କଳାହାଣ୍ଡି

କଳାହାଣ୍ଡିରେ ରାଜ୍ୟପାଳ

ଭବାନୀପାଟଣା,୨୯ା୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲାକୁ ଗୁରୁବାର ଦିନିକିଆ ଗସ୍ତରେ ଆସିଛନ୍ତି ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌। ଆଜି ପୂର୍ବଳହ୍ନରେ ରାଜ୍ୟପାଳ ଭବାନୀପାଟଣାସ୍ଥିତ କଳାହାଣ୍ଡି ବିଶବିଦ୍ୟାଳୟରେ ନୂତନ ଏକାଡେମୀ…

4 years ago

ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଗାଁକୁ ଫେରିପାରିଲାନି ମୃତଦେହ

କୋକସରା,୨୮ା୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଳା ପଞ୍ଚାୟତ ବାଞ୍ଜିବାହାଲ ଗ୍ରାମର ଚମାର କୋଚିଆ (୫୨) ଆନ୍ଧ୍ରପ୍ରଦେଶ ରାଜ୍ୟ ବିଜୟଓ୍ବାଡା ନିକଟରେ ଥିବା ଏକ ଇଟାଭାଟିରେ କାମ…

4 years ago

ଡିକି ଭାଙ୍ଗି ୧ ଲକ୍ଷ ୩୬ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଭବାନୀପାଟଣା,୨୮ା୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ଼ ଚାରିଛକସ୍ଥିତ ଆଲିଶାନ ହୋଟେଲ ସମ୍ମୁଖରୁ ବୁଧବାର ସ୍ପଷ୍ଟ ଦିବାଲୋକରେ ଡିକି ଭାଙ୍ଗି ୧ ଲକ୍ଷ ୩୬ ହଜାର ଟଙ୍କା ଲୁଟି ନେଇଛନ୍ତି…

4 years ago

ପିଇଓଙ୍କ ଆତ୍ମହତ୍ୟା ଉଦ୍ୟମ: ପୂର୍ବରୁ କରିଥିଲେ ସରକାରୀ ଅନୁଦାନ ରାଶି ହଡପ

ଭବାନୀପାଟଣା,୨୮।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପାହାଡ଼ପଦର ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ (ପିଇଓ) ଦେବାନନ୍ଦ ସାଗର ବୁଧବାର ତାଙ୍କ ବାସଭବନରେ ରଶିଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।…

4 years ago

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ: ୪ଟି ସ୍ଥାନରେ ଏକକାଳୀନ ଚଢାଉ

କେସିଙ୍ଗା/ଭବାନୀପାଟଣା,୨୮।୧୨(ସ୍ବ.ପ୍ର.): ଭିଜିଲାନ୍ସ ହାତରେ ଧରା ପଡିଲେ କଳାହାଣ୍ଡି ଜିଲା ଭବାନୀପାଟଣା ପୌରପାଳିକାର ସହକାରୀ ନିର୍ବାହୀ ଯନ୍ତ୍ରୀ ସମୀର ଠାକୁର। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କ…

4 years ago

ଚଳନ୍ତା ହାଇଓ୍ବାରେ ଲାଗିଲା ନିଆଁ, ଡେଇଁ ପଡ଼ି ଜୀବନ ବଞ୍ଚାଇଲେ ଚାଳକ

ଭବାନୀପାଟଣା,୨୭।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ ବିଜୁ ଏକ୍ସପ୍ରେସ ଓ୍ବେର ଗଡିଆଯୋର ନିକଟରେ ଏେ ବାଲି ବୋଝେଇ ହାଇଓ୍ବାରେ ମଙ୍ଗଳବାର ନିଆଁ ଲାଗିଛି । ତେବେ ଗାଡିଟି ହୁତୁହୁତୁ…

4 years ago

ପରିଦର୍ଶନ କଲେ ଆୟର୍ଲାଣ୍ଡ ପ୍ରଫେସର ଲେଡିଆ ଗୁଜି

ଭବାନୀପାଟଣା,୨୭।୧୨(ସ୍ବ.ପ୍ର.): ଭବାନୀପାଟଣା ପୁରୁଣା ସିନେମା ହଲ ଛକଠାରେ ସମଗ୍ର ଶିକ୍ଷା କଳାହାଣ୍ଡି ପକ୍ଷରୁ ନିର୍ମିତ ଜନଜାତି ସାଧନ କେନ୍ଦ୍ର ସୋମବାର ୟୁନିଭରସିଟି ଅଫ ଆୟର୍ଲାଣ୍ଡର ପ୍ରଫେସର ଲେଡିଆ…

4 years ago

ଟ୍ରକ ଧକ୍କାରେ ଚାଲିଗଲା ଜୀବନ: ସ୍ଥାନୀୟ ଲୋକଙ୍କ ଉତ୍ତେଜନା, ରସ୍ତାରୋକୋ

ଭବାନୀପାଟଣା,୨୬।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ୨୬ନମ୍ବର ଜାତୀୟ ରାଜପଥ ଚାରବାହାଲ ଷ୍ଟେଟ ବ୍ୟାଙ୍କ ସମ୍ମୁଖରେ ସୋମବାର ଏକ ଟ୍ରକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

4 years ago

ବାଇକ୍‌ ଚୋରି, ସିସିଟିଭିରେ କଏଦ୍‌ ହେଲା ଦୃଶ୍ୟ

ଜୁନାଗଡ଼,୨୬।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ପୁରୁଣା ଷ୍ଟେଟବ୍ୟାଙ୍କ ନିକଟରେ ଥିବା ଏକ ଘର ସମ୍ମୁଖରୁ ଜଣେ ଦୁର୍ବୁତ୍ତ ବାଇକ ଚୋରି କରିଥିବା ଅଭିଯୋଗ ହୋଇଛି। ଚୋରି ଦୃଶ୍ୟ…

4 years ago

ବର୍ଷ ବର୍ଷ ଧରି ସୋଲାର ପମ୍ପ ଅଚଳ

ଲାଞ୍ଜିଗଡ଼,୨୬।୧୨(ଡି.ଏନ.ଏ.):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ପଞ୍ଚାୟତରେ ଶୌରଶକ୍ତି ଦ୍ୱାରା ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରାଯାଇଛି। ହେଲେ ବର୍ଷ ବର୍ଷ ଧରି ବନ୍ଦ ଥିବାରୁ ଲୋକେ…

4 years ago