କଳାହାଣ୍ଡି

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ ସଭ୍ୟା ମନ୍ଦିରା ନାଏକ ଜିଲା ଉପସଭାପତି ଭାବେ ନିଯୁକ୍ତି ପାଇଛନ୍ତି । ଏହାପରେ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ ପରିମାଣର ୩୪୫ ମିମି ବର୍ଷା ହୋଇଛି । ଶୁକ୍ରବାର ରାତିରୁ ଅବିଶ୍ରାନ୍ତ ଭାବେ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ ମଧ୍ୟ ଭାଗରେ ପ୍ରବାହିତ ହେଉଥିବା ହାତୀ ନଦୀ ରେ ବନ୍ୟା ପରିସ୍ଥିତି ସୃଷ୍ଟି…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ ଆଦି ସ୍ଥାନରେ ସଚେତନତା ସୃଷ୍ଟି କରିବା ସହ ଶପଥ ପାଠ କରାଯାଉଛି। ହେଲେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ ଭାବେ ଯାତ୍ରୀବାହୀ ବସ୍‌ ଭଲି ଟିକଟ କାଟି ରାଜ୍ୟ ବାହାରକୁ ଗଡୁଛି। ତେବେ…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର ହୋଇଛି। ମୃତ ପୋଲିସ କର୍ମଚାରୀଙ୍କ ନାମ ରାଜିନ୍ଦ୍ର ଦଣ୍ଡସେନା (୨୮) ହୋଇଥିବାବେଳେ…

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ ସୃଷ୍ଟି କରିଥିଲା। ବାରହାଟି ଗ୍ରାମର ଇନୋଦ ସେଠୀ ଓ ବିନୋଦ ସେଠୀଙ୍କୁ ଆକ୍ରମଣ…

ଭୁତକୋଠି ସାଜିଛି କଲ୍ୟାଣ ମଣ୍ଡପ: ୧୦ ବର୍ଷ ହେଲା ହୋଇପଡିଛି ଅକାମୀ

କେସିଙ୍ଗା,୨୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ଗ୍ରାମ ପଞ୍ଚାୟତରୁ ପ୍ରାୟ ୫୦୦ ମିଟରରେ ଗ୍ରାମ ପଞ୍ଚାୟତ ପକ୍ଷରୁ ଗୋଦାମ ଗୃହ ଗତ ୨୦୧୬-୧୭ ମସିହାରେ ନିର୍ମାଣ କରାଯାଇଥିଲା। ଗ୍ରାମ ପଞ୍ଚାୟତର ଚାଉଳ, ଗହମ, ଭଳି ସମସ୍ତ ପିଡ଼ିଏସ…

ଥୁଆମୂଳ ରାମପୁରରେ ‘ୟୁଭିଏ’ର ସୌଜନ୍ୟମୂଳକ ସାକ୍ଷାତ: ଜେଏମ୍ଏଫ୍ସି ବିଚାରପତିଙ୍କ ସହ ସାମାଜିକ-ଆଇନଗତ ସମସ୍ୟା ଉପରେ…

ଥୁଆମୂଳ ରାମପୁର,୨୦।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଶିକ୍ଷାର ବିକାଶ, ସ୍କୁଲ ଡ୍ରପଆଉଟ୍ ସମସ୍ୟା, ସାମାଜିକ କୁସଂସ୍କାର ଏବଂ ସାଧାରଣ ଲୋକଙ୍କ ନିଶୁଳ୍କ ଆଇନଗତ ସମସ୍ୟା ଦୂରୀକରଣ ଲକ୍ଷ୍ୟରେ ‘ୟୁଭିଏ – ୟୁଥ୍ ୟୁନାଇଟେଡ୍ ଫର୍ ଦି ଭିଜନ୍…

ଥୁଆମୂଳ ରାମପୁରରେ ରାସନ ଚାଉଳ ଓଜନରେ ହେରଫେର୍: ଏମ୍‌ଆଇଙ୍କ ତଦନ୍ତ ପରେ ମେସିନ୍ ବନ୍ଦ, ବଳକା ଚାଉଳ ଯାଉଛି କୁଆଡ଼େ?

ଥୁଆମୂଳ ରାମପୁର,୨୦ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତରେ ପିଡିଏସ (PDS) ରାସନ ଚାଉଳ ଓଜନରେ ବ୍ୟାପକ ହେରଫେର୍ ନେଇ ଗୁରୁବାର ଗୁରୁତର ଅଭିଯୋଗ ସାମ୍ନାକୁ ଆସିଛି। ନିର