ଦୁର୍ଘଟଣାରେ ଚାଲିଗଲା ବିଏସ୍ଏଫ ଯବାନଙ୍କ ଜୀବନ: କାନ୍ଦବୋବାଳିରେ ଫାଟିଲା ଗାଁଦାଣ୍ଡ
କୋକସରା,୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଗ୍ରାମର ଜୟ ନାରାୟଣ ଶବରଙ୍କ ପୁଅ ତଥା ବିଏସ୍ଏଫ ଯବାନ ରଶ୍ମୀ ରଞ୍ଜନ ଶବର(୪୫) ଏକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ସେ ୨୦୦୬ରେ ବିଏସ୍ଏଫ୍ରେ ଯୋଗ ଦେଇଥିଲେ। ବର୍ତ୍ତମାନ…
ବସ୍କୁ ଅପେକ୍ଷା କରିଥିଲେ ମହିଳା, ଗୋଡ଼ ଉପରେ ଚଢ଼ିଗଲା ବାଇକ୍
ଥୁଆମୂଳ ରାମପୁର,୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ସଦର ମହକୁମାସ୍ଥିତ ଜେଏମଏଫ ସି କୋର୍ଟ ନିକଟରେ ମଧ୍ୟାହ୍ନରେ ଏକ ବାଇକ ଦୁର୍ଘଟଣା ଘଟଛି। ଏଥିରେ ଜଣେ ମହିଳା ଗୁରୁତର ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ଥୁଆମୂଳ ରାମପୁର…
ଦାଦନ ଖଟିବାକୁ ଯାଇ ସ୍ବାମୀ ନିଖୋଜ, ଥାନାର ଦ୍ୱାରସ୍ଥ ହେଲେ ସ୍ତ୍ରୀ
ଥୁଆମୂଳ ରାମପୁର,୧ା୩(ଦୁର୍ଗା କୀର୍ତ୍ତି): ଦିନକୁ ଦିନ କଳାହାଣ୍ଡି ଜିଲା ତଥା ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଧିବାସୀ ଗରିବ ଖଟିଖିଆ ଦିନମଜୁରିଆ ନିଜ ପରିବାର ପ୍ରତିପୋଷଣ ପାଇଁ ବାହାର ରାଜ୍ୟକୁ ଦାଦନ ଶ୍ରମିକ ଭାବରେ ଖଟିବାକୁ ଯାଇ କେବେ ଶବ…
ମନ୍ଥର ଗତିରେ ଚାଲିଛି ନିମ୍ନମାନର ବ୍ରିଜ କାମ, ଜଳବନ୍ଦୀ ଆଶଙ୍କାରେ ପୁଣି ୩୫୦ ପରିବାର
ଲାଞ୍ଜିଗଡ଼,୧ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ବିଜେପୁର ପ୍ରଧାନୀପଡ଼ା ଛକରୁ ସାହାଜପଡ଼ା ଗ୍ରାମକୁ ସଂଯୋଗ କରୁଥିବା ରାସ୍ତାରେ କଲ୍ୟାଣୀ ନଦୀରେ ବ୍ରିଜ ନିର୍ମାଣ ୨୦୨୩ରେ ମେ’ ମାସରେ କାମ ଆରମ୍ଭ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା…
୨ ମାସରୁ ଊର୍ଦ୍ଧ୍ୱ ହେବ ଏଟିଏମ୍ରେ ନାହିଁ ଟଙ୍କା, ଗ୍ରାହକ ହନ୍ତସନ୍ତ
ଥୁଆମୂଳ ରାମପୁର,୧ା୩(ଦୁର୍ଗାକୀର୍ତ୍ତି): କଳାହାଣ୍ଡି ଜିଲା ଦୁର୍ଗମ ଥୁଆମୂଳ ରାମପୁର ବ୍ଲକରେ ଥିବା ଗୋଟିଏ ମାତ୍ର ସାହା ଭରସା ସାଜିଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ୍ର ଏଟିଏମ୍ ଗତ ୨ମାସ ରୁ ଊର୍ଦ୍ଧ୍ୱ ହେଲା ଅଚଳ ହୋଇପଡ଼ିଛି। ଏମିତି କି ମାସ ମାସ ଧରି…
ଗ୍ରାମ୍ୟ ଜଳଯୋଗାଣ କର୍ମୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ
ଲାଞ୍ଜିଗଡ଼,୧ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅଞ୍ଚଳର ଗ୍ରାମାଞ୍ଚଳରେ ସପ୍ତାହେ ହେଲା ଜଳଯୋଗାଣ ବାଧାପ୍ରାପ୍ତ ହୋଇଥିବାବେଳେ ଏହାର ବିକଳ୍ପ ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦେଲେ ବ୍ଲକ ପ୍ରଶାସନ। ଗ୍ରାମ୍ୟ ଜଳ ଯୋଗାଣ କର୍ମଚାରୀ ଦରମା, ଭତ୍ତା, ସ୍ଥାୟୀ ନିଯୁକ୍ତି…
ପିଡିଟି ଉପରେ ୫ଦିନିଆ ସଚେତନତା ଶିବିର
