କଳାହାଣ୍ଡି

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ରାଜ୍ୟସଭା ସାଂସଦ ସୁଜିତ କୁମାର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍ଘାଟନ କରିଥିଲେ।…

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନେ ହେଲେ ଦେବାର ସୁନାନୀ, ଦୁଷ୍ମନ୍ତ ସୁନାନୀ, ବିକାଶ ସୁନାନୀ ଓ ଭୀମସେନ…

ଡାକକୋଟା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ପିଏମ୍ ଶ୍ରୀ ଉତ୍ସବ’ ପାଳିତ

ଥୁଆମୂଳ ରାମପୁର,୨୨।୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ଡାକକୋଟା ସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ‘ପିଏମ୍ ଶ୍ରୀ ଉତ୍ସବ ୨୦୨୫’ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭରତ ନାୟକଙ୍କ ଅଧ୍ୟକ୍ଷତାରେ…

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର ଡାକ୍ତର ଓ କର୍ମଚାରୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଧାରଣା ଦେଇଥିଲେ। ସୂଚନା ଅନୁସାରେ ସକାଳ ୮…

ବିନା ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ: ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ଅବହେଳିତ

ଭବାନୀପାଟଣା, ୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସର୍ବପୁରାତନ ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ମୁଖ୍ୟାଳୟ ଭବାନୀପାଟଣା ସହରରେ ଥାଇ ମଧ୍ୟ ଅବହେଳିତ ହୋଇପଡିଛି। ୪୫ବର୍ଷ ପରେ ଯୁକ୍ତ ୨ରେ ୮ଟି ବିଭାଗ ଓ ଯୁକ୍ତ ୩ରେ ୭ଟି ବିଭାଗରେ ଅଧ୍ୟାପକ…

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ ରହୁଥିବା ଜଣେ ଅବସରପ୍ରାପ୍ତ ଏଏନ୍‌ଏମ୍‌ ସୁପରାଇଜରଙ୍କ ମୃତଦେହ ନିଜ ଘର ଆଗରେ ପଡ଼ିରହିଥିବା ଦେଖିବାକୁ…

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାରି ଭିତରେ କଳାହାଣ୍ଡି ଜିଲାରେ ମଧ୍ୟ ଶୀତର ପ୍ରକୋପ ଦିନକୁ ଦିନ…

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ ହୋଇଥିଲା। ଇତିମଧ୍ୟରେ ୨୦ ଦିନ ବିତିଯାଇଥିଲେ ମଧ୍ୟ ଜିଲାର ସମସ୍ତ ମଣ୍ଡି ଖୋଲି ପାରିନାହିଁ।…

ଠିକ୍‌ ଭାବେ ହେଉନି ଅଧିକାଂଶ ବିଭାଗର କାର୍ଯ୍ୟ: ସାଧାରଣ ଲୋକେ ହନ୍ତସନ୍ତ

ଥୁଆମୂଳ ରାମପୁର,୨୦/୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ବୈଠକ ଗୃହଠାରେ ୫ମ ମାସିକ ପଞ୍ଚାୟତ ସମିତ ବୈଠକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧ୍ରୃବଚରଣ ମୁଦୁଲିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସାଂସଦ ବ୍ଳକ ପ୍ରତିନିଧି ପବିତ୍ର ନିଏକ,…

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର ଏକ ଲାଞ୍ଚ ମାମଲାରେ ଶୁକ୍ରବାର ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି। ଭବାନୀପାଟଣା ସ୍ଥିତ ଜିଲା…

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ ଶୁକ୍ରବାର ସହର ପରିକ୍ରମା କରାଯାଇ ଥିଲା। ପରେ ବ୍ଲକ କାର୍ଯ୍ୟାଳୟରେ ପୂର୍ବାହ୍ନ ସାଢ଼େ ୧୦ଟାରେ…

ଅଞ୍ଚଳ ପାଇଁ ଗୌରବ ଆଣିଲେ କଳାହାଣ୍ଡି ଛାତ୍ର ଟେକ: ଖେଳିଗଲା ଖୁସିର ଲହରୀ

କର୍ଲାମୁଣ୍ଡା, ୧୯।୧୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲାସ୍ଥିତ ଅମର ଡିଗ୍ରୀ କଲେଜର ଛାତ୍ର ଟେକ ବଗର୍ତ୍ତୀ ଆସନ୍ତା ଜାନୁଆରୀ ୨୬ରେ ନୂଆଦିଲ୍ଲୀ ଠାରେ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡରେ ଅଂଶଗ୍ରହଣ କରିବାକୁ ମନୋନୀତ ହୋଇଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?