କଳାହାଣ୍ଡି

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି। ଏହି ସମୟରେ ଜୁନାଗଡ଼ ହାଇସ୍କୁଲ ପଡିଆ ସମ୍ମୁଖରେ ସରକାରୀ ଜାଗା ଉପରେ ଥିବା ବେଙ୍ଗାଲୁରୁ…

ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…

ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍‌ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ ନିଯୁକ୍ତି ହେବା ସହ ଅନ୍ୟକୁ ରୋଜଗାର ଦେଉଛନ୍ତି। ଘାସ ଚାଷ ଯୋଗୁ ଅଜିତଙ୍କୁ ଗୋ…

ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ

ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ ସ୍ଥାନୀୟ ଖମାର ନାଳରେ ଦୂଷିତ କେମିକାଲ ପାଣି ଛଡାଯାଉଛି। ଫଳରେ ଗନ୍ଧ ଯୋଗୁ ସ୍ଥାନୀୟ…

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା ଭଳି ଅଭାବନୀୟ ଘଟଣାକୁ ନେଇ ଅଞ୍ଚଳରେ ଏକ ଶୋକର ଛାୟା ଖେଳିଯାଇଛି। କଳାହାଣ୍ଡି ଜିଲା…

ପିକ୍‌ନିକ୍‌ ସ୍ପଟ୍‌ ଶାନ୍ତିବନ: ମନ ଭିତରେ ଆପେ ଆପେ ସୃଷ୍ଟି ହୋଇଯାଏ ଆଧ୍ୟାତ୍ମିକ ଭାବନା

କର୍ଲାମୁଣ୍ଡା,୮ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଓ ମ. ରାମପୁର ବ୍ଲକ୍‌ ମସ୍କାଦାଣ୍ଡି ଗ୍ରାମ ସୀମାରେ ରହିଛି ଶାନ୍ତିବନ ଗ୍ରାମ୍ୟ ଜଙ୍ଗଲ। ଶାଳ, ପିଆଶାଳ, ଶାଗୁଆନ ଆଦି ବୃକ୍ଷରାଜିରେ ପରିପୂର୍ଣ୍ଣ ଏହି ବନ। ଶାନ୍ତିବନରେ ପ୍ରବେଶକଲା ମାତ୍ରେ…

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଥିବା ଜଣାପଡିଛି। ସୂଚନାରୁ ପ୍ରକାଶ ଯେ, ବ୍ଲକ ର ଏହି ପଞ୍ଚାୟତକୁ ଓଡି…

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ ନେଇ ରାଷ୍ଟ୍ରୀୟ ସମ୍ପାଦକ ତଥା ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ଦାୟିତ୍ୱରେ ଥିବା ମହେଶ…

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ କୃଷି ଯୋଗୁ ଅଧିକାଂଶ ଉଦ୍ୟାନ ଚାଷୀ ବର୍ତ୍ତମାନ ଉପକୃତ ହେଉଛନ୍ତି। ଏଥିରେ ଉଦ୍ୟାନ ଚାଷୀଙ୍କୁ…

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘବ କରୁଆ (୬୦)ଙ୍କ ପରିବାର ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି ଆସୁଛନ୍ତି। ଦୀର୍ଘ ୮ ବର୍ଷ ହେଲା ଗୋଡ଼ହାତ ଚାଲୁ ନ ଥିବାରୁ କୌଣସି କାମଧନ୍ଧା…

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ ବଶତଃ ନିଆଁଲାଗି ଲକ୍ଷାଧିକ ଟଙ୍କାର ଅଫିସିଆଲିି ଜିନିଷ ନଷ୍ଟ ହୋଇଥିବା ଜଣାପଡ଼ିଛି । ସୂଚନା…

ଭଉଣୀ ଜ୍ୱାଇଁ ଘରକୁ ଯାଉଥିଲେ ପ୍ରଧାନଶିକ୍ଷକ, ବାଟରେ ଛକିଥିଲା ଯମ: ଆଉ ତା’ପରେ ଘଟିଲା…

ଭବାନୀପାଟଣା,୫ା୧୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ମାଲଗାଁ ପଞ୍ଚାୟତର କୁସୁମଦର ଗ୍ରାମ କେନାଲ ରାସ୍ତାରେ ଗୁରୁବାର ଏକ ପିକ୍‌ଅପ ଭ୍ୟାନ ଧକ୍କାରେ ଜଣେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଭବାନୀପାଟଣା ସହର…

୨ ବିଦ୍ୟାଳୟରୁ ଲୁଟି ନେଲେ ସୋଲାର ଲାଇଟ୍‌

ପଲମ,୪ା୧୨(ଭିକାରି ଗଉଡ଼): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧୀନ ଗାଡ଼େବନ୍ଦ ପଞ୍ଚାୟତର ଗୁଣପୁର ପ୍ରାଥମିକ ବିଦ୍ୟାଳୟ ଓ ରାଣିପଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରୁ ସୋଲାର ଲାଇଟ୍‌ ଚୋରି ହୋଇଥିବା ନେଇ ପ୍ରଧାନ ଶିକ୍ଷକ ନର୍ଲା ଥାନାରେ ଅଭିଯୋଗ କରିଛନ୍ତି। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?