କଳାହାଣ୍ଡି

ଜନନୀ ଯନ୍ତ୍ରଣା: ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୧୧ା୧୦ (ଦୁର୍ଗା କୀର୍ତ୍ତି)- ରାସ୍ତା ଶୋଚନୀୟ ଯୋଗୁ ଗାଁକୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ଜଣେ ଗର୍ଭବତୀଙ୍କୁ ଖଟିଆରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ନିଆଯାଇଥିଲା। ଜନନୀ ଯନ୍ତ୍ରଣାର ଏଭଳି ଏକ ଚିତ୍ର କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଗୁଣୁପୁର…

ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହା ହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୧୧ା୧୦(ଦୁର୍ଗା କୀର୍ତ୍ତି): ଗୋଟିଏ ନୁହେଁ କି ଦୁଇଟି ନୁହେଁ ବାରମ୍ବାର ଏହି ବ୍ଲକଠାରେ ଖଟିଆରେ ଏବଂ ଭାରରେ ଗର୍ଭବତୀ ମହିଳା ବୁହା ହେବା ଘଟଣା ସାମ୍ନାକୁ ଆସିଥିବା ବେଳେ ପୁଣି ଏକ ଜନନୀ ଯନ୍ତ୍ରଣାର ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି…

ରାତି ଅଧରେ ଚାଲିଥିଲା ଜୁଆ ଖେଳ, ଅଚାନକ ମାଡିବସିଲା ପୋଲିସ, ଆଉ ତା’ପରେ…

ରିଷିଡା,୧୧।୧୦ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ପାଣ୍ଡି ପୋଲିସର ମିଳିତ ଅପରେଶନ ସଫଳ ହୋଇଛି । ଗଜବାହାଲ ପଞ୍ଚାୟତ ଅନ୍ତର୍ଗତ ବଡ଼ଡୁଙ୍ଗୁରୀଗୁଡ଼ା ଗ୍ରାମଠାରେ ରାତିରେ ଜୁଆ ଖେଳୁ ଥିବା ବେଳେ ରିଷିଡା ପୋଲିସ ତିନିଜଣକୁ କାବୁ କରିଥିବା…

ଦାଦନ ଖଟିବାକୁ ଯାଇଥିଲେ, ଶବ ହୋଇ ଫେରିଲେ: କାନ୍ଦବୋବାଳିରେ ଫାଟିପଡ଼ୁଛି ଗାଁ

ଜୟପାଟଣା, ୧୦।୧୦(ଓମ ପ୍ରକାଶ ବୈଠାରୁ):କଲହାଣ୍ଡିରେ ଥମୁନି ଦାଦନ ଦୁଃଖ। ପୁଣି ଗାଁକୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ। କାନ୍ଦବୋବାଳିରେ ଫାଟିପଡିଛି ଗାଁ ଦାଣ୍ଡ। ଏଭଳି ଦୁଖଃଦ ଚିତ୍ର ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଜୟପାଟଣା ଥାନା ପ୍ରଜାନାଗଫେଡ଼ି ଗାଁରେ। ଏହି ଗାଁର…

ଡିପ ବୋରୱେଲ ଖୋଲିବା ପାଇଁ ବ୍ୟାଙ୍କରେ ଡିପୋଜିଟ କରି ଚାଷୀ ହନ୍ତସନ୍ତ, ଧାରଣା ଦେବାକୁ ଚେତାବନୀ

କେସିଙ୍ଗା,୧୦।୧୦(ତୁମେଶ୍ବର ସାହୁ): କୃଷକମାନଙ୍କ କଲ୍ୟାଣ ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ଯୋଜନା ଉପରେ ଯୋଜନା କରୁଛନ୍ତି। କିନ୍ତୁ ଅନେକ ଯୋଜନା କେବଳ କାଗଜ ପତ୍ରରେ ରହି ଯାଉଥିବା ବେଳେ ଆଉ କିଛି ଯୋଜନା ଦଲାଲମାନଙ୍କ ଆର୍ଥିକ ସ୍ଥିତି ସୁଦୃଢ କରୁଛି ।…

ବିଭିନ୍ନ ସମସ୍ୟା ନେଇ ବିଡିଓଙ୍କୁ ଦାବିପତ୍ର ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୧୦ା୧୦ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଳକ ତଳଆମ୍ବ ପଦର ପଞ୍ଚାୟତ ଅନ୍ତର୍ଗତ ନୁନରେଶ ଗ୍ରାମର ବିଭିନ୍ନ ସମସ୍ୟା ନେଇ ଗୁରୁବାର ଗ୍ରାମବାସୀ ବିଡ଼ିଓ ଧ୍ରୁବ ଚରଣ ମୁଦୁଲିଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ସେମାନଙ୍କ ଅଭିଯୋଗ…

