୨୧ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା: ୧୭୭ ପ୍ରଧାନ ଶିକ୍ଷକଙ୍କ ସ୍ଥାନରେ ଅଛନ୍ତି ୬୫
ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): ମାଟ୍ରିକ ପରୀକ୍ଷାର ଚିନ୍ତା ଏବେ ଛାତ୍ରୀ ଛାତ୍ରଙ୍କୁ ବ୍ୟତିବ୍ୟସ୍ତ କରୁଥିବା ଲକ୍ଷ୍ୟ କରାଯାଇଛି। ଆସନ୍ତା ଫେବୃଆରୀ ୨୧ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏପରି ସ୍ଥଳେ କଳାହାଣ୍ଡି ଜିଲାରେ ଅଧାରୁ ଅଧିକ ହାଇସ୍କୁଲର ପ୍ରଧାନ ଶିକ୍ଷକ ପଦବୀ…
ସୁଧୁରୁନି କେସିଙ୍ଗା-ଟିଟିଲାଗଡ଼ ରାସ୍ତା ସମସ୍ୟା, ସମାଧାନ ପାଇଁ ଦାବିପତ୍ର
କେସିଙ୍ଗା,୧୭ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସିଟିଜେନ ଫୋରମ ପକ୍ଷରୁ ଟିଟିଲାଗଡ଼ ବିଧାୟକ ନବୀନ କୁମାର ଜୈନଙ୍କୁ ୩ଦଫା ଦାବିପତ୍ର ରବିବାର ପ୍ରଦାନ କରାଯାଇଛି । ଏହି ପରିପ୍ରେକ୍ଷୀରେ ସହରସ୍ଥିତ ସରକାରୀ ହାଇସ୍କୁଲ ପରିସରରେ ସିଟିଜେନ୍ ଫୋରମ୍ର ସଭାପତି ଡ.ହେମରାଜ ସାହାଙ୍କ…
ବନ୍ଧାପଡ଼ିଛନ୍ତି ନାବାଳିକା, ଉଦ୍ଧାର କରିବାକୁ ମା’ବାପାଙ୍କ ନିବେଦନ
କଲମପୁର, ୧୭।୨(ଗଣେଶରାମ ବାଗ): କଳାହାଣ୍ଡି ଜିଲା କଲମପୁର ଥାନା ଅଞ୍ଚଳର ଜଣେ ନାବାଳିକା ଦାଦନ ସର୍ଦ୍ଦାର ନିକଟରେ ବନ୍ଧା ପଡ଼ିଛନ୍ତି। ତାଙ୍କୁ ଉଦ୍ଧାର ପାଇଁ ମା’ବାପା ନିବେଦନ କରି ରବିବାର କଲମପୁର ଥାନାର ଦ୍ୱାରସ୍ଥ ହୋଇଛନ୍ତି। ମିନଗୁର ମଣ୍ଡିପଡ଼ାରେ ବଟକୃଷ୍ଣ ଗୋପାଳ,…
ରାସ୍ତାକଡ଼ରେ ଛିଡ଼ା ହୋଇଥିଲେ ଯୁବକ, ପଛରୁ ଆସି ପିଟିଦେଲା ଟ୍ରକ୍
କେସିଙ୍ଗା,୧୬ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଜଗନ୍ନାଥ ମନ୍ଦିର ଛକ ଟ୍ରାଫିକ୍ ପୋଷ୍ଟ ପାଖରେ ଏକ ଦୁର୍ଘଟଣା ଘଟି ଜଣେ ୩୫ ବର୍ଷ ଯୁବକଙ୍କ ଜୀବନ ଚାଲିଯାଇଛି। ସୂଚନା ଅନୁଯାୟୀ, କେସିଙ୍ଗା ଜଗନ୍ନାଥ ମନ୍ଦିର ଛକ ଟ୍ରାଫିକ୍ ପୋଷ୍ଟ ପାଖରେ ଶନିବାର…
ସିଜିମାଲି ଖଣି ଖନନ କାର୍ଯ୍ୟ ଶୀଘ୍ର ଆରମ୍ଭ ନେଇ ଭବାନୀପାଟଣାରେ ବିଶାଳ ଶୋଭାଯାତ୍ରା
ଭବାନୀପାଟଣା,୧୬।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ସୀମାନ୍ତରେ ଥିବା ସିଜିମାଲି ଖଣି ଖନନ କାର୍ଯ୍ୟ ଶୀଘ୍ର ଆରମ୍ଭ କରିବା ଦାବି ନେଇ ସ୍ଥାନୀୟ ପ୍ରଭାବିତ ଅଞ୍ଚଳବାସୀଙ୍କ ପକ୍ଷରୁ ଶନିବାର ଭବାନୀପାଟଣାରେ ଏକ ବିଶାଳ ଶୋଭାଯାତ୍ରା କରାଯାଇଛି। ଏହି ଶୋଭାଯାତ୍ରା…
ମଜୁରି କରିବାକୁ ଯାଇଥିଲେ: ଆସି ଦେଖିଲା ବେଳକୁ ମୁଣ୍ଡ ଗୁଞ୍ଜିବାକୁ ନ ଥିଲା ଚାଳ
ଜୁନାଗଡ଼,୧୫ା୨(ଅଂଶୁମାନ ଯୋଶୀ)- କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମୁଣ୍ଡରାଗୁଡା ପଞ୍ଚାୟତ ମହୁଲପଡ଼ାରେ ନିଆଁ ଲାଗି ୩ପରିବାରଙ୍କ ଘର ଜଳିଯାଇଛି। କ୍ଷତିଗ୍ରସ୍ତ ପରିବାର ହେଲେ ଭୋକରଧନ ନାଏକ, ବାଳକୃଷ୍ଣ ଦୁର୍ଗା ଓ ସୁନା ମାଝୀ। ଗରିବ ଶ୍ରେଣୀର ହୋଇଥିବାରୁ ପରିବାର ଲୋକେ ମଜୁରି…
ବୈକୁଣ୍ଠପୁରୀ ଜଗନ୍ନାଥ ମନ୍ଦିର ଚଳଚଞ୍ଚଳ
