କଳାହାଣ୍ଡି

ବଡାଖାନା କାର୍ଯ୍ୟକ୍ରମ: ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଲେ ଅଧ୍ୟକ୍ଷ

କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ କହିଥିଲେ…

4 months ago

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ ୪…

4 months ago

ମହିଳାଙ୍କୁ ଦୁର୍ବ୍ୟବହାର ମହଙ୍ଗା ପଡ଼ିଲା, ସମ୍ପର୍କୀୟ ଶ୍ୱଶୁରଙ୍କୁ ଅଧାଲଣ୍ଡା କରି…

ଭବାନୀପାଟଣା, ୧୨ା୧୨ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ବାଦିଲି ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନିଜ ପଡ଼ାର ଜଣେ…

4 months ago

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର ଚଣ୍ଡୀ…

4 months ago

କର୍ଲାମୁଣ୍ଡାରେ ଖୋଲିଲା ମଣ୍ଡି, ପ୍ରଥମ ଦିନରେ କ୍ରୟ ହେଲା…

କର୍ଲାମୁଣ୍ଡା/ରିଷିଡ଼ା,୧୧ା୧୨(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଖରିଫ୍‌-୨୫ର ପ୍ରଥମ ଧାନମଣ୍ଡି କର୍ଲାମୁଣ୍ଡା ପାଣିପଞ୍ଚାୟତସ୍ଥିତ ପଡ଼ିଆଠାରେ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି।…

4 months ago

ଆଦିବାସୀ ମହିଳା ଶ୍ରମିକଙ୍କୁ ବଳାତ୍କାର କଲେ ଗାଁ ସାଥୀ, କାହା ଆଗରେ କହିଲେ ଜୀବନରୁ ମାରିଦେବି,ଏମିତି ଅଭିଯୋଗ ଆଣି ପୀଡ଼ିତା…

ଲାଞ୍ଜିଗଡ଼,୧୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ମହିଳା (୩୭)ଙ୍କୁ ବଳାତ୍କାର ଅଭିଯୋଗ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରି…

4 months ago

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ ଏଲପିଜି…

4 months ago

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି। ଏହି…

4 months ago

ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…

ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍‌ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ ନିଯୁକ୍ତି…

4 months ago

ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ

ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ ସ୍ଥାନୀୟ…

4 months ago