କଳାହାଣ୍ଡି

ଲୁଟି ନେଲେ ସୁନାଗହଣା, ନଗଦ ଟଙ୍କା

କୋକସରା,୨୬।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ଆମପାଣି ଥାନା ଅଧୀନ କାଉଡୋଳା ଗ୍ରାମରେ ଏକ ବଡ଼ଧରଣର ଡକାୟତି ହୋଇଛି। ଏ ନେଇ ପରିବାର ଲୋକଙ୍କ ପକ୍ଷରୁ ଥାନାରେ ଅଭିଯୋଗ ପରେ…

4 years ago

ଯବାନଙ୍କୁ ଦେଖି ଛତ୍ରଭଙ୍ଗ ଦେଲେ ମାଓବାଦୀ କମାଣ୍ଡର ନିଖିଲ

ଭବାନୀପାଟଣା,୨୬।୬(ସ୍ବ.ପ୍ର.): କଳାହାଣ୍ଡି-କନ୍ଧମାଳ ଜିଲା ସୀମାନ୍ତରେ ଗତ ଗୁରୁବାର ପୋଲିସ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏହି ଘଟଣାର ୩ ପରେ କଳାହାଣ୍ଡି ଜିଲା ମଦନପୁର ରାମପୁର…

4 years ago

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ବେସାହାରା ହେଲେ ଦୁଇ ପରିବାର

କୋକସରା,୨୫ା୬(ଡି.ଏନ୍‌.ଏ.): ଲଗାଣ ବର୍ଷାରେ ଦୁଇ ପରିବାରର ମାଟିଘର ଭାଙ୍ଗିଯାଇଛି। ଫଳରେ ଏବେ ଅସହାୟ ଅବସ୍ଥାରେ ସରକାରୀ ସହାୟତା ଲୋଡୁଛନ୍ତି ବିପନ୍ନ ପରିବାର। କଳାହାଣ୍ଡି ଜିଲା କୋକସରା ବ୍ଲକ…

4 years ago

ଟଙ୍କା ନେବାକୁ ଆସି ଧରାପଡ଼ିଲେ ୨ ନକଲି ମାଓବାଦୀ

ଭବାନୀପାଟଣା,୨୫।୬(ସ୍ବ.ପ୍ର.): ମାଓବାଦୀଙ୍କ ନାଁରେ ଲୋକଙ୍କୁ ଭୟ ଦେଖାଇବା ସହ ଧମକାଇ ଟଙ୍କା ଆଦାୟ କରିବା ଅଭିଯୋଗରେ କଳାହାଣ୍ଡି ପୋଲିସ ୨ଜଣଙ୍କୁ ଗିରଫ କରିଛି। ଗିରଫ ୨ଜଣ ହେଲେ…

4 years ago

ଭିଜିଲାନ୍ସ ଜାଲରେ ବିଇଓ ଅଫିସର ମୁଖ୍ୟ କିରାଣୀ, ଲାଞ୍ଚ ନେଲା ବେଳେ…

ଭବାନୀପାଟଣା,୨୪।୬(ସ୍ବ.ପ୍ର.): କଳାହାଣ୍ଡି ଜିଲା କଲମପୁର ବ୍ଲକ ବିଇଓ ଅଫିସର କାର୍ଯ୍ୟରତ ମୁଖ୍ୟ କିରାଣୀ ଯୁଧିଷ୍ଠିର ହରିଜନ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ…

4 years ago

ଯବାନ-ମାଓବାଦୀ ଗୁଳିବିନିମୟ

ଭବାନୀପାଟଣା,୨୩।୬(ସ୍ବ.ପ୍ର): କଳାହାଣ୍ଡି-କନ୍ଧମାଳ ଜିଲା ସୀମାନ୍ତ ମଦନପୁର ରାମପୁର ଥାନା ଅଧୀନ ଲୁବେନଗଡ଼ ନିକଟରେ ଥିବା ମୁଣ୍ଡାମସ୍କା ସଂରକ୍ଷିତ ଜଙ୍ଗଲରେ ଯବାନ ଏବଂ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି।…

4 years ago

ଏସିଡ୍‌ ମାଡ଼ରେ ୨ ଗୁରୁତର

ଜୁନାଗଡ଼,୨୩।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ସହର ଗୋତିପଡ଼ା ରାମମନ୍ଦିର ଛକନିକଟରେ ଏସ୍‌ିଡ ମାଡ଼ରେ ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଗୋତିପଡ଼ାର ମୋହନଲାଲ ବିଶି…

4 years ago

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଭୁଲ୍‌ ତଥ୍ୟ ଦେବା ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା

କର୍ଲାମୁଣ୍ଡା,୨୩ା୬(ଡି.ଏନ୍‌.ଏ.): ବାସହୀନଙ୍କ ପାଇଁ ଘର ଯୋଗାଇବା ଉଦ୍ଦେଶ୍ୟରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ଯୋଜନା କରୁଥିଲେ ହେଁ ସରକାରୀ ଅଧିକାରୀମାନଙ୍କ ଆନ୍ତରିକତା ଅଭାବରୁ ଯୋଗ୍ୟ…

4 years ago

ନିଲାମ ହେବ ସର୍ବସାଧାରଣ ସମ୍ପତ୍ତି

କୋକସରା,୨୨ା୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ପଞ୍ଚାୟତ ନିୟନ୍ତ୍ରଣ ଓ ପରିଚାଳନା ଅଧୀନରେ ଥିବା ସର୍ବସାଧାରଣ ସମ୍ପତ୍ତି ଯଥା ହାଟ, ବଜାର,ପୋଖରୀ, କଟା,ଫଳ ବଗିଚା ଇତ୍ୟାଦିକୁ…

4 years ago

ଲଗାଣ ବର୍ଷାରେ ଭାଙ୍ଗିଲା ଘର; ଆବାସ ଯୋଜନାରେ ଗୃହ ଯୋଗାଇଦେବାକୁ ବିଡିଓଙ୍କୁ ଗୁହାରି

କୋକସରା,୨୧।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ରେଙ୍ଗାଳପାଲି ପଞ୍ଚାୟତ ପାଣିଗାଁର ମକରଧଜ ମହାନ୍ତିଙ୍କ ଘରର କାନ୍ଥ ଲଗାଣ ବର୍ଷା କାରଣରୁ ଭାଙ୍ଗି ପଡିଛି। ଫଳରେ ପରିବାର ଅତି…

4 years ago