ବଜ୍ରପାତ ନେଲା ଜୀବନ

ଲାଞ୍ଜିଗଡ଼,୯।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବେନଗାଁ ପଞ୍ଚାୟତ ଅଧୀନ ପଦ୍ମଥୋପା ଗାଁରେ ଗୁରୁବାର ବଜ୍ରପାତ ଘଟି ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପଦ୍ମଥୋପା ଗାଁର ଟୁଟୁ ହରିଜନ(୫୩)। ମିଳିଥିବା ସୂଚନା ମୁତାବକ, ଟୁଟୁ ଗାଁ ନିକଟସ୍ଥ…

କନ୍ଧମାଳରୁ କଳାହାଣ୍ଡିକୁ ଲମ୍ବିଛି ଗଞ୍ଜେଇ ଚେର: ଦୁର୍ଗମ ଅଞ୍ଚଳରେ ହେଉଛି ବ୍ୟାପକ ଗଞ୍ଜେଇ ଚାଷ

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ):ରାଜ୍ୟର ମାଲକାନଗିରି, ବୌଦ୍ଧ, କନ୍ଧମାଳ ଭଳି ୮ ଜିଲାରେ ଗଞ୍ଜେଇ ଚାଷ ବ୍ୟାପକ ମାତ୍ରାରେ ହେଉଛି। ଏହି କରିଡରରେ ଏବେ କଳାହାଣ୍ଡି ଜିଲା ସାମିଲ ହୋଇଗଲାଣି। କନ୍ଧମାଳ ସୀମାନ୍ତ ଅଞ୍ଚଳରୁ କଳାହାଣ୍ଡିକୁ ଗଞ୍ଜେଇ ଚାଷର ଚେର ଲମ୍ବିଛି। ଜିଲାର…

ମଣ୍ଡଳ ସ୍ତରୀୟ ବିଜୟା ଦଶମୀ ଉତ୍ସବ ପାଳନ: ଅତିଥି ଭାବେ ଯୋଗ ଦେଇ ଅବସର ପ୍ରାପ୍ତ ଶିକ୍ଷା ନିରୀକ୍ଷକ କହିଲେ…

ଜୁନାଗଡ଼,୭।୧୦(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମୁଣ୍ଡରାଗୁଡା ଠାରେ ସୋମବାର ରାଷ୍ଟ୍ରୀୟ ସୟଂସେବକ ସଂଘର ଶହେ ବର୍ଷ ପୂର୍ତ୍ତି ଅବସରରେ ମଣ୍ଡଳ ସ୍ତରୀୟ ବିଜୟା ଦଶମୀ ଉତ୍ସବ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ଶିକ୍ଷା…

ରାଇସ ମିଲକୁ କାମ କରିବାକୁ ଯାଇଥିଲେ, ହଠାତ୍‌ ଅସୁସ୍ଥ ହୋଇପଡିଲା ଦେହ, ତା’ପରେ…

ଭବାନୀପାଟଣା,୬।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଏସ .କୁଣ୍ଡାମାଲ ସ୍ଥିତ ଗଣପତି ଏଗ୍ରୋ ରାଇସ ମିଲରେ କାର୍ଯ୍ୟରତ ଜଣେ ବ୍ୟକ୍ତିଙ୍କ ରବିବାର ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତିଙ୍କ ନାମ ଦୁଃଖହରି ମେହେର (୪୦) । ସେ ବଳଦିଆମାଲ…

ସଲଣ୍ଡିଆମୁଣ୍ଡା ଚଳଚଞ୍ଚଳ: ଗଜଲକ୍ଷ୍ମୀ ପୂଜାରେ ଉଠୁଛି ପଡ଼ୁଛି…

ରିଷିଡା,୬।୧୦(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ରିଷିଡା ସ୍ଥିତ ସଲଣ୍ଡିଆମୁଣ୍ଡାଠାରେ ଚତୁଃର୍ଦ୍ଦଶ ତମ ଗଜଲକ୍ଷ୍ମୀ ପୂଜା ଆରମ୍ଭ ହୋଇଛି । ରବିବାର ସନ୍ଧ୍ୟାରେ କଳସ ଯାତ୍ରା ଅନୁଷ୍ଠିତ ହୋଇଥିଲା ।ସୋମବାର ସକାଳୁ ପୂଜା ଆରମ୍ଭ ହୋଇଛି। କର୍ତ୍ତା ଭାବେ ବରିଷ୍ଠ ସାମ୍ବାଦିକ ନରୋତ୍ତମ…

ଅଞ୍ଚଳବାସୀଙ୍କ ସମସ୍ୟା ସମାଧାନ କରିବାକୁ ଏମ୍‌ପିଙ୍କ ପ୍ରତିଶ୍ରୁତି

ଥୁଆମୂଳ ରାମପୁର,୬ା୧୦(ଦୁର୍ଗା କୀର୍ତ୍ତି): ଭାରତୀୟ ଜନତା ପାର୍ଟିର କଳାହାଣ୍ଡି ଜିଲା ସଭାପତି ଯୁଗଳ କିଶୋର ପୋଡ଼ଙ୍କ ଉପସ୍ଥିତିରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିରିକୋଟଠାରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀତି ଆଦର୍ଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?