କଳାହାଣ୍ଡି

ଜନ୍ମ ପ୍ରମାଣ ପତ୍ର କରିବାକୁ ଲାଞ୍ଚ ନେଉଥିଲେ ସୁପର ଭାଇଜର, ଧରିଲା ଭିଜିଲାନ୍ସ

ଥୁଆମୂଳ ରାମପୁର,୨ା୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ମହୁଲପାଟଣା ସ୍ବାସ୍ଥ୍ୟ ଉପକେନ୍ଦ୍ର ହେଲ୍ଥ ୱାର୍କର ଓ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଜନ୍ମ ମୃତ୍ୟୁ ପ୍ରମାଣ ପତ୍ର (ଭାଇଟାଲ ଷ୍ଟାର୍ଟସ୍ଟିକ) କ୍ଲର୍କ ଭାବେ ଦାୟିତ୍ୱରେ ଥିବା…

ମାଙ୍କଡ ଆତଙ୍କ: ଆକ୍ରମଣରେ ୧୫ରୁ ଊଦ୍ଧର୍‌ବ ଆହତ

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ କିଛିଦିନ ହେଲା ମାଙ୍କଡ ଆତଙ୍କ ଦେଖାଦେଇଛି। ସହରସ୍ଥିତ ଗୋଦାମପଡ଼ାର ମାଙ୍କଡ ଆକ୍ରମଣରେ ୧୫ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଆହତ ହୋଇଛନ୍ତି। ସେମାନଙ୍କୁ ଭବାନୀପାଟଣାସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଖବର ପାଇ…

ଦୁଇଦିନ ହେଲା ଆମରଣ ଅନଶନରେ ଚାଷୀ, ଶୁଣିଲେନି ବିଡିଓ-ତହସିଲଦାରଙ୍କ କଥା

କେସିଙ୍ଗା,୨ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ତୁଣ୍ଡଳା ଗ୍ରାମର ଜଣେ ଚାଷୀ ଧାନର କଟ୍‌ନି ଛଟ୍‌ନିକୁ ବିରୋଧ କରି ତୁଣ୍ଡଳା ପ୍ୟାକ୍ସ ଆଗରେ ଦୁଇ ଦିନ ହେଲା ଆମରଣ ଅନଶନ କରିଛନ୍ତି। ତୁଣ୍ଡଳା ଗ୍ରାମର ଜଣେ ଶ୍ରେଷ୍ଠ ଚାଷୀ ହେଲେ…

ଟ୍ୟାଙ୍କର ଧକ୍କାରେ ବାଇକ୍‌ଆରୋହୀଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ ବାନେର ଛକ ନିକଟରେ ଗତ ୨୯ ତାରିଖରେ ଜଣେ ବାଇକ୍‌ଆରୋହୀଙ୍କୁ ଟ୍ୟାଙ୍କର ଧକ୍କା ଦେଇଥିଲା। ଏଥିରେ ବାଇକ୍‌ଆରୋହୀ ଜଣକ ଗୁରୁତର ହୋଇଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ରାୟପୁରର ଏକ ଘରୋଇ…

ଅନ୍ତେବାସୀଙ୍କ ଗହଣରେ ନବବର୍ଷ ପାଳିଲେ ଜିଲାପାଳ: ପାଠ ପଢ଼ି ଭଲ ମଣିଷ ହେବାକୁ ଆହ୍ବାନ

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ):ନୂଆ ଆଶା ଓ ଅଭିଳାଷକୁ ନେଇ ସୁନେଲି ସ୍ବପ୍ନ ଦେଖୁଥିବା ଶିଶୁ ଯତ୍ନ ଅନୁଷ୍ଠାନର କୁନି କୁନି ଶିଶୁମାନଙ୍କ ସହିତ ବୁଧବାର ନବବର୍ଷ ପାଳନ କରିଛନ୍ତି କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶ ଓ ଅନ୍ୟ ଜିଲା ଅଧିକାରୀ।…

କନିଷ୍ଠ ଶିକ୍ଷକଙ୍କୁ ନୂଆବର୍ଷ ଭେଟି: ନିୟମିତ ହେଲେ ୯୨୯ ଶିକ୍ଷୟିତ୍ରୀଶିକ୍ଷକ

ଭବାନୀପାଟଣା, ୨ା୧(ଉତ୍ତମ କୁମାର ଦାଶ):ପ୍ରାଥମିକ ଶିକ୍ଷାକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ କରି କୋମଳମତି ପିଲାଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ୨୦୧୮ରେ ସରକାର କଳାହାଣ୍ଡି ଜିଲାରେ ୧୦୧୬ଜଣ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦେଇଥିଲେ। ଏହା ଦ୍ୱାରା ଗ୍ରାମାଞ୍ଚଳରେ ଶିକ୍ଷାଦାନର ସଫଳ ରୂପାୟନ…

