କୋକସରା ସିଏଚସି ସ୍ଵାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀଙ୍କ ଆନ୍ଦୋଳନ
କୋକସରା,୪/୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲାର ୧୩ ଗୋଟି ବ୍ଲକର ବିଭିନ୍ନ ସ୍ୱାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ସ୍ଵାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀଙ୍କ ୨ ଦଫା ସମ୍ବଳିତ ଆନ୍ଦୋଳନ ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି । ଦୁଇ ଗୋଟି ଦାବୀ ଯଥା ଜନସ୍ଵାସ୍ଥ୍ୟ…
କାଠକୁରା ଏସଏସଡି ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ : ଜୀବନର ଲକ୍ଷ୍ୟ ସିଡି ଛାଡ଼ିବାକୁ ହେଲେ କଷ୍ଟ ସହିବାକୁ ହେବ
ଥୁଆମୂଳ ରାମପୁର,୦୪/୦୩-(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକ ଅନ୍ତର୍ଗତ କାଠକୁରା ସ୍ଥିତ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଦ୍ବାରା ପରିଚାଳିତ ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ ୨୦୨୫ ମଙ୍ଗଳବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି l…
ମନ୍ଦିରରୁ ଚୋରି
ଲାଞ୍ଜିଗଡ଼,୩ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ହରେକୃଷ୍ଣପୁର ଗାଁର ଆରାଧ୍ୟ ଭୈରବ ମନ୍ଦିରରୁ ଚୋରି ହୋଇଥିବା ନେଇ ଗ୍ରାମବାସୀ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ସୂଚନାନୁସାରେ ମୁଖ୍ୟ ପୂଜାରୀ ପିତାମ୍ବର ଦଳେଇ, ବାହୁକ ଜଗବନ୍ଧୁ ଧଙ୍ଗଡାମାଝି, ବାହୁକ ରାଜେନ୍ଦ୍ର…
ହାଇୱା ଧକ୍କାରେ ମହିଳା ଗୁରୁତର
କୋକସରା,୩ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଡ଼ହଗାଁ ପଞ୍ଚାୟତ ଡ଼ହଗାଁର କୁମାରମଣି ନାଏକଙ୍କ ସ୍ତ୍ରୀ ଗୀତା ନାଏକ (୫୨) ଦୀର୍ଘବର୍ଷ ହେବେ ମାନସିକ ଅନଗ୍ରସର ଅବସ୍ଥାରେ ଗାଁରେ ବୁଲାବୁଲି କରୁଥିଲେ। ସୋମବାର ରାସ୍ତା ନିର୍ମାଣ କାର୍ଯ୍ୟରେ ନିୟୋଜିତ…
ଜନ୍ମ ମୃତ୍ୟୁ ପଞ୍ଜିକରଣ ବିଭାଗରେ ଝୁଲୁଛି ତାଲା, ଲୋକେ ହନ୍ତସନ୍ତ
ଥୁଆମୂଳ ରାମପୁର,୩।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଲୋକଙ୍କୁ ମିଳୁନାହିଁ ଜନ୍ମମୃତ୍ୟୁ ପ୍ରମାଣପତ୍ର । ବ୍ଲକର ୨୪ ଗୋଟି ପଞ୍ଚାୟତବାସୀ ଯାହାକି ଦୁରଦୂରାନ୍ତ ଅଞ୍ଚଳର ହିତାଧିକାରୀ ଜନ୍ମ ମୃତ୍ୟୁ ପ୍ରମାଣପତ୍ର ପାଇବାରୁ…
ବିଶାଖାପାଟଣାରେ ନାବାଳକ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା: ଶୋକାକୁଳ ପରିବେଶରେ ଗାଁ ଶ୍ମଶାନରେ ହେଲା ଶେଷକୃତ୍ୟ
ଲାଞ୍ଜିଗଡ଼,୩।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ମାଳିଯୁବାଙ୍ଗ ପଞ୍ଚାୟତର କେନ୍ଦୁପେଟ ଗାଁର ନାବାଳକ ରଘୁ ମାଝୀ (୧୭) ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଜିଲାକୁ ଦାଦନ ଖଟିବାକୁ ଯାଇଥିବା ବେଳେ ଶୁକ୍ରବାର ସେଠାରେ ମୃତ୍ୟୁ ଘଟିଥିଲା। ରଘୁ…
