର୍ଲାମୁଣ୍ଡା,୧ା୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ପଞ୍ଚାୟତ ଓଡ଼ିଆମୁଣ୍ଡା ଗ୍ରାମର ମା-ବାପା ଛେଉଣ୍ଡ ତିନି ଭଉଣୀ ଭାଇ ବହୁ କଷ୍ଟରେ ଜୀବନ କାଟୁଥିବା ଦେଖିବାକୁ ମିଳିଛି।…

4 years ago

ବନ୍ଧହୁଡ଼ା କାଟିଦେଲେ ଲୋକେ

ଲାଞ୍ଜିଗଡ଼,୧।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ଏରୋଡ୍ରମ ନିକଟରେ ଥିବା ଶହେ ଏକରରୁ ଅଧିକ ଜମିରେ ପାଣି ମାଡ଼ି ପାରୁନାହିଁ। ବନ୍ଧରୁ ପାଣି ନେଇ ଚାଷୀମାନେ…

4 years ago

ମନମୋହୁଛି ରାଷ୍ଟ୍ରପତି ଭବନ ତୋରଣ

ଭବାନୀପାଟଣା,୧।୧୦(ସ୍ବ.ପ୍ର.): ଦେଶ ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶରେ ଆଜାଦି କା ଅମୃତ ମହୋତ୍ସବ ପାଳନ କରାଯାଉଥିବାବେଳେ ଚଳିତବର୍ଷ କଳାହାଣ୍ଡି ଜିଲା ଭବାନୀପାଟଣା ସହର ନକଟିଗୁଡା…

4 years ago

୪ ଅଭିଯୁକ୍ତଙ୍କୁ ୧୦ ବର୍ଷ ଲେଖାଏ ଜେଲ ଦଣ୍ଡାଦେଶ

ଭବାନୀପାଟଣା,୧।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା କୋକସରା ପୋଲିସ ୨୦୨୧ ଅଗଷ୍ଟ ୮ ତାରିଖ ସାରେ ଅଇଁଲାଗୁ ଛକ ନିକଟରେ ଯାନବାହନ ଯାଞ୍ଚ ବେଳେ ୨ଟି କାର୍‌ରୁ ୩ କୁଇଣ୍ଟାଲ…

4 years ago

ରାସ୍ତାରେ ବୁଲୁଛି ଗଣେଶ

ଭବାନୀପାଟଣା,୧।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟସ୍ଥ ଫୁର୍ଲିଝରନ ରାସ୍ତାରେ ଏବେ ଗଣେଶ ନାମକ ଏକ ହାତୀ ଚଳପ୍ରଚଳ କରୁଥିବା ଦେଖିବାକୁ ମିଳିଛି। ଫଳରେ ଏହି ରାସ୍ତାରେ ଯାତାୟାତ…

4 years ago

କେନାଲରେ ଭାସୁଥିବା ମୃତ ମହିଳାଙ୍କ ମିଳିଲା ପରିଚୟ

କୋକସରା,୩୦।୯(ଡି.ଏନ.ଏ): ଇନ୍ଦ୍ରାବତୀ ମେଗାଲିଫ୍ଟ କେନାଲରୁ ଜଣେ ମହିଳାଙ୍କ ଶବ ଉଦ୍ଧାର କରାଯାଇଥିଲା। ଶୁକ୍ରବାର ମୃତ ମହିଳାଙ୍କ ପରିଚୟ ମିଳିଛି। ମହିଳା ଜଣକ ହେଉଛନ୍ତି ଜୟପାଟଣା ବ୍ଲକ ସର୍ଗିଗୁଡା…

4 years ago

କେନାଲରୁ ମିଳିଲା ମହିଳାଙ୍କ ମୃତଦେହ, ପରିଚୟ ଖୋଜୁଛି ପୋଲିସ

କୋକସରା,୨୯।୯(ଡି.ଏନ୍‌.ଏ.): କୋକସରା ବ୍ଲକ ସାନପୋଡ଼ାଗୁଡ଼ା ପଞ୍ଚାୟତ ନେଗିଗୁଡ଼ା ମେଗାଲିଫ୍ଟ କେନାଲର ଶେଷ ମୁଣ୍ଡ ଭଣାଡୋଙ୍ଗରି ଅଞ୍ଚଳରୁ ଗୁରବାର ଜଣେ ମହିଳାଙ୍କ ମୃତଦେହ ଜବତ କରାଯାଇଛି। ଉପରୁ ମୁଣ୍ଡରୁ…

4 years ago

ବ୍ୟାଙ୍କ ଗ୍ରାହକ ସେବାକେନ୍ଦ୍ରରୁ ଚୋରି

କୋକସରା,୨୯।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅଧୀନ କାଉଡୋଳା ଗ୍ରାମରେ ଥିବା ଏକ ଷ୍ଟେଟ ବ୍ୟାଙ୍କ ଗ୍ରାହକ ସେବାକେନ୍ଦ୍ରରୁ ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି।…

4 years ago