୧୭୨୮ବୋତଲ କଫ୍‌ ସିରପ ଜବତ, ଜଣେ ଗିରଫ

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ -ଜୋଲକୋ ଗ୍ରାମ ଦେଇ ଯାଇଥିବା ଜାତୀୟ ରାଜପଥରେ କେସିଙ୍ଗା ପୋଲିସ ମଙ୍ଗଳବାର ଚଢାଉ କରି ଏକ କାର୍‌ରୁ ୧୭୨୮ ବୋତଲ କଫ୍‌ ସିରପ ଜବତ କରିଛି। ଏହାସହ ନୂଆପଡ଼ା ଜିଲା କୋମନା…

ରାସ୍ତାକାମ ନିମ୍ନମାନର, ହାତମାରିଲେ ଉଠିଯାଉଛି ପିଚୁ

ଥୁଆମୂଳ ରାମପୁର, ୩୧ା୧୨ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ଗୋପାଳପୁର ପଞ୍ଚାୟତର ଡାକକୋଟା ଭାରତ ଯାତ୍ରାଠାରୁ ତୁକଗୁଡ଼ା ପର୍ଯ୍ୟନ୍ତ ନିର୍ମାଣ ହେଉଥିବା ରାସ୍ତାକାମ ନିମ୍ନମାନର ବୋଲି ଅଭିଯୋଗ ହେଉଛି। ମାତ୍ର ଦିନ କେଇଟା ମଧ୍ୟରେ ହାତ…

ସେଁପୁରରେ ଜମୁଛି ଧନୁଯାତ୍ରା ମହୋତ୍ସବ

ଭବାନୀପାଟଣା,୩୦ା୧୨ (ଉତ୍ତମ କୁମାର ଦାଶ):  କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସେଁପୁର ଦୁର୍ଗାମଣ୍ଡପ ପଡିଆରେ ଗୁରୁବାରଠାରୁ ଚାଲିଥିବା ଧନୁଯାତ୍ରା ମହୋତ୍ସବ ଜମିବାରେ ଲାଗିଛି। ଗ୍ରାମବାସୀଙ୍କ ସହଯୋଗରେ ଦୀର୍ଘ ୯ବର୍ଷ ହେଲା ମହୋତ୍ସବ ଆୟୋଜନ ହୋଇଆସୁଛି। କଂସ ଭୂମିକାରେ ବରଗଡ ଚିଚିଣ୍ଡାର…

ବଦଳିବ ମନ୍ଦିର, ପର୍ଯ୍ୟଟନୀ ସ୍ଥଳୀର ରୂପରେଖ : ୪୬ ପ୍ରକଳ୍ପ ଉନ୍ନତୀକରଣ ପାଇଁ ୪୪ କୋଟିର ପ୍ରସ୍ତାବ

ଭବାନୀପାଟଣା,୩୦ା୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାର ବିଭିନ୍ନ ବ୍ଲକରେ ଥିବା ମନ୍ଦିର, ପର୍ଯ୍ୟଟନୀ ସ୍ଥଳୀର ରୂପରେଖ ଖୁବ୍‌ଶୀଘ୍ର ବଦଳିବାକୁ ଯାଉଛି। ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟ ପକ୍ଷରୁ ଜିଲାରେ ଥିବା ୪୪ଟି ବିଭିନ୍ନ ଐତିହାସିକ ମନ୍ଦିର ଓ ପର୍ଯ୍ୟଟନୀ ସ୍ଥଳୀକୁ ଚୟନ କରାଯାଇ ଏହାର…

ଦିଲ୍ଲୀ ସାଧାରଣତନ୍ତ୍ର ଦିବସରେ ଅଭିନୟ ପାଇଁ ମନୋନୀତ ହେଲେ ବୃନ୍ଦାବନ ସାଂକୃତିକ ଅନୁଷ୍ଠାନର କଳାକାର

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ଷାଠିଏ ଜଣ କଳାକାର କେନ୍ଦ୍ର ସଂସ୍କୃତି ବିଭାଗ ଓ କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ଦ୍ୱାରା ମନୋନୀତ ହୋଇଛନ୍ତି। ଚଳିତ ବର୍ଷ ସାଧାରଣ ତନ୍ତ୍ର ଦିବସରେ କର୍ତ୍ତବ୍ୟ ପଥ…

୪୪ ବର୍ଷ ବିତିଥିଲେ ବି ପଡ଼ାବାସୀଙ୍କୁ ମିଳୁନି ସ୍ଥାୟୀ ପଟ୍ଟା, ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଦେଲେ ଧାରଣା

କର୍ଲାମୁଣ୍ଡା,୩୦ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ରେଗଡ଼ା କଲୋନୀ ପଡ଼ାବାସୀ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ସୂଚନା ମତେ ରେଗଡ଼ା କଲୋନୀ ପଡ଼ାବାସୀ କଲୋନୀପଡ଼ାରେ ବସବାସ କରିବାର ୪୪ବର୍ଷ ବିତିଯାଇଥିଲେ ମଧ୍ୟ ଏମାନେ ସ୍ଥାୟୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri