କଳାହାଣ୍ଡି

ଗାଁକୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ

କୋକସରା,୫।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମୂଷାପାଳି ପଞ୍ଚାୟତ ବଗଡିଆପଡ଼ାର ଜୟଲାଲ ରାଉତଙ୍କ ପୁଅ ଚନ୍ଦ୍ରମଣି ରାଉତ(୨୭) ଗତ ସପ୍ତାହରେ ଆନ୍ଧ୍ରପ୍ରଦେଶ ନିଜାମାବାଦକୁ ଦାଦନ ଖଟିବାକୁ ଯାଇଥିଲେ।…

2 years ago

ଗାଧୋଇବାକୁ ଆସି କେନାଲରେ ଭାସିଗଲେ ଯୁବକ

କୋକସରା,୩।୧୧(ଡି.ଏନ୍‌.ଏ.): ଗାଧୋଇବାକୁ ଆସି ଜଣେ ଯୁବକ ଇନ୍ଦ୍ରାବତୀ ବାମ କେନାଲରେ ଭାସି ଗୁରୁବାର ନିଖୋଜ ହୋଇଯାଇଥିବା ଜଣାପଡିଛି। ଦମକଳ ବିଭାଗ ଉଦ୍ଧାର କାର୍ଯ୍ୟ ଜାରି ରଖିଛି ।…

2 years ago

ଆଜବେଷ୍ଟସ ଭାଙ୍ଗି ଲକ୍ଷାଧିକ ଟଙ୍କାର ଦାମୀ ମୋବାଇଲ, ନଗଦ ଟଙ୍କା ଲୁଟ୍‌

କୋକସରା,୩।୧୧(ଡି.ଏନ୍‌.ଏ.): କୋକସରା ବସ୍‌ଷ୍ଟାଣ୍ଡରେ ଥିବା ମହାପାତ୍ର ଫେନ୍ସି ଦୋକାନ ଆଜବେଷ୍ଟସ ଭାଙ୍ଗି ବୁଧବାର ବିଳମ୍ବିତ ରାତିରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କାର ମୋବାଇଲ ଫୋନ…

2 years ago

ଯୌତୁକ ହତ୍ୟା ମାମଲାର ରାୟ ପ୍ରକାଶ: ସ୍ବାମୀ, ଶ୍ୱଶୁର, ନଣନ୍ଦଙ୍କୁ ୧୪ ବର୍ଷ ଜେଲ୍‌ ଦଣ୍ଡାଦେଶ

ଭବାନୀପାଟଣା,୨ା୧୧(ସ୍ବ.ପ୍ର.): କଳାହାଣ୍ଡି ଜିଲା କେଗାଁ ଥାନା ଅନ୍ତର୍ଗତ ଡଙ୍ଗାପଖାନ ଗ୍ରାମରେ ୨୦୧୪ରେ ହୋଇଥିବା ଯୌତୁକ ଜନିତ ହତ୍ୟା ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ଏହି ମାମଲାରେ…

2 years ago

ନିଜାମବାଦରେ ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୨ା୧୧(ଡି.ଏନ୍‌.ଏ.): ଦାଦନ ଖଟିବାକୁ ଯାଇ ପୁଣି ଜଣେ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଛି। ଟ୍ରାକ୍ଟର ଓଲଟିବା ଫଳରେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। କଳାହାଣ୍ଡି ଜିଲା…

2 years ago

ନିମ୍ନମାନର କାମ ନେଇ ଅଭିଯୋଗ

କେସିଙ୍ଗା,୩୧।୧୦(ଡି.ଏନ.ଏ.): ରାଜ୍ୟର ପ୍ରତ୍ୟେକ ବ୍ଲକରେ ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ସରକାର ଲକ୍ଷ ଲକ୍ଷ ଟଙ୍କା ମଞ୍ଜୁର କରୁଛନ୍ତି। ଏହିକ୍ରମରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ…

2 years ago

ଭୁଶୁଡ଼ିଲା ପୋଲ, ଖସିପଡ଼ିଲା ୨ ଚଳନ୍ତା କାର୍‌: ୫ ଆହତ

ଭବାନୀପାଟଣା,୩୦।୧୦(ସ୍ବ.ପ୍ର.): ପୋଲ ଭୁଶୁଡି ପଡିବାରୁ ୨ ଚଳନ୍ତା କାର୍‌ ବ୍ରିଜ୍‌ ତଳକୁ ଖସିପଡିଛି। ଏପରି ଏକ ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲା ଭବାନୀପାଟଣା ସହର ନିକଟ…

2 years ago

ଗ୍ରାହକ ସେବାକେନ୍ଦ୍ରରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି

କର୍ଲାମୁଣ୍ଡା,୩୦ା୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ସମ୍ମୁଖରେ ଥିବା ଗ୍ରାହକ ସେବାକେନ୍ଦ୍ରରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀଗୁଡ଼ିକ ଶନିବାର ରାତିରେ ଦୁର୍ବୃତ୍ତମାନେ ଚୋରି କରିଥିବା…

2 years ago

ଚକଡ଼ା ରୋଗ ପୋକ ଯୋଗୁ ସର୍ବସ୍ବାନ୍ତ ହେଲେଣି ଚାଷୀ: କ୍ଷତିପୂରଣ ପାଇଁ ତହସିଲଦାର-କୃଷି ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ

କୋକସରା,୨୯।୧୦(ଡି.ଏନ୍‌.ଏ.): ଆଉ କିଛି ଦିନ ପରେ ଧାନ ଅମଳ କ୍ଷମ ହୋଇଥାନ୍ତା । ହେଲେ ଚାଷୀଙ୍କ ପିଛା ଛାଡୁନାହିଁ ଦୁର୍ଦ୍ଦଶା। ଧାନ ଅମଳ କ୍ଷମ ବେଳକୁ ଚାଷୀଙ୍କୁ…

2 years ago

ପ୍ରାୟ ସମୟରେ ଅଫିସ୍‌ରେ ଝୁଲୁଛି ତାଲା

ଜୁନାଗଡ,୨୯।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହର ଇନ୍ଧାରା ଗାନ୍ଧୀ ଛକ ନିକଟରେ ଥିବା ବୈଧମାପ ନିରୀକ୍ଷକ ବିଜ୍ଞାନଙ୍କ କାର୍ଯ୍ୟାଳୟ ଅବ୍ୟବସ୍ଥାରେ ଚାଲିଥିବା ଦେଖିବାକୁ ମିଳିଛି। ଏଠାରେ ଓଡିଶା…

2 years ago