କଳାହାଣ୍ଡି

ଜେଲ ଗଲେ କୋଟିପତି ଫରେଷ୍ଟର: ଆୟରୁ ୪୭୦ ଶତକଡ଼ା ଅଧିକ ସମ୍ପତ୍ତି କରିଥିଲେ ଠୁଳ, ୪ କୋଟିର ମାଲିକ

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରା ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡିଥିଲେ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ସ୍ପେଶାଲ ବିଚାରପତି ସର୍ଚ୍ଚ ୱାରେଣ୍ଟ ଆଧାରରେ ଭିଜିଲାନ୍ସ ଟିମ ୩ ଟି…

ବନ୍ଧାହେଲେ କୋଟିପତି ଫରେଷ୍ଟର: ୯ ଦାମୀ ପ୍ଲଟ ସହ ମିଳିଥିଲା…

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ): ଭବାନୀପାଟଣା ରେଞ୍ଜ ଅନ୍ତର୍ଗତ ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କୁ ଶନିବାର ଗିରଫ କରିଛି ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କରିଛି ଭିଜିଲାନ୍ସ। ସୂଚନାଯୋଗ୍ୟ, ଭବାନୀପାଟଣା ସ୍ପେଶାଲ ଜଜ୍‌ଙ୍କ ସର୍ଚ୍ଚ ୱାରେଣ୍ଟ ଆଧାରରେ…

୫ ବର୍ଷ ବିତିଗଲା, ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡ଼ିରହିଛି ଏମଏସଏମଇ ପାର୍କ

କେସିଙ୍ଗା,୨୧।୨(ତୁମେଶ୍ୱେର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କୁର୍ଲୁପଡାଗ୍ରାମସ୍ଥିତ ଅଣୁ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ଉଦ୍ୟାନ (ଏମଏସଏମଇ) ନିର୍ମାଣ କରିବା ପାଇଁ ୧୨ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଆଜିକୁ ୫ବର୍ଷ ବିତିଯାଇଥିଲେ ସୁଦ୍ଧା ରାଜ୍ୟ ସରକାରଙ୍କ ଦୃଷ୍ଟି ପଡୁ…

ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର ସକାଳୁ ଚଢ଼ାଉ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ ପଦ୍ମ ଧରିଛନ୍ତି । ବ୍ଲକ ଅଧ୍ୟକ୍ଷାଙ୍କ ସହିତ ଭଟାଙ୍ଗପଦର ସମିତିସଭ୍ୟ ରୂପେନ୍ଦ୍ର ଛତ୍ରିଆ,…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା। ଏହାପରେ ବିଭାଗୀୟ ତତ୍ପରତା ପ୍ରକାଶ ପାଇଥିଲା। ବ୍ଲକର ୭ ପ୍ରାଥମିକ କୃଷି…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ ଆରମ୍ଭ ହୋଇଛି। ପ୍ରଥମ ଦିନରେ ଓଡ଼ିଆ ପରୀକ୍ଷା ଥିବାବେଳେ କଡ଼ା ପୋଲିସ ମୁତୟନ…

ପୁରୁଣା ସୁନାକୁ ନୂଆ ଭଳି କରିବା ବାହାନାରେ ସୁନା ଚୋରି, ୬ ମହିଳାଙ୍କୁ କୋର୍ଟ ଚାଲାଣ କଲା…

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତ ଅଞ୍ଚଳରେ ସୁନା ଚୋରି ମାମଲାରେ ବୁଧବାର ବିଶ୍ୱନାଥପୁର ଥାନା ପୋଲିସ ୬ ମହିଳାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଛତିଶଗଡ ରାଜ୍ୟ ସରଗୁଜା ଜିଲା…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍ ପର୍ଯ୍ୟନ୍ତ ସମ୍ପ୍ରସାରିତ ହୋଇଛି। ଏହି ସମ୍ପ୍ରସାରଣ ବଲାଙ୍ଗୀର ଏବଂ କଳାହାଣ୍ଡି ଜିଲାର ଜନସାଧାରଣଙ୍କ…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି କରିବା ପାଇଁ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ ୧୯ରୁ ଆରମ୍ଭ ହୋଇ ମାର୍ଚ୍ଚ ୨ରେ ସରିବ। କପି ରୋକିବାକୁ ନୁଆ ଫର୍ମୂଲା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ ଭୋଜନରେ ଅନିୟମିତତା, ଏମିତି ଅନେକ ସମସ୍ୟା ଘେରରେ ଏଠାକାର ଭବିଷ୍ୟତ। ଏହାର ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri