କଳାହାଣ୍ଡି

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର 'ଡୋକରୀଦର' ଝରଣା ନିକଟରେ…

3 months ago

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

3 months ago

ଅବ୍ୟବସ୍ଥା ଘେରରେ ବିଦ୍ୟାଳୟ: ୪ ବର୍ଷ ବିତିଯାଇଥିଲେ ସୁଦ୍ଧା ସମ୍ପୂର୍ଣ୍ଣ ହୋଇନାହିଁ ଶ୍ରେଣୀଗୃହ

କେସିଙ୍ଗା,୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ଗ୍ରାମସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗତ ୨୪.୭.୧୯୮୩ରେ ସ୍ଥାପିତ ହୋଇଛି। ଏହି ବିଦ୍ୟାଳୟରେ ତତ୍କାଳୀନ…

3 months ago

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

3 months ago

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

3 months ago

କର୍ଲାମୁଣ୍ତା କଅଁସିଲ ଗ୍ରାମରେ ଫେଲ୍ ମାରିଛି ବସୁଧା ଯୋଜନା, ବିଡ଼ିଓଙ୍କ ଦ୍ବାରସ୍ଥ ହେଇ ଗ୍ରାମବାସୀ କହିଲେ….

ରିଷିଡା,୧।୭(ସୁଶାନ୍ତ ମଲ୍ଲିକ): ବିଡ଼ିଓଙ୍କ ଦ୍ବାରସ୍ଥ ହେଲେ କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ କଅଁସିଲ ଗ୍ରାମର ଗ୍ରାମବାସୀ। ଲୋକଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇବାକୁ ସରକାରଙ୍କ 'ବସୁଧା ଯୋଜନା'…

3 months ago

ସଚେତନ ନାଗରିକ ମଞ୍ଚର ନୂତନ କର୍ମକର୍ତ୍ତା: ଗୋବିନ୍ଦ ବନଛୋରନ ସଭାପତି, ଉପସଭାପତି ହେଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂଆ କମିଟି ଆର୍‌ଏମ୍‌ସିର ସଭାଗୃହରେ ପୂର୍ବତନ ସଭାପତି ଚିତ୍ତରଞ୍ଜନ ଭୋଇଙ୍କ ସଭାପତିତ୍ୱରେ ସଭା…

3 months ago

ଡାକ୍ତର ଦିବସ; କଳାହାଣ୍ଡିରେ ସ୍ୱାସ୍ଥ୍ୟ ସେବା ଠପ୍, ରୋଗୀ ହନ୍ତସନ୍ତ

ଭବାନୀପାଟଣା,୧।୭(ଉତ୍ତମ କୁମାର ଦାଶ): ଜାତୀୟ ଡାକ୍ତର ଦିବସରେ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ବୁଧବାର ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ…

3 months ago

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

3 months ago

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

3 months ago