ଲାଞ୍ଜିଗଡ଼,୧୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍ର ବୈକୁଣ୍ଠପୁରୀଠାରେ ନିର୍ମିତ ଜଗନ୍ନାଥ ମନ୍ଦିରର ପ୍ରଥମ ବାର୍ଷିକ ମହୋତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ସକାଳ ୮ଘଣ୍ଟା ସମୟରୁ ପୂଜାର୍ଚ୍ଚନା ଆରମ୍ଭ ହୋଇଥିଲା। ଅପରାହ୍ନ ୧ଟା ସମୟରେ ପୂଜାକାର୍ଯ୍ୟ ଶେଷ…
ପିସିସି ସଭାପତି ହେବା ପରେ ନିଜ ମାଟିକୁ ଫେରିଲେ ଭକ୍ତ: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ପାଇଁ ୬୪ କି.ମି. …
ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ):ବରିଷ୍ଠ କଂଗ୍ରେସ ନେତା ଭକ୍ତ ଚରଣ ଦାସ ପିସିସି ସଭାପତି ହେବା ପରେ ପ୍ରଥମଥର ପାଇଁ ନିଜ ମାଟି ଭବାନୀପାଟଣାକୁ ଫେରିଛନ୍ତି। ସକାଳେ ତାଙ୍କ ବାସଭବନରେ ଜିଲାର କୋଣ ଅନୁକୋଣରୁ ଶତାଧିକ ଦଳୀୟ କାର୍ଯ୍ୟକର୍ତ୍ତା ଓ ବିଭିନ୍ନ ସଙ୍ଗଠନର…
ଦୈନନ୍ଦିନ ଜୀବନରେ ମାଣ୍ଡିଆର ଆବଶ୍ୟକତା….
କର୍ଲାମୁଣ୍ଡା,୧୫।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ବିଆର୍ ଆମ୍ବେଡକର ଉଚ୍ଚ ବିଦ୍ୟାଳୟ ଠାରେ ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ସୋସାଇଟି ପକ୍ଷରୁ ଦୁଇଦିନିଆ ଖାଦ୍ୟଶସ୍ୟ ମେଳା ଉଦ୍ଯାପିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କର୍ଲାମୁଣ୍ଡା…
ଆର୍ଏମ୍ସି ଗୋଦାମରେ ଚାଲିଛି ଉପଜିଲାପାଳଙ୍କ ଅଫିସ: ଖର୍ଚ୍ଚାନ୍ତ ହେଉଛନ୍ତି ଲୋକେ, ଅଟୋରେ ଗଲେ ପଡୁଛି ୩ ଶହ
ଭବାନୀପାଟଣା,୧୫ା୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହରର ମଧ୍ୟ ଭାଗରେ ଥିବା ଉପଜିଲାପାଳଙ୍କ କାର୍ଯ୍ୟାଳୟ ଦୀର୍ଘଦିନ ହେବ ବିପଦସଙ୍କୁଳ ଅବସ୍ଥାରେ ରହିଥିଲା। ଏହି କାର୍ଯ୍ୟାଳୟର ନୂତନ କୋଠା ନିର୍ମାଣ ପାଇଁ ସରକାରଙ୍କ ପକ୍ଷରୁ ସାଢେ ୬ କୋଟି ଟଙ୍କା ଅନୁଦାନ ଆସିବା…
୧୦ ତାଲିମ କେନ୍ଦ୍ରର କର୍ମକର୍ତ୍ତା ଯୋଗଦେଲେ: ୮୦ ଜଣ ପ୍ରାର୍ଥୀଙ୍କ ନାମ ପଞ୍ଜୀକରଣ
ଥୁଆମୂଳ ରାମପୁର,୧୫ା୨ (ଦୁର୍ଗା କୀର୍ତ୍ତି)- କଳାହାଣ୍ତି ଜିଲା କର୍ମନିୟୋଜନ ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ବ୍ଲକ୍ଠାରେ ଶୁକ୍ରବାର ବ୍ଲକ୍ସ୍ତରୀୟ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧ୍ରୁବଚରଣ ମୁଦୁଲିଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଶିବିରରେ ଜିଲା କର୍ମନିୟୋଜନ ଅଧିକାରୀ ସୁବୁଲିତ…
ଟ୍ରାକ୍ଟରକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍
ଲାଞ୍ଜିଗଡ଼,୧୪ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍ ଯୋଡ଼ାବନ୍ଧ ନିକଟ ବେଦାନ୍ତ ରେଳ ଫାଟକରେ ଏକ ଟ୍ରାକ୍ଟରକୁ ମାଲବାହୀ ଟ୍ରେନ୍ ଧକ୍କା ଦେବାରୁ ଟ୍ରାକ୍ଟରରେ ବସି ଧାନ ଆଣିବାକୁ ଯାଉଥିବା ଶ୍ୟାମସୁନ୍ଦର ପଧାନ ଗୁରୁତର ହୋଇଛନ୍ତି। ସୂଚନାନୁସାରେ ଯୋଡ଼ାବନ୍ଧରୁ ଗୋପୀନାଥପୁରକୁ…
Archives


