କଳାହାଣ୍ଡି

ଚାଷୀଙ୍କ ଘରୁ ଲକ୍ଷାଧିକ ଟଙ୍କା, ୬ ଭରି ସୁନାଗହଣା ଚୋରି

କୋକସରା,୨୮ା୬(ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଚାରବାହାଲ ଶାନ୍ତି ନଗରପଡାର ଚାଷୀ ଜି.ଶ୍ରୀନିବାସ ରାଓଙ୍କ ଘରୁ ଲକ୍ଷାଧିକ ଟଙ୍କା ସହ ୬ ଭରି ଓଜନର ସୁନାଗହଣା ଚୋରି…

5 years ago

ବିନା ସୂଚନା ଫଳକରେ ଚାଲିଛି ବ୍ରିଜ କାମ

କେସିଙ୍ଗା, ୨୪।୬ (ଡି.ଏନ.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ଗ୍ରାମପଞ୍ଚାୟତ ଅଧୀନ ଗେଠିପଡା ଉଲସ୍ତିଯୋରକୁ ଜୟନ୍ତପୁର ସହିତ ସଂଯୋଗ କରିବା ପାଇଁ ଆର୍‌ଡି ବିଭାଗ ପକ୍ଷରୁ…

5 years ago

୬ ଲକ୍ଷ ଟଙ୍କାର କେନ୍ଦୁ ପତ୍ର ଜଳିଗଲା

ଜୁନାଗଡ,୨୨।୬(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ୍‌ ଚିଙ୍ଗୁଡିସର ପଞ୍ଚାୟତ ଝାରବନ୍ଧ ଗ୍ରାମରେ ଥିବା କେନ୍ଦୁପତ୍ର ଫଡିରେ ନିଆଁ ଲାଗି ଯାଇଛି। ଏଥିଯୋଗୁ ପ୍ରାୟ ୬ଲକ୍ଷ ଟଙ୍କାର କେନ୍ଦୁ ପତ୍ର…

5 years ago

ସଙ୍ଗରୋଧ କେନ୍ଦ୍ରରେ ପ୍ରେମୀଯୁଗଳଙ୍କ ବିବାହ

କୋକସରା,୨୨।୬(ଡି.ଏନ.ଏ)-କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ବାଞ୍ଜିବାହାଲ ଗାଁର ଯୁବକ ରାଜାରାମ ଠାକୁର (୨୫) ଓ ସେହି ଗାଁର ଜଣେ ଯୁବତୀ ଦୁତିଆ ହରିଜନ (୨୪) ସଙ୍ଗରୋଧ କେନ୍ଦ୍ରରେ…

5 years ago

ଘର ଉପରେ ଚଢିଗଲା କଣ୍ଟେନର: ମହିଳା ମୃତ

ରାମପୁର,୨୦।୬(ଡି.ଏନ.ଏ)-କଳାହାଣ୍ଡି ଜିଲା ଦେଇ ଯାଇଥିବା ରାୟପୁର ଗୋପାଳପୁର ୫୯ ନଂ. ଜାତୀୟ ରାଜପଥର ଅଁଳାପାଲି ଛକ ନିକଟରେ ଥିବା ଏକ ଘରେ ଶନିବାର ଏକ କଣ୍ଟେନର ଚଢିଯାଇ…

5 years ago

କଳାକାର ହିଁ ବୁଝିପାରେ ଅନ୍ୟ କଳାକାରର ମନ: ରାପ୍‌ କଣ୍ଠଶିଳ୍ପୀ ଡୁଲେଶ୍ୱରଙ୍କୁ ସହାୟତାର ହାତ ବଢାଇଲେ ହ୍ୟୁମାନ ସାଗର

ଭବାନୀପାଟଣା,୧୯।୬ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ଡୁଲେଶ୍ୱର ତାଣ୍ଡି ଜଣେ ବିପ୍ଲବୀ ରାପ୍‌ ସଙ୍ଗୀତକାର। ସେ ସୋସିଆଲ ମିଡିଆରେ ବେଶ ଚର୍ଚ୍ଚିତ। ହେଲେ ତାଙ୍କ ପରିବାରର ଆର୍ଥତ୍କ ସ୍ଥିତି…

5 years ago

ଶକ୍ତିମନ୍ତ୍ରୀଙ୍କ ତାଗିଦ୍‌ ପରେ ମଣ୍ଡିରୁ ଉଠିଲା ଧାନ

ଜୁନାଗଡ,୧୮।୬(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକର ବିଭିନ୍ନ ମଣ୍ଡିକୁ ଜୁନାଗଡ ବିଧାୟକ ତଥା ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର ପରିଦର୍ଶନ କରିଛନ୍ତି। ମନ୍ତ୍ରୀ ଦିବ୍ୟଶଙ୍କର ପ୍ରଥମେ ବ୍ଲକର ଚାରବାହାଲ…

5 years ago

ବାପାଙ୍କ ସଂସ୍ପର୍ଶରେ ଆସି ଝିଅ ବି ହେଲେ କରୋନା ପଜିଟିଭ୍‌

ଭବାନୀପାଟଣା,୧୭।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ଜଣେ ୧୩ ବର୍ଷର ନାବାଳିକା କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ତାଙ୍କ ପଜିଟିଭ୍‌ ଥିବା ବାପାଙ୍କ ସଂସ୍ପର୍ଶରେ ଆସିଥିଲେ। ପରେ ତାଙ୍କ…

5 years ago

ରାଜସ୍ବ ଗଁ। ମାନ୍ୟତା ପାଇବାରୁ ବଞ୍ଚିତ ବାଞ୍ଜିପଦର

କର୍ଲାମୁଣ୍ଡା,୧୭।୬ (ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ସାପଲହରା ପଞ୍ଚାୟତ ଅର୍ନ୍ତଗତ ସାପଲହରା ରାଜସ୍ବ ଗ୍ରାମର ହାମ୍‌ଲେଟ ହେଉଛି ବାଞ୍ଜିପଦର। ବ୍ଲକ କାର୍ଯ୍ୟାଳୟଠାରୁ ୮ କି.ମି. ଦୂରରେ…

5 years ago

୬ବର୍ଷ ହେଲା ପାଇପ ଜଳଯୋଗାଣ ବନ୍ଦ

ଜୁନାଗଡ,୧୭।୬(ଡି.ଏନ୍‌.ଏ) - କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଦାସିଗଁ।ରେ ଗତ ୬ବର୍ଷ ହେଲା ଜଳ ଯୋଗାଣ ବନ୍ଦ ରହିଛି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।…

5 years ago