କଳାହାଣ୍ଡି

କଶ୍ମୀରର ଭ୍ରମ ସୃଷ୍ଟି କରୁଛି ଆମପାଣି

କୋକସରା,୬ା୪(ଡି.ଏନ୍‌.ଏ.):  କିଛିଦିନ ହେବ କୋକସରା ବ୍ଲକ ଅଞ୍ଚଳରେ ଅପରାହ୍ନରେ ଝଡ଼ ତୋଫାନ ସହ ତୁହାକୁତୁହା ବର୍ଷା ଲାଗି ରହିଛି। ଗୁରୁବାର ଅପରାହ୍ନରେ ବ୍ଲକର ଆମପାଣି, ବଡ଼ ପୋଡ଼ାଗୁଡ଼ା,ବରାଡଙ୍ଗା…

1 year ago

ବିଲରେ କାମ କରୁଥିବା ବେଳେ ବଜ୍ରପାତ: ଜଣେ ମୃତ, ଜଣେ ଗୁରୁତର

କୋକସରା,୬ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଧଅଁରପୁର ପଞ୍ଚାୟତ ଆମ୍ବଗୁଡ଼ା ଗ୍ରାମରେ ଗୁରୁବାର ଅପରାହ୍ନରେ ପଶ୍ଚିମା ଝଡ଼ ପ୍ରଭାବରେ ହଠାତ ଝଡ଼ବର୍ଷା ସହ ବଜ୍ରପାତ ହୋଇଥିଲା।…

1 year ago

କଳାହାଣ୍ଡି ମେଡିକାଲ କଲେଜରେ ଆରମ୍ଭ ହେବ ପାଠପଢ଼ା

ଭବାନୀପାଟଣା,୬ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ସରକାରୀ ମେଡିକାଲ କଲେଜରେ ଚଳିତବର୍ଷ ପାଠପଢ଼ା ଆରମ୍ଭ ହେବ। ୧୦୦ଟି ଏମ୍‌ବିବିଏସ୍‌ ସିଟ୍‌ ଲାଗି ଅନୁମତି ମିଳିଥିବା ନ୍ୟାଶନାଲ ମେଡିକାଲ କମିଶନ…

1 year ago

କେସିଙ୍ଗା ପୋଲିସ ଦ୍ୱାରା ଡକାୟତ ଦଳ କାବୁ

କେସିଙ୍ଗା,୬ା୪(ଡି.ଏନ.ଏ.): ମଙ୍ଗଳବାର ରାତିରେ ସ୍ଥାନୀୟ ପୋଲିସ କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ଅଧୀନ ପୋଡଖମ୍ବ ଗ୍ରାମ ନିକଟରୁ ଏକ ଡକାୟତ ଦଳକୁ କାବୁ କରିଛନ୍ତି। ସେମାନଙ୍କ…

1 year ago

ଲାଇଫ୍‌ ଲାଇନ ପାଲଟିଛି ହାଲେର ଯୋର

ଭବାନୀପାଟଣା,୬।୪(ସ୍ବ.ପ୍ର.): କଳାହାଣ୍ଡି ଜିଲାର ପନିପରିବାର ଗାଁ କହିଲେ ଜୁନାଗଡ ବ୍ଲକର କେଲିଆକୁ ବୁଝାଏ। କାରଣ ଏହି ଗଁା ବର୍ଷ ତମାମ ଜିଲାର ବିଭିନ୍ନ ଅଞ୍ଚଳକୁ ପନିପରିବା ଯୋଗାଣ…

1 year ago

କଳାହାଣ୍ଡି ରାଇସ ମିଲର୍ସ ଆସୋସିଏଶନ ପକ୍ଷରୁ ଗଣଧାରଣା

କେସିଙ୍ଗା,୪।୪(ଡି.ଏନ.ଏ.): ଚାଉଳ ନ କିଣିବାରୁ କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଏଫସିଆଇର ମୁଖ୍ୟ ଗେଟ୍‌ରେ କଳାହାଣ୍ଡି ଜିଲା ମିଲର୍ସ ଆସୋସିଏଶନ ପକ୍ଷରୁ ମଙ୍ଗଳବାର ଗଣଧାରଣା ଦେଇଥିବା ଜଣାପଡ଼ିଛି। କେସିଙ୍ଗା…

1 year ago

ଅଭିଯୁକ୍ତଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ

ଭବାନୀପାଟଣା,୪।୪(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଞ୍ଚଳରେ ୨୦୨୦ରେ ନିଜ କକାଙ୍କୁ ପୁତୁରା ଛୁରି ଭୁଶିବା ଘଟଣାର ରାୟ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ ସମସ୍ତ…

1 year ago

ଟେଲିସ୍କୋପ୍‌ ଲେନ୍ସରେ ଛାତ୍ରୀଛାତ୍ରଙ୍କୁ ବିଜ୍ଞାନ ଶିକ୍ଷା

କର୍ଲାମୁଣ୍ଡା,୩।୪(ଡି.ଏନ୍‌.ଏ.): ମହାକାଶ ବିଜ୍ଞାନ ପ୍ରତି ଗ୍ରାମାଞ୍ଚଳ ଛାତ୍ରୀଛାତ୍ର କିପରି ଆକର୍ଷିତ ହେବେ ସେନେଇ ଆଗେଇ ଆସିଛନ୍ତି ଜଣେ ଉଦୀୟମାନ ଯୁବ ପିଏଚ୍‌ଡି (କୋଷ ବିଜ୍ଞାନ) ଛାତ୍ର ପରେଶ୍‌…

1 year ago

ଚାଷ ଦେଲା ପରିଚୟ

ଭବାନୀପାଟଣା,୩।୪(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚାରଭାଟି ପଞ୍ଚାୟତ କାଦୋପଦର ଗ୍ରାମର ଯୁଧିଷ୍ଠିର ମାଝୀ ଏବଂ ତାଙ୍କର ସ୍ତ୍ରୀ ପ୍ରେମଶିଲା ଏବେ ବିଭିନ୍ନ ପ୍ରକାର ପନିପରିବା ଚାଷ…

1 year ago

ଦୁର୍ଦ୍ଦିନରେ ଦିନ କାଟୁଛନ୍ତି ବିଧବା ମଞ୍ଜୁଙ୍କ ପରିବାର

ପଲମ,୩।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ ରୁପ୍ରା ପଞ୍ଚାୟତସ୍ଥିତ ଟୁଟିଙ୍ଗ ଗ୍ରାମରେ ଅସହାୟ ଅବସ୍ଥାରେ ରହୁଛନ୍ତି ବିଧବା ମଞ୍ଜୁ ଦୁର୍ଗା(୫୦)ଙ୍କ ପରିବାରବର୍ଗ। ପରିବାର ପ୍ରତିପୋଷଣ କରିବା ପାଇଁ…

1 year ago