କଳାହାଣ୍ଡି

ଗ୍ରାହକସେବା କେନ୍ଦ୍ରରେ ଚଞ୍ଚକତା ଅଭିଯୋଗ, ଲିଙ୍କ ଆସୁନାହିଁ କହି ୫୦ ହଜାର ଉଠାଇନେଲେ…

ଲାଞ୍ଜିଗଡ଼,୭ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତରେ ଥିବା ଗ୍ରାହକ ସେବାକେନ୍ଦ୍ରରେ ଚଞ୍ଚକତା କରି ଗ୍ରାହକଙ୍କ ଜମାଖାତାରୁ ୫୦ ହଜାର ଟଙ୍କା ଉଠାଯାଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆସିଛି ବେନଗାଁ ଷ୍ଟେଟବ୍ୟାଙ୍କ ଶାଖା ଅଧୀନ ବିଜେପୁର…

ଭାଇ ବାହାଘର ଭୋଜିରେ ଯୋଗ ଦେଇ ଫେରୁଥିଲେ, ରାସ୍ତାରେ ଛକିବସିଥିଲା

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଅନ୍ତର୍ଗତ ଆମପାଣି ଘାଟି ବିରିମୁହାଣ ଛକ ନିକଟରେ ଶୁକ୍ରବାର ଏକ ବାଇକ୍‌କୁ କୌଣସି ଅଜଣା ଗାଡି ଧକ୍କା ଦେଇ ଫେରାର ହୋଇଯାଇଥିଲା। ଫଳରେ ବାଇକ୍‌ରେ ଥିବା ୩ ଯୁବକଙ୍କ ମଧ୍ୟରୁ…

ଗ୍ରାମ ପଞ୍ଚାୟତରେ ଅନେକ ଉନ୍ନୟନମୂଳକ କାର୍ଯ୍ୟ କରାଯିବ: ଆକ୍ସନ ମୋଡରେ କେସିଙ୍ଗା ବ୍ଲକର ନୂଆ ବିଡ଼ିଓ

କେସିଙ୍ଗା,୭।୩ (ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ନୂତନ ବିଡ଼ିଓ ଭାବେ ଜନ୍ମେଜୟ ସ୍ବାଇଁ ଗୁରୁବାର ଦାୟିତ୍ୱ ନେଇଛନ୍ତି। ସେ ଭାରପ୍ରାପ୍ତ ବିଡ଼ିଓ ସିଦ୍ଧେଶ୍ୱର ମେହେରଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ଜନ୍ମେଜୟ ସ୍ବାଇଁ ନୂଆପଡ଼ା ଜିଲା…

ନିଆଁ ଲାଗି କାଜୁ ଫସଲ ନଷ୍ଟ

କୋକସରା,୬ା୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ହଗାଁ ପଞ୍ଚାୟତ ନାଗପଡା ନିକଟରେ ଥିବା କାଜୁ ଜଙ୍ଗଲ ସମେତ ଆଖପାଖ ଚାଷଜମିରେ ଗୁରୁବାର ନିଆଁ ଲାଗିଯାଇଥିଲା। ଫଳରେ କିଛି ସମୟ ମଧ୍ୟରେ ନିଆଁ କାଜୁ ଜଙ୍ଗଲକୁ ବ୍ୟାପୀ ଯାଇଥିଲା। ଏହା…

ନୂଆ ଆପରାଧିକ ଆଇନ ସଚେତନତା: ବହୁସଂଖ୍ୟାରେ ଜନସାଧାରଣଙ୍କ ଯୋଗଦାନ

ଲାଞ୍ଜିଗଡ଼,୫ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ ଥାନା ପକ୍ଷରୁ ଥାନାଧିକାରୀ ଜିତେନ୍ଦ୍ର କୁମାର ବିଶାଳଙ୍କ ସଭାପତିତ୍ୱରେ ଛତ୍ରପୁର ପଞ୍ଚାୟତ ଅଧିନସ୍ଥ ମସ୍କI ପଦର ଗ୍ରାମ ପରିସରରେ ନୂତନ ଆପରାଧିକ ଆଇନ ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

କଳାହାଣ୍ଡିରେ ବଳ ଗୋଟାଉଛି ଭାଜପା: ବିଜେଡି ଛାଡ଼ି ସାମିଲ ହେଲେ ଏକାଧିକ ସରପଞ୍ଚ, ସମିତି ସଭ୍ୟାସଭ୍ୟ, ଓ୍ବାର୍ଡ ସଦସ୍ୟ

ଭବାନୀପାଟଣା,୬ା୩(ଉତ୍ତମ କୁମାର ଦାଶ): ରାଜ୍ୟରେ ଭାଜପା ସରକାର ଆସିବା ପରେ କଳାହାଣ୍ଡି ଜିଲାରେ ଦଳର ଲୋକପ୍ରିୟତା ବଢୁଥିବା ଚର୍ଚ୍ଚା ହେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପରେ ଆସ୍ଥା ପ୍ରକଟ କରି ବିଭିନ୍ନ ଦଳର କାର୍ଯ୍ୟକର୍ତ୍ତା…

ଶ୍ରମିକଙ୍କ ପାରିଶ୍ରମିକ ଆତ୍ମସାତ୍‌: ଦେଢ଼ବର୍ଷ ହେଲାଣି ମିଳୁନି, ବିଡିଓଙ୍କ ନିକଟରେ ଅଭିଯୋଗ

କେସିଙ୍ଗା,୬ା୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଚାଞ୍ଚର ଗ୍ରାମର ମୁଖ୍ୟ ଜାତୀୟ ରାଜପଥ ୨୬ ପାର୍ଶ୍ୱରେ ତତ୍‌କାଳୀନ ସରକାର ଥିବାବେଳେ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରୁ ଏକ ବସ୍‌ ଷ୍ଟପେଜ୍‌ ଗତ ୮.୧୧.୨୩ରେ ନିର୍ମାଣ କାର୍ଯ୍ୟଆରମ୍ଭ ହୋଇ ସମ୍ପୂର୍ଣ୍ଣ…

‘ଲୋକଙ୍କ ନିକଟତର ହେବାକୁ ଚାହୁଁଛି ଭାଜପା ସରକାର’

ଭବାନୀପାଟଣା,୫ା୩(ଉତ୍ତମ କୁମାର ଦାଶ): ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ୨୦୨୫-୨୬ବର୍ଷ ପାଇଁ ୨ଲକ୍ଷ ୯୦ହଜାର କୋଟି ଆର୍ଥିକ ବଜେଟ ଉପସ୍ଥାପନା କରାଯାଇଛି। ଏହା ଓଡ଼ିଶାର ସାଧାରଣ ଲୋକଙ୍କ ବଜେଟ। ଭାଜପା ସରକାର ଲୋକଙ୍କ ନିକଟତର ହେବାକୁ ଚାହୁଁଛି ବୋଲି ବୁଧବାର ଭବାନୀପାଟଣା…

ଲାଞ୍ଜିଗଡ଼ ବ୍ଲକ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୦୯ତମ ଜନ୍ମ ଜୟନ୍ତୀ ସମାରୋହ ଅନୁଷ୍ଠିତ

ଲାଞ୍ଜିଗଡ,୫।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ମୁଖ୍ୟାଳୟ ବିଶ୍ୱନାଥପୁର ଠାରେ ବ୍ଲକ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ ସମାରୋହ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବ୍ଳକ ବିଜେଡି ସଭାପତି ହିମାଦ୍ରୀ ପେସନିଆଙ୍କ…

କଥା ଦେଇ କଥା ରଖିଲେ ଏମ୍‌ପି ସୁଜିତ କୁମାର; ଲାଞ୍ଜିଗଡ଼-କେସିଙ୍ଗା ପାଇଁ ୨ ଆମ୍ବୁଲାନ୍ସ ଲୋକାର୍ପିତ

ଭବାନୀପାଟଣା।ଲାଞ୍ଜିଗଡ, ୪।୩( ଉତ୍ତମ କୁମାର ଦାସ / ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ରାଜ୍ୟସଭା ଏମ୍‌ପି ସୁଜିତ କୁମାରଙ୍କ ପ୍ରଦତ୍ତ ପାଣ୍ଠିରୁ ୨ଟି ଆମ୍ବୁଲାନ୍ସର ଲୋକାର୍ପଣ କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ…

କଳାହାଣ୍ଡିରେ ନୂତନ ଏସପିଙ୍କ ଦାୟିତ୍ୱ ଗ୍ରହଣ: ମାଓ ଦମନ,ଅପରାଧ ନିୟନ୍ତ୍ରଣକୁ ଦିଆଯିବ ପ୍ରାଥମିକତା

ଭବାନୀପାଟଣା ,୪।୩ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ଏସ୍‌ପିି ଭାବେ ନାଗରାଜ ଦେବର କୋଣ୍ଡା ଦାୟିତ୍ୱ ଗ୍ରହଣ କରିଛନ୍ତି । ବିଦାୟୀ ଏସ୍‌ପିି ଅଭିଲାସ ଜିଙ୍କ ଠାରୁ ସେ କାର୍ଯ୍ୟଭାର ଗ୍ରହଣ କରିଛନ୍ତିି । ଏହା ପୂର୍ବରୁ ଏସପି…

ଚିକିଲି ଉଚ୍ଚ ବିଦ୍ୟାଳୟ ପକ୍ଷରୁ ବିଇଓଙ୍କୁ ସୱାଗତ ସମ୍ବର୍ଦ୍ଧନା

କୋକସରା,୪/୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ନୂତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ କୁମାର ଭାଟି କାର୍ଯ୍ୟରେ ଯୋଗଦାନ କରିଥିବାବେଳେ ମଙ୍ଗଳବାର ଚିକିଲି ଗ୍ରାମ ଚନ୍ଦ୍ରଭାନୁ ଉଚ୍ଚ ବିଦ୍ୟାଳୟ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ମହେଶ ଭାଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri