କଳାହାଣ୍ଡି

ମହିଳା ବିଷ ପିଇ ମୃତ୍ୟୁ ଘଟଣା: ସ୍ବାମୀ କୋର୍ଟ ଚାଲାଣ

କୋକସରା,୧୩ା୫(ଡି.ଏନ୍‌.ଏ.): ବିଷ ପିଇ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ମୃତ ଝିଅଙ୍କ ବାପା ପରୀକ୍ଷିତ ନାଏକ କୋକସରା ଥାନାରେ ଜ୍ବାଇଁ ଘାସିରାମଙ୍କ ନାଁରେ ଝିଅକୁ…

1 year ago

ପାରିବାରିକ କଳହରେ ବିଷ ପିଇ ଜୀବନ ହାରିଲେ ବିବାହିତା ମହିଳା

କୋକସରା,୧୨।୫(ଡି.ଏନ.ଏ) ପାରିବାରିକ କଳହ ଅସହ୍ୟ ହେବାରୁ ମାନସିକ ଚାପରେ ଆସି କୀଟନାଶକ ଔଷଧ ପିଇ ବିବାହିତ ମହିଳା ଆତ୍ମହତ୍ୟା କରିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ…

1 year ago

୫ ବର୍ଷ ହେଲା ଶେଷ ହେଉନି ପୋଲ କାମ

କେସିଙ୍ଗା, ୧୨।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଗ୍ରାମ୍ୟ ଉନ୍ନୟନ ଡିଭିଜନ ଅନ୍ତର୍ଗତ ମଶାଣିବନ୍ଧ ଓ ଭମରମାଲ ସଂଯୋଗ କରୁଥିବା ଦେହେରେନ୍‌ ଯୋର ଆଜକୁ ୫ବର୍ଷ ହେଲା ଅର୍ଦ୍ଧନିର୍ମିତ…

1 year ago

୭ ଦିନ ହେଲା ଜଳ ଯୋଗାଣ ବନ୍ଦ

ଲାଞ୍ଜିଗଡ଼,୯।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ଼ ସହରରେ ଆଜକୁ ୭ ଦିନ ହେଲା ପୁଣି ଜଳ ସଙ୍କଟ ଦେଖା ଦେଇଛି। ପାଇପରେ ଆସୁଥିବା ପାଣି ସମ୍ପୂର୍ଣ୍ଣ…

1 year ago

ସମନ୍ବିତ ଶିଶୁ ବିକାଶ ଯୋଜନା ବାଟବଣା

ଭବାନୀପାଟଣା,୧୦ା୫(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ସମନ୍ବିତ ଶିଶୁ ବିକାଶ ଯୋଜନା କାର୍ଯ୍ୟକାରୀ ହେବାର ଦୀର୍ଘ ବର୍ଷ ବିତିଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଶିଶୁଙ୍କ ସୁରକ୍ଷା ଦିଗରେ ବିଶେଷ ଧ୍ୟାନ…

1 year ago

ମାଓବାଦୀ-ପୋଲିସ ଗୁଳି ବିନିମୟ: ୩ ମାଓବାଦୀ ନିହତ

ମ.ରାମପୁର,୯।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ମ. ରାମପୁର ବନାଞ୍ଚଳ ଟାପରଙ୍ଗ ସଂରକ୍ଷିତ ଜଙ୍ଗଲରେ ମଙ୍ଗଳବାର ମାଓବାଦୀ ଓ ପୋଲିସ ମଧ୍ୟରେ ଗୁଳି ବିନିମୟ ଘଟିଥିବା ସୂଚନା ମିଳିଛି। ଏଥିରେ…

1 year ago

ଲୁଚି ଗାଁକୁ ଫେରିଲେ ୩୦ ଦାଦନ ଶ୍ରମିକ

ଭବାନୀପାଟଣା,୮।୫(ସ୍ବ.ପ୍ର.): ତେଲଙ୍ଗାନାରେ କାମ କରିବାକୁ ଯାଇ ସେଠାରେ ନିର୍ଯାତିତ ହେବା ଯୋଗୁ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ଶ୍ରମିକ ଲୁଚି ଗାଁକୁ…

1 year ago

ନର୍ଲା ଡାକ୍ତରଖାନାରେ ନାହାନ୍ତି ବିଶେଷଜ୍ଞ ଡାକ୍ତର

ପଲମ,୬।୫ (ଡି.ଏନ୍‌.ଏ.) କଳାହାଣ୍ଡି ଜିଲା ନର୍ଲା ସରକାରୀ ଡାକ୍ତରଖାନାରେ ନାହଁ।ନ୍ତି ବିଶେଷଜ୍ଞ ଡାକ୍ତର। ରାଜ୍ୟ ସରକାର ସବୁବେଳେ ମହିଳା ଓ ସେବା ପ୍ରତି ସବୁ ସମୟରେ ପ୍ରାଥମିକତା…

1 year ago

ଆସନ୍ତା ୧୫ ଯାଏ ବଢ଼ିପାରେ ରବି ଜଳସେଚନ ଅବଧି

ଭବାନୀପାଟଣା,୫ା୫(ସ୍ବ.ପ୍ର): କଳାହାଣ୍ଡି ଜିଲା ଇନ୍ଦ୍ରାବତୀ ଜଳଭଣ୍ଡାରରୁ ଗତ ଜାନୁଆରୀ ୬ରୁ ରବି ଜଳସେଚନ ଆରମ୍ଭ ହୋଇଥିଲା। ଆସନ୍ତା ୬ରେ ଏହାର ଅବଧି ସରିବାକୁ ଥିବା ବେଳେ ଚାଷୀଙ୍କ…

1 year ago

୫୦୦ ଟଙ୍କା ଭତ୍ତା ପାଇଁ ୫ କିଲୋମିଟର ଚାଲିଲେ ବୃଦ୍ଧା

ଭବାନୀପାଟଣା,୩।୪(ସ୍ବ.ପ୍ର.): ଭତ୍ତା ପାଇଁ ସଂଘର୍ଷ। କଳାହାଣ୍ଡି ଜିଲାରୁ ପୁଣି ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। ଯେଉଁଠି ୫୦୦ ଟଙ୍କା ଭତ୍ତା ପାଇଁ ୫ କିଲୋମିଟର ଚାଲିକି…

1 year ago