କଳାହାଣ୍ଡି

ମାନବିକତାର ନିଦର୍ଶନ ଦେଖାଇଲେ ଖବରଦାତା: ଅଙ୍ଗଦାନ ପାଇଁ ନେଲେ ଶପଥ

ଭବାନୀପାଟଣା/ଥୁଆମୂଳ ରାମପୁର,୩ା୧ (ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି):ମୃତ୍ୟୁ ପରେ ପରାର୍ଥେ ନିଜକୁ ଉତ୍ସର୍ଗ କରିବା ଭଳି ମାନବିକତାର ନିଦର୍ଶନ ଦେଖାଇଛନ୍ତି କଳାହାଣ୍ଡି ଜିଲା ଥୁଆମୂଳ ରାମପୁରର ଯୁବ ଖବରଦାତା କୀର୍ତ୍ତି ଚନ୍ଦ୍ର ଦୁର୍ଗା (ଦୁର୍ଗା କୀର୍ତ୍ତି)। ସ୍ବର୍ଗତ ଧବଳେଶ୍ୱର ଦୁର୍ଗାଙ୍କ କନିଷ୍ଠ…

ଖରିଫ ଧାନ କିଣା: ଓଡ଼ିଶାରେ କଷ୍ଟ, ଛତିଶଗଡ଼ରେ ସହଜ

ଭବାନୀପାଟଣା,୩ା୧(ଉତ୍ତମ କୁମାର ଦାଶ):ପୂର୍ବରୁ ଜାନୁୟାରୀ ମାସରେ ରାଜ୍ୟରେ ଖରିଫ ଧାନ କିଣା ଶେଷ ହେଉଥିବାବେଳେ ଏଥର କିନ୍ତୁ ଅଧ ପ୍ରତିଶତ ସରିନାହିଁ। ଯାହାକୁ ନେଇ ସମଗ୍ର ରାଜ୍ୟରେ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଅନ୍ୟପଟେ ଧାନ କିଣା ଓଡ଼ିଶାରେ କଷ୍ଟ…

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ଯୁବକ ଜଣଙ୍କ ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ଲୁକାପଡା ଗ୍ରାମର କେଶରୀ…

ଜବ୍‌ କାର୍ଡ ଦେଖାଇ ଖାଇଗଲେ ୫୫ ଲକ୍ଷ ଟଙ୍କା, ବନ୍ଧାହେଲେ ଫରେଷ୍ଟର

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍‌ କରିଥିବା ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ଗତ ୨୦୨୪-୨୫ରେ ବୃକ୍ଷରୋପଣ ନାଁରେ ନକଲି…

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ ମାତ୍ର ୨ କିଲୋମିଟର ଏବଂ ତହସିଲ କାର୍ଯ୍ୟାଳୟଠାରୁ ମାତ୍ର ୧ କିଲୋମିଟର ଦୂରରେ ଅବସ୍ଥିତ…

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ ମହିଳାଙ୍କ ଜୀବନ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଲାଞ୍ଜିଗଡ ପଞ୍ଚାୟତ ଜାମଚୁଆ ଗ୍ରାମର ସ୍ୱର୍ଗତ ସାଇବ ମାଝୀଙ୍କ ସ୍ତ୍ରୀ ମଲ…

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବିଧବା ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ଲାଞ୍ଜିଗଡ଼ ପଞ୍ଚାୟତ…

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି। ଏଥିରେ କଳାହାଣ୍ଡିର ଯୁବ ପାରା ବ୍ୟାଡ୍‌ମିଣ୍ଟନ ଖେଳାଳି ଆକାଶ ମୁଣ୍ଡ ସ୍ବର୍ଣ୍ଣ ପଦକ ଜିତି…

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା ଥାନା ଅନ୍ତର୍ଗତ ଯୋଲକୋ ଛକ ନିକଟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି । ବୁଧବାର…

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସ୍ବାସ୍ଥ୍ୟ, ଶିକ୍ଷା, କୃଷି, ବିଦ୍ୟୁତ୍‌, ଉଦ୍ୟାନ ବିଭାଗ, ସମନ୍ବିତ ଶିଶୁ ବିକାଶ ଯୋଜନା,…

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା) ପୂଜା କମିଟି ପକ୍ଷରୁ ବୁଧବାର ମହା ଆଡ଼ମ୍ବରରେ ଯାତ୍ରା ସମ୍ପୂର୍ଣ୍ଣ ହୋଇଯାଇଛି। ଆଦିବାସୀଙ୍କ ନିଆରା…

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର ନାଏକ ମନୋନୀତ ହୋଇଛନ୍ତି। ସମ୍ପାଦକ ପଦ ପାଇଁ ନାମ ଘୋଷଣା ହେବା ତାଙ୍କ ସମର୍ଥକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?