କଳାହାଣ୍ଡି

କଳାକାର ହିଁ ବୁଝିପାରେ ଅନ୍ୟ କଳାକାରର ମନ: ରାପ୍‌ କଣ୍ଠଶିଳ୍ପୀ ଡୁଲେଶ୍ୱରଙ୍କୁ ସହାୟତାର ହାତ ବଢାଇଲେ ହ୍ୟୁମାନ ସାଗର

ଭବାନୀପାଟଣା,୧୯।୬ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ଡୁଲେଶ୍ୱର ତାଣ୍ଡି ଜଣେ ବିପ୍ଲବୀ ରାପ୍‌ ସଙ୍ଗୀତକାର। ସେ ସୋସିଆଲ ମିଡିଆରେ ବେଶ ଚର୍ଚ୍ଚିତ। ହେଲେ ତାଙ୍କ ପରିବାରର ଆର୍ଥତ୍କ ସ୍ଥିତି…

6 years ago

ଶକ୍ତିମନ୍ତ୍ରୀଙ୍କ ତାଗିଦ୍‌ ପରେ ମଣ୍ଡିରୁ ଉଠିଲା ଧାନ

ଜୁନାଗଡ,୧୮।୬(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକର ବିଭିନ୍ନ ମଣ୍ଡିକୁ ଜୁନାଗଡ ବିଧାୟକ ତଥା ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର ପରିଦର୍ଶନ କରିଛନ୍ତି। ମନ୍ତ୍ରୀ ଦିବ୍ୟଶଙ୍କର ପ୍ରଥମେ ବ୍ଲକର ଚାରବାହାଲ…

6 years ago

ବାପାଙ୍କ ସଂସ୍ପର୍ଶରେ ଆସି ଝିଅ ବି ହେଲେ କରୋନା ପଜିଟିଭ୍‌

ଭବାନୀପାଟଣା,୧୭।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ଜଣେ ୧୩ ବର୍ଷର ନାବାଳିକା କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ତାଙ୍କ ପଜିଟିଭ୍‌ ଥିବା ବାପାଙ୍କ ସଂସ୍ପର୍ଶରେ ଆସିଥିଲେ। ପରେ ତାଙ୍କ…

6 years ago

ରାଜସ୍ବ ଗଁ। ମାନ୍ୟତା ପାଇବାରୁ ବଞ୍ଚିତ ବାଞ୍ଜିପଦର

କର୍ଲାମୁଣ୍ଡା,୧୭।୬ (ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ସାପଲହରା ପଞ୍ଚାୟତ ଅର୍ନ୍ତଗତ ସାପଲହରା ରାଜସ୍ବ ଗ୍ରାମର ହାମ୍‌ଲେଟ ହେଉଛି ବାଞ୍ଜିପଦର। ବ୍ଲକ କାର୍ଯ୍ୟାଳୟଠାରୁ ୮ କି.ମି. ଦୂରରେ…

6 years ago

୬ବର୍ଷ ହେଲା ପାଇପ ଜଳଯୋଗାଣ ବନ୍ଦ

ଜୁନାଗଡ,୧୭।୬(ଡି.ଏନ୍‌.ଏ) - କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଦାସିଗଁ।ରେ ଗତ ୬ବର୍ଷ ହେଲା ଜଳ ଯୋଗାଣ ବନ୍ଦ ରହିଛି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।…

6 years ago

ମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ଧାନ ଉଠିଲା

ଜୁନାଗଡ,୧୬।୬(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବାଲିଛଡା ମଣ୍ଡିରେ ଗତ ୨ଦିନ ହେଲା ମିଲର୍ସଙ୍କ ଅବହେଳା ଯୋଗୁ ଟ୍ରକ ଆସୁ ନ ଥିବାରୁ ମଣ୍ଡିରୁ ଧାନ ଉଠୁ ନ…

6 years ago

ନକଟିଗୁଡାରେ ବିପିଏଲ ଲାଇଟର ଶୁଭାରମ୍ଭ: ଉପକୃତ ହେବେ ୧୧୬ ପରିବାର

ଜୁନାଗଡ,୧୫।୬(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ନକଟିଗୁଡା ପଞ୍ଚାୟତରେ ସୋମବାର ବିପିଏଲ ଲାଇଟର ଶୁଭାରମ୍ଭ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଜୁନାଗଡ ବିଧାୟକ ତଥା ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର…

6 years ago

ସଙ୍ଗରୋଧ କେନ୍ଦ୍ର ଛାଡିବାକୁ ଅନିଚ୍ଛୁକ ପ୍ରବାସୀ: ଘରକୁ ଗଲାବେଳେ କାନ୍ଦୁଛନ୍ତି

ଜୁନାଗଡ଼,୧୪।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ମହିଚଳା ସଙ୍ଗରୋଧ କେନ୍ଦ୍ରରେ ରହୁଥିବା ପ୍ରବାସୀମାନେ ଯିବାକୁ ଅନିଚ୍ଛୁକ ହେଉଛନ୍ତି। ମହିଚଳା ସରପଞ୍ଚ ଅଜୟ ବେହେରାଙ୍କ ଭଲପାଇବା ଏଭଳି…

6 years ago

ଅସହାୟ ଡମ୍ବରୁଙ୍କୁ ମିଳିଲା ଭତ୍ତା

କୋକସରା, ୧୩।୬ (ଡି.ଏନ.ଏ)-କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତର ଭିର୍କାପଡାରେ ରହୁଥିବା ବୃଦ୍ଧ ଡମ୍ବରୁଧର ସେଠୀ ଦମ୍ପତି ଅତି ଅସହାୟ ସ୍ଥିତିରେ ଭଙ୍ଗା ଦଦରା କୁଡ଼ିଆରେ…

6 years ago

୨ ମହିଳା ଡାକ୍ତର କରୋନା ପଜିଟିଭ: ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଶଟ୍‌ଡାଉନ ଘୋଷଣା

ଭବାନୀପାଟଣା/କେସିଙ୍ଗା, ୧୩।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ଶନିବାର ଆଉ ୩ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୨ଜଣ ମହିଳା ଡାକ୍ତର ରହିଛନ୍ତି।…

6 years ago