କଳାହାଣ୍ଡି

ଖଳା ନିର୍ମାଣ ପ୍ରାପ୍ୟ ଦାବିରେ ଆମରଣ ଅନଶନ

କର୍ଲାମୁଣ୍ଡା,୧୮ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୯-୨୦ ଆର୍ଥିକ ବର୍ଷରେ ବିଭିନ୍ନ ପଞ୍ଚାୟତରେ ଧାନଖଳା ନିର୍ମାଣର ୨ ବର୍ଷ ପରେ ମଧ୍ୟ ଟଙ୍କା ମିଳି ନ ଥିବାରୁ…

4 years ago

ଗାଁରେ ଝାଡ଼ାବାନ୍ତି ବ୍ୟାପିବା ପରେ ଚେତିଲା ପ୍ରଶାସନ

କୋକସରା,୧୮ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର କୋକସରା ପଞ୍ଚାୟତ କୋକସରା ଗ୍ରାମରେ ଗତ କିଛି ଦିନ ହେବ ଝାଡ଼ାବାନ୍ତିରେ ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ…

4 years ago

ବାଇକ୍‌ ଧକ୍କାରେ ମହିଳାଙ୍କ ମୃତ୍ୟୁ: ମୃତଦେହ ରଖି ରାସ୍ତା ଅବରୋଧ

ଭବାନୀପାଟଣା,୧୮ା୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ କାଲୋପଲା ଛକ ନିକଟରେ ବୁଧବାର ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାମ କୁନ୍ତଳା ବାରିକ୍‌…

4 years ago

କୋକସରାରେ ବଢ଼ୁଛି ଝାଡ଼ାବାନ୍ତି

କୋକସରା,୧୭।୧(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର କୋକସରା ପଞ୍ଚାୟତ କୋକସରା ଗ୍ରାମରେ ଗତ କିଛି ଦିନ ଧରି ଝାଡ଼ାବାନ୍ତିରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।…

4 years ago

ପାନୀୟ ଜଳ ପାଇଁ ତେଜିଲା ଆନ୍ଦୋଳନ: ରାସ୍ତାକୁ ଓହ୍ଲାଇଲେ ମହିଳା

ଲାଞ୍ଜିଗଡ଼,୧୬।୧(ଡି.ଏନ୍‌.ଏ.): ଜାନୁୟାରୀ ମାସ ନ ସରୁଣୁ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବନ୍ଧପାରି ଗାଁଠାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଏହାକୁ ନେଇ ପ୍ରଶାସନ ତଥା ବିଭାଗୀୟ…

4 years ago

ଅବହେଳିତ ଅବସ୍ଥାରେ ଇନ୍ଦ୍ରାବତୀ ନଦୀ ଉତ୍ପତ୍ତିସ୍ଥଳ

ତେନ୍ତୁଳିଖୁଣ୍ଟି,୧୬।୧(ଡି.ଏନ୍‌.ଏ.): ଗୋଟେ ଆମ୍ବଗଛ ପାର୍ଶ୍ୱରୁ ବହିଆସୁଛି ତିନୋଟି ଜଳଧାର। ଏହିଠାରୁ ହିଁ ଇନ୍ଦ୍ରାବତୀ ନଦୀର ଉତ୍ପତ୍ତି। ନିଜ ଆଖିରେ ନ ଦେଖିଲେ କେବେ ବି ବିଶ୍ୱାସ ହେବନି…

4 years ago

ବଞ୍ଚିବାର ରାହା ଖୋଜୁଛନ୍ତି ଆଦିବାସୀ

ଭବାନୀପାଟଣା,୧୬।୧(ସ୍ବ.ପ୍ର.): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଆଦିବାସୀମାନଙ୍କ ପାଇଁ ବିଭିନ୍ନ ଯୋଜନା କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ପ୍ରଶାସନିକ ଅଧିକାରୀଙ୍କ ନାଲିଫିତା…

4 years ago

କଳା, ସଂସ୍କୃତିକୁ ବଞ୍ଚାଇ ରଖିବ ଉତ୍ସବ

ଭବାନୀପାଟଣା,୧୫।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ଚାଲିଥିବା ୨୫ତମ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ରବିବାର ଦ୍ୱିତୀୟ ଦିନରେ ପହଞ୍ଚିଛି। କଳାହାଣ୍ଡି ଜିଲାପାଳ ପି.…

4 years ago

ପୋଖରୀରେ ବୁଡି ଦେଢ଼ବର୍ଷର ଶିଶୁ ମୃତ

ଭବାନୀପାଟଣା,୧୨।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ ସହରରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପୋଖରୀରେ ବୁଡି ଯାଇ ଦେଢ଼ବଷର୍ର୍ର ଶିଶୁ ପୁତ୍ରର ମୃତ୍ୟୁ ହୋଇଛି। ମୃତ…

4 years ago

ଭିଜିଲାନ୍ସ ଜାଲରେ ଜଳ ବିଭାଜିକା ପ୍ରକଳ୍ପ ସହକାରୀ ନିର୍ଦ୍ଦେଶକ

ଭବାନୀପାଟଣା,୧୨ା୧(ସ୍ବ.ପ୍ର.): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କଳାହାଣ୍ଡି ଜିଲା ଭବାନୀପାଟଣା ଜଳ ବିଭାଜିକା ପ୍ରକଳ୍ପର ସହକାରୀ ନିର୍ଦ୍ଦେଶକ ଶ୍ୟାମ ସୁନ୍ଦର ବଳ। ଭବାନୀପାଟଣା ସହର ଉପକଣ୍ଠସ୍ଥିତ ଜଳଶକ୍ତି କେନ୍ଦ୍ର…

4 years ago