ଲାଞ୍ଜିଗଡ଼ ବିଧାୟକଙ୍କ ରଣନୀତି ସଫଳ, ଜୟପାଟଣାରେ BCJDର ବାଜିମାତ୍
ଜୟପାଟଣା,୧୫।୧୦(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଇନ୍ଦ୍ରାବତୀ ଡିଗ୍ରୀ ମହାବିଦ୍ୟାଳୟରେ ଅନୁଷ୍ଠିତ ଛାତ୍ର ସଂସଦ ନିର୍ବାଚନରେ ବିସିଜେଡି ପ୍ରାର୍ଥୀମାନେ ବିପୁଳ ସଫଳତା ହାସଲ କରିଛନ୍ତି । ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀଙ୍କ ପ୍ରତ୍ୟକ୍ଷ ନେତୃତ୍ୱ ଏବଂ ମାର୍ଗଦର୍ଶନରେ ମୈଦାନକୁ…
ଲକ୍ଷ୍ମୀଯୋରରେ ବ୍ରିଜ୍ ନିର୍ମାଣକୁ ଅନୁମୋଦନ, ୬ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟକଳ
କର୍ଲାମୁଣ୍ଡା,୧୫ା୧୦(ପ୍ରଦୀପ କୁମାର ସାହୁ): ଦୀର୍ଘଦିନର ପ୍ରତୀକ୍ଷା ପରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ପଞ୍ଚାୟତ ଯମୁନାପୁର, ତେଲିସରାବାହାଲି ରାସ୍ତାର ଲକ୍ଷ୍ମୀଯୋର ଠାରେ ବ୍ରିଜ ନିର୍ମାଣ ପାଇଁ ଅନୁମୋଦନ ମିଳିଛି। ଓଡ଼ିଶା ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଏନେଇ ଅନୁମୋଦନ…
ବିନା ସୂଚନା ଫଳକରେ ଲକ୍ଷ ଲକ୍ଷ ଟଙ୍କାର କାମ, ଅନିୟମିତତା ନେଇ ଉଠିଲା ପ୍ରଶ୍ନ
ଥୁଆମୂଳ ରାମପୁର,୧୪ା୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ଓ ଏହାର ଆଖପାଖ ଅଞ୍ଚଳରେ ବିନା ସୂଚନା ଫଳକରେ ଲକ୍ଷ ଲକ୍ଷ ଟଙ୍କାର ନିର୍ମାଣ କାର୍ଯ୍ୟ ଚାଲିଥିବା ଦେଖିବାକୁ ମିଳିଛି । ବ୍ଲକ କାର୍ଯ୍ୟାଳୟ ପରିସରରେ ଷ୍ଟାଫ୍…
ଜାତୀୟ ସ୍ତରରେ କମାଲ କଲେ କଳାହାଣ୍ଡିର ଝିଅ, ମିସେସ୍ ଇଣ୍ଡିଆରେ ଚତୁର୍ଥ ସ୍ଥାନ
ଭବାନୀପାଟଣା,୧୪।୧୦(ଉତ୍ତମ କୁମାର ଦାଶ): ଜାତୀୟ ମଞ୍ଚରେ ଚମକିଲେ କଳାହାଣ୍ଡିର ଝିଅ ମମତା ପଣ୍ଡା । ମିସେସ୍ ଇଣ୍ଡିଆ ପ୍ରତିଯୋଗିତାରେ ନିଜ ପ୍ରତିଭା ଓ ପାରଦର୍ଶିତାର ପରିଚୟ ଦେଇ ସର୍ବଭାରତୀୟ ସ୍ତରରେ ଚତୁର୍ଥ ସ୍ଥାନ ହାସଲ କରି ସେ ଜିଲା ପାଇଁ ଗୌରବ…
କେସିଙ୍ଗା ବାଲସି ଗ୍ରାମରେ ମହାସମାରୋହରେ ପାଳିତ ହେଲା ଦଶହରା: ବାଜା-ମୁହୁରୀ ଶବ୍ଦରେ ଦୁଲୁକିଲା ଗାଁ
କେସିଙ୍ଗା,୧୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସି ଗ୍ରାମରେ ଦଶହରା ପୂଜା ବୁଧବାର ମହାସମରୋହରେ ପାଳିତ ହୋଇ ଯାଇଛି । ଏଥିରେ ମୁଖ୍ୟ ଦେବତା ଭାବେ ଆଶିଷ ସାହୁଙ୍କୁ ଦେବାଦେବୀ ଆବିର୍ଭାବ ହୋଇ ଥାଏ । ଚଣ୍ଡୀ, ସମଲେଶ୍ବରୀ, ଦୂର୍ଗା,…
ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼
କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି ସମର୍ଥିତ ଅନୁଭବ ପଟ୍ଟନାୟକଙ୍କ ନେତୃତ୍ୱରେ ମଙ୍ଗଳବାର ମହାବିଦ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯିବା ସହ…
ଶିକ୍ଷାର ଗୁଣାତ୍ମକ ଉନ୍ନତି ଶିକ୍ଷାର୍ଥୀଙ୍କ ଫଳାଫଳ ସମୀକ୍ଷା ଉପରେ ଗୁରୁତ୍ୱ
ଥୁଆମୂଳ ରାମପୁର, ୧୩।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ, ଭବାନୀପାଟଣା ଆନୁକୂଲ୍ୟରେ ଥୁଆମୂଳ ରାମପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ‘ପ୍ରକାଶ ୩.୦’ ଅନ୍ତର୍ଗତ ଏକଦିବସୀୟ ଓରିଏଣ୍ଟେସନ ଓ ଫଳାଫଳ ସମୀକ୍ଷା କାର୍ଯ୍ୟକ୍ରମ ସଫଳତାର ସହ ଆୟୋଜିତ…
ନିର୍ମାଣ ହୋଇ ୭ବର୍ଷ ବିତିଗଲାଣି, କାର୍ଯ୍ୟକ୍ଷମ ହୋଇପାରୁନି ଆଦିବାସୀ ହଷ୍ଟେଲ
କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): ଗରିବ ଆଦିବାସୀ ହରିଜନ ଛାତ୍ରୀଛାତ୍ରଙ୍କୁ ରହିବା ଖାଇବା ଠାରୁ ମାଗଣାରେ ପାଠ ପଢିବା ପାଇଁ ପୂର୍ବର ବିଜେଡି ସରକାର କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ତୁଣ୍ଡଳା ଗ୍ରାମରେ ଦୁଇଟି ହଷ୍ଟେଲ ନିର୍ମାଣ ପାଇଁ ପ୍ରସ୍ତାବ ଦେଇଥିଲେ । ଗତ…
ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର
ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ ଛାତ୍ରୀମାନେ ଶୌଚ ପାଇଁ ୫୦ ମିଟର ଦୂରରେ ଥିବା ନାଳକୁ ଯିବାକୁ ବାଧ୍ୟ…
ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ
ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ…
ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ
ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ ଯୋଗାଣ ଦୀର୍ଘ ୧୭ ଦିନ ଧରି ବନ୍ଦ ରହିଥିବାରୁ ପାଣି ଟୋପାଏ ପାଇଁ…
କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ
କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ କମିଟି କର୍ତ୍ତୃପକ୍ଷ । ସୂଚନା ଅନୁଯାୟୀ ମୋବାଇଲ ମାଧ୍ୟମରେରେ କଥା କଟାକଟିକୁ ନେଇ…

