କଳାହାଣ୍ଡି

ମହୁଲ ପୋଚ ସହ ରନ୍ଧା ମଦ ନଷ୍ଟ କଲା ଅବକାରୀ ବିଭାଗ

ଜୁନାଗଡ,୨୪।୪(ଡି.ଏନ୍‌.ଏ.)-କଳାହାଣ୍ଡି ଜୁନାଗଡ ବ୍ଲକ ହରଡଗୁଡା ଗ୍ରାମ ନିକଟ ନଦୀକୂଳରେ ଦେଶୀ ହାତରନ୍ଧା ମଦ ତିଆରି ହେଉଥିବା ଖବର ପାଇ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଚଢାଉ କରାଯାଇଥିଲା।…

6 years ago

କରୋନା ସହାୟତା: ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧ଲକ୍ଷ ୭୨ହଜାର ପ୍ରଦାନ

କେସିଙ୍ଗା, ୨୪।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୁଲତା ସମାଜ ପକ୍ଷରୁ ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡକୁ ୫୧ ହଜାର ଓ ମୁଖ୍ୟମନ୍ତ୍ରୀ ରିଲଫ ଫଣ୍ଡକୁ ୧ ଲକ୍ଷ ୨୧ ହଜାର…

6 years ago

ଧାନ ସଂଗ୍ରହ ବ୍ୟବସ୍ଥାକୁ ସୁଗମ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି

ଭବାନୀପାଟଣା,୨୪।୪(ସ୍ବ.ପ୍ର)-ମହାମାରୀ କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସାରାଦେଶରେ ଲକ୍‌ ଡାଉନ ଜାରି ରହିଛି। ଏପରି ସ୍ଥିତିରେ ରାଜ୍ୟର ଆର୍ଥିକ ମେରୁଦଣ୍ଡ ସାଜିଥିବା ଚାଷୀକୂଳ ଘୋର ସଙ୍କଟ…

6 years ago

ଚୋରି ସାମଗ୍ରୀ ସହିତ ଚୋର ଗିରଫ

ଜୁନାଗଡ,୨୩।୪(ଡି.ଏନ୍‌.ଏ)- କଳାହାଣ୍ଡି ଜିଲା ଜୁନାଗଡ ଥାନା ବୋଦେଲ ଗ୍ରାମର ଅଜିତ ପଟେଲଙ୍କ ମୋଟର ପମ୍ପ, ଗ୍ୟାସ ସିଲିଣ୍ଡର ଓ ଚୂଲା ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ…

6 years ago

ସଙ୍ଗରୋଧ ଗୃହରୁ ୨୫ଶ୍ରମିକ ଫେରାର

ଭବାନୀପାଟଣା/କୋକସରା,୨୩।୪(ସ୍ବ.ପ୍ର/ଡି.ଏନ୍‌.ଏ.): ଲକ୍‌ଡାଉନକୁ କଡାକଡି କରିବା ପାଇଁ ପ୍ରତି ଜିଲା ସୀମାନ୍ତରେ ପାଟ୍ରୋଲିଂ ବ୍ୟବସ୍ଥା ସହ ଧରପଗଡ଼ ଜାରି ରହିଛି। ଏହି କ୍ରମରେ ନବରଙ୍ଗପୁର-କଳାହାଣ୍ଡି ଜିଲା ସୀମାନ୍ତ କୋକସରା…

6 years ago

ଲାଞ୍ଜିଗଡ ବେଦାନ୍ତ ଚିକିତ୍ସାଳୟ ଦ୍ୱାରା ଟେଲିମେଡିସିନ ସେବା ଆରମ୍ଭ

ଲାଞ୍ଜିଗଡ,୨୩।୪(ଡି.ଏନ୍‌.ଏ):ସାମ୍ପ୍ରତିକ ପରିସ୍ଥିତିରେ କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ନେଇ ସରକାରଙ୍କ ତରଫରୁ ସ୍ବାସ୍ଥ୍ୟ କ୍ଷେତ୍ରରେ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏଣୁ ଲାଞ୍ଜିଗଡସ୍ଥିତ ବେଦାନ୍ତ ଆଲୁମିନା ରିଫାଇନାରୀ ମଧ୍ୟ…

6 years ago

ଅସହାୟଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା,୨୨।୪(ସ୍ବ.ପ୍ର): କରୋନା ମହାମାରୀ ଯୋଗୁଁ ସାରାଦେଶରେ ତାଲାବନ୍ଦ ଜାରିରହିଛି। ଏଥିପାଇଁ ଅନେକ ଗରୀବ ଲୋକ ପ୍ରଭାବିତ ହୋଇଛନ୍ତି। ଯାହାଫଳରେ ସେମାନଙ୍କ ଚଳିବା କଷ୍ଟକର ହୋଇପଡିଛି। ଏପରି ଘଡିସନ୍ଧି…

6 years ago

କରୋନା ସହାୟତା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୫ହଜାର ଟଙ୍କା ପ୍ରଦାନ

କେସିଙ୍ଗା, ୨୨।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ତୁର୍ଲାଖମନ ପଞ୍ଚାୟତ ଅଧୀନ ଲିମଗାଁରେ ଥିବା ଦୀପ୍ତିଦାନ ଚର୍ଚ୍ଚ ପକ୍ଷରୁ ୨୫ ହଜାର ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ…

6 years ago

ଦୁର୍ଘଟଣାରେ ବାପାର ଜୀବନ ଗଲା, ବର୍ତ୍ତିଗଲେ ୪ ବର୍ଷର ଶିଶୁପୁତ୍ର

ମ.ରାମପୁର,୨୨।୪(ଡଢି.ଏନ.ଏ.) କଳାହାଣ୍ଡି ଜିଲା ମ:ରାମପୁରଠାରୁ ୨କି.ମି. ଦୂର ତୁଜୁଙ୍ଗ ନିକଟରେ ରାସ୍ତା ପାଶର୍‌ବ ଏକ ଗଛରେ ଗୋଟିଏ ବାଇକ୍‌ (ଓଡି ୦୮ କେ ୮୩୬୬)ର ଧକ୍କା ଘଟିଛି।…

6 years ago

ଲକ୍‌ ଡାଉନ ସମୟରେ ସହଯୋଗର ହାତ ବଢାଇଲା ଡାକବିଭାଗ

ଭବାନୀପାଟଣା,୨୨।୪(ସ୍ବ.ପ୍ର)- କରୋନା ଭୁତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ଗତ ୨୪ତାରିଖଠୁ ଦେଶରେ ଲକ୍‌ଡାଉନ ଜାରି ରହିଛି। ଏହାଦ୍ୱାରା ଅନେକ ଗରୀବ ଅସହାୟ ଲୋକଙ୍କ ଜୀବନ ଶୈଳୀ…

6 years ago