ଥୁଆମୂଳ ରାମପୁର,୧ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସଭାଗୃହଠାରେ ଜାତୀୟ ପଞ୍ଚାୟତ ପୁରସ୍କାର ଓ ପଞ୍ଚାୟତ ବିକାଶ ସୂଚୀ (ପିଡିଟି) ଉପରେ ୫ଦିନିଆ ସଚେତନତା ଶିବିର ବିଡିଓ ଧ୍ରୁବଚରଣ ମୁଦୁଲିଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି।…
ବେଦାନ୍ତ ଲାଞ୍ଜିଗଡ଼ର ଦକ୍ଷତା ବିକାଶ କାର୍ଯ୍ୟକ୍ର୍ରମ: କଳାହାଣ୍ଡିର ଗ୍ରାମାଞ୍ଚଳ ଯୁବକମାନଙ୍କୁ କୁଶଳୀ ବନାଇବା ସହିତ ରୋଜଗାର ଯୋଗାଉଛି
ଲାଞ୍ଜିଗଡ଼, ୨୮/୨(ରମେଶ ଚନ୍ଦ୍ର ନାୟକ) : କଳାହାଣ୍ଡି ଜିଲା ଲାଞ୍ଜିଗଡ ବେଦାନ୍ତ ଲିମିଟେଡ଼ ତରଫରୁ ଦକ୍ଷତା ବିକାଶ କାର୍ଯ୍ୟକ୍ର୍ରମ (ଏସଡିପି) ଅନୁଷ୍ଠିତ ହୋଇଯାଇଛି । ବ୍ୟାପକ ତାଲିମ ଏବଂ ବର୍ଦ୍ଧିତ ନିଯୁକ୍ତି ସୁଯୋଗ ସହିତ ନିଯୁକ୍ତି ସାମର୍ଥ୍ୟ ବୃଦ୍ଧି କରି ବେଦାନ୍ତ…
ଜୁନାଗଡ଼ ବିଇଓଙ୍କ କାର୍ଯ୍ୟାଳୟ ବିଳମ୍ବରେ ଆସୁଛନ୍ତି କର୍ମଚାରୀ
ଭବାନୀପାଟଣା/ଜୁନାଗଡ଼,୨୮ା୨(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଶିକ୍ଷାଧିକାରୀ (ବିଇଓ)ଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କେତେଜଣ କର୍ମଚାରୀ ମନଇଚ୍ଛା ଅଫିସ ଆସୁଥିବା ଜଣାପଡିଛି। ଅଫିସ ସମୟ ଆରମ୍ଭ ପୂର୍ବାହ୍ନ ୧୦ଟା ହୋଇଥିବାବେଳେ ଏହି କର୍ମଚାରୀମାନେ ୧୧ଟା ପରେ ଅଫିସକୁ ଆସିଥାନ୍ତି।…
ପିଡିଏସ ଚାଉଳ ଆଣି ଫେରୁଥିଲେ ହିତାଧିକାରୀ; ଓଲଟିଲା ୪୦୭ ଗାଡ଼ି, ୭ ଗୁରୁତର
ଥୁଆମୂଳ ରାମପୁର ୨୮।୨(ଦୁର୍ଗା କୀର୍ତ୍ତି): ପଞ୍ଚାୟତକୁ ପିଡିଏସ ଡାଉଳ ଆଣିବା ପାଇଁ ଯାଇ ଗରିବ ହିତାଧିକାରୀ ବାଟରେ ଗାଡି ଦୁର୍ଘଟଣା ଯୋଗୁଁ ମୃତ୍ୟୁବରଣ କରୁଥିବା ଘଟଣା ପୁଣି ସାମ୍ନାକୁ ଆସିଛି । ଏଭଳି ଏକ ଦୁର୍ଘଟଣାର ଶିକାର ହୋଇଥିବା ଦେଖିବାକୁ ମିଳିଛି…
ଓଡ଼ିଶା ଶିଳ୍ପ ସୁରକ୍ଷା ବଳ ତରଫରୁ ଅସ୍ତ୍ରଶସ୍ତ୍ର ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ
ଲାଞ୍ଜିଗଡ, ୨୮/୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡସ୍ଥିତ ବେଦାନ୍ତ ଲିମିଟେଡ ସୁରକ୍ଷା ଦାୟିତ୍ୱରେ ନିୟୋଜିତ ଓଡ଼ିଶା ଶିଳ୍ପ ସୁରକ୍ଷା ବଳ (ଓ଼ଆଇଏସଏଫ) ତରଫରୁ ଶୁକ୍ରବାର ଏକ ଅସ୍ତ୍ରଶସ୍ତ୍ର ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ଶିଳ୍ପ ସୁରକ୍ଷା ବଳ(ଓଆଇଏସଏଫ) କ୍ୟାମ୍ପ…
ଇଡି ପଞ୍ଝାରେ ଫରେଷ୍ଟ ଗାର୍ଡ: ବାସଭବନରେ ୭ଘଣ୍ଟା ଚଢ଼ାଉ
ଭବାନୀପାଟଣା/କୋକସରା,୨୮ା୨ (ଉତ୍ତମ କୁମାର ଦାଶ/ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)-ବନୀକରଣ ଓ ଏମ୍ଜିଏନ୍ଆର୍ଇଜିଏସ୍ରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗରେ ଶୁକ୍ରବାର କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଜୟପାଟଣା ଫରେଷ୍ଟ ରେଞ୍ଜ କାର୍ଯ୍ୟାଳୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଚଢ଼ାଉ କରାଯାଇଛି। ଚଢାଉ ସମୟରେ…
Archives


