ଧର୍ମଗଡ଼,୧।୨(ଡି.ଏନ୍.ଏ.): ନିର୍ବାଚନ ଆଚରଣବିଧି ଉଲ୍ଲଂଘନ କରିବା ପଡ଼ିଛି ମହଙ୍ଗା। ସରପଞ୍ଚ ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦିତା କରୁଥିବା ସ୍ତ୍ରୀଙ୍କ ପୋଷ୍ଟରରେ ନିଜର ଫଟୋ ରଖି ନିଲମ୍ବିତ ହୋଇଛନ୍ତି କଳାହାଣ୍ଡିର…
କେସିଙ୍ଗା, ୧।୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦରେ ନୂତନ ନିର୍ବାହୀ ଅଧିକାରିଣୀ ଭାବେ କିରଣ ବେହେରା ଯୋଗଦାନ କରିଛନ୍ତି। ସେ ପ୍ରଥମେ ୨୦୨୧ ମାର୍ଚ୍ଚ…
ଭବାନୀପାଟଣା,୩୧।୧(ସ୍ବ.ପ୍ର.): ‘ଧରିତ୍ରୀ’ର କଳାହାଣ୍ଡି ଜିଲା ପ୍ରତିନିଧି ସଞ୍ଜୀବ କୁମାର ଯୋଷୀଙ୍କ ରବିବାର ସନ୍ଧ୍ୟା ୭ଟା ୪୦ ମିନିଟ୍ରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ପରଲୋକ ହୋଇଯାଇଛି। ତାଙ୍କୁ ୫୬…
କର୍ଲାମୁଣ୍ଡା,୩୦ା୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଚଳିତ ପଞ୍ଚାୟତ ନିର୍ବାଚନରେ ଅନେକ ପୁରୁଣା ମୁହଁ ପ୍ରାର୍ଥୀ ହୋଇଥିବା ବେଳେ ବ୍ଲକର ସରଗୁଲ ମାଲପଡ଼ା ପଞ୍ଚାୟତରେ ସମିତିସଭ୍ୟ ପଦବୀ…
କୋକସରା,୨୯ା୧(ଡି.ଏନ୍.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବିଗୁଲ୍ ବାଜି ସାରିଛି। ଦଳୀୟ ପ୍ରାର୍ଥୀଙ୍କୁ ବିଜୟୀ କରିବା ପାଇଁ ଛାମୁଆ ନେତା ଭୋଟରଙ୍କ ଦୁଆର ମୁହଁରେ ମନାଇବାରେ ବ୍ୟସ୍ତ।…
କୋକସରା,୨୯ା୧(ଡି.ଏନ୍.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରଣକ୍ଷେତ୍ର ପ୍ରସ୍ତୁତ ସରିଛି। ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ପ୍ରକାଶ ପାଇଛି ପ୍ରାର୍ଥୀଙ୍କ ଚୂଡ଼ାନ୍ତ ତାଲିକା। କୋକସରା ବ୍ଲକ ୨୨ ପଞ୍ଚାୟତର…
କର୍ଲାମୁଣ୍ଡା,୨୭ା୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ୧୪୩ ଟି ଓ୍ବାର୍ଡ ରହିଛି। ସେଥିମଧ୍ୟରୁ ଚଳିତ ପଞ୍ଚାୟତ ନିର୍ବାଚନରେ ରାଜପୁର ପଞ୍ଚାୟତର ସରପଞ୍ଚ ଭାବେ କୌଶଲ୍ୟା…
ଜୁନାଗଡ,୨୬।୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୁନାଗଡ ପୋଲିସ ବୁଧବାର ସକାଳେ ଏକ ବସ୍ରେ ଗଞ୍ଜେଇ ଚାଲାଣ ଉପରେ ଚଢାଉ କରିଛି। ଏଥିରେ ୨ଜଣଙ୍କୁ ଗିରଫ କରିଛି। ପରେ ଥାନାକୁ…
ଭବାନୀପାଟଣା,୨୨।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସାରେ ଅବହେଳା ଯୋଗୁ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତ ମହିଳା…
କୋକସରା,୨୧ା୧(ଡି.ଏନ.ଏ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ୧୭ ତାରିଖରୁ ୨୧ ପର୍ଯ୍ୟନ୍ତ କୋକସରା ବ୍ଲକରେ ୨୨ ପଞ୍ଚାୟତ ପାଇଁ…