ହଇରାଣ ହେଉଛନ୍ତି ରେଳ ଯାତ୍ରୀ: ବିଭିନ୍ନ ସମସ୍ୟା ନେଇ ରେଳ ଯାତ୍ରୀ ସଙ୍ଘର ଦାବି
କେସିଙ୍ଗା,୩।୩(ତୁମେଶର ସାହୁ ): କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଂଘ କେସିଙ୍ଗା ପକ୍ଷରୁ ବିଭିନ୍ନ ସମସ୍ୟାକୁ ନେଇ ୟଙ୍ଗବ୍ଲଡ ପବ୍ଲିକ ସ୍କଲ ପରିସରରେ ସଭାପତି ସୁଭାଷ ଜୈନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକ କେସିଙ୍ଗା ରେଲୱେ ଷ୍ଟେଶନର ବିଭିନ୍ନ ସମସ୍ୟାକୁ…
୧୫ କି.ମି. ପାହାଡ଼ ଚଢ଼ି ଗଲେ ପଡ଼େ ପଞ୍ଚାୟତ କାର୍ଯ୍ୟାଳୟ
ଭବାନୀପାଟଣା,୩।୩(ଉତ୍ତମ କୁମାର ଦାଶ): ଦୁର୍ଗମ ଅଞ୍ଚଳର ଆଦିବାସୀମାନେ କିଭଳି ମୁଖ୍ୟସ୍ରୋତରେ ସାମିଲ ହେବେ ଓ ସରକାରୀ ଯୋଜନାର କିଭଳି ସେମାନେ ଲାଭ ପାଇବେ ସେ ନେଇ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରି ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ପ୍ରତିବର୍ଷ କୋଟି…
ବିବାହ କାର୍ଯ୍ୟରେ ଯୋଗଦେବାକୁ ବାଇକ୍ରେ ଯାଉଥିଲେ: ଧକ୍କାଦେଲା ଅଟୋ, ଆଉ ତା’ପରେ…
କୋକସରା,୨ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣିରୁ ଧର୍ମଗଡ଼କୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେର ଆମପାଣି ଥାନା ଭୁର୍ଷାଗୁଡାରୁ କୁଳେରଗୁଡା ରାସ୍ତା ମଝିରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ…
ଯୁବତୀଙ୍କୁ ବଳାତ୍କାର: ନ୍ୟାୟ ନ ମିଳିଲେ ଆତ୍ମାହୁତି ଚେତାବନୀ
ଲାଞ୍ଜିଗଡ଼,୧ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅଞ୍ଚଳର ଜଣେ ୧୮ବର୍ଷୟ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଅଭିଯୁକ୍ତ ବିଜେପୁର ଗ୍ରାମର ଶିବ ନାଏକ(୫୨)ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଯୁବତୀ ଜଣକ ଶୁକ୍ରବାର ସକାଳେ…
ଚୋରା ଚାଲାଣ ରୋକିପାରୁନି ଅବକାରୀ ବିଭାଗ, ରାଜସ୍ବ ଆଦାୟରେ ଖୁସ୍
ଭବାନୀପାଟଣା,୧ା୩ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଦେଶୀ ଓ ବିଦେଶୀ ମଦର ଚାହିଦା ଏକ ସମ୍ବେଦନଶୀଳ ପରିସ୍ଥିତି ସୃଷ୍ଟି କରିଛି। ଜିଲାର ମୁଖ୍ୟାଳୟ ହେଉ ଅବା ଗାଁ ଯୁଆଡେ ଆଖି ବୁଲାଇଲେ ମଦ ମିଳିବା ସହଜ ହୋଇଯାଉଛି। ସବୁଠାରୁ ରୋଚକପୂର୍ଣ୍ଣ…
ଥମୁନି ଦାଦନ ଦୁଃଖ: ବିଶାଖାପାଟଣାରେ ନାବାଳକ ଶ୍ରମିକଙ୍କ ମୃତ୍ୟୁ
ଲାଞ୍ଜିଗଡ଼,୧ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅଧୀନ ମାଳିଯୁବାଙ୍ଗ ପଞ୍ଚାୟତର କେନ୍ଦୁପେଟ ଗାଁର ନାବାଳକ ରଘୁ ମାଝୀ(୧୭) ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଜିଲାକୁ ଦାଦନ ଖଟିବାକୁ ଯାଇଥିବା ବେଳେ ତାଙ୍କର ମୃତ୍ୟୁ ଘଟିଛି। ରଘୁ ଆନ୍ଧ୍ରପ୍ରଦେଶର ବିଶାଖାପାଟଣା…
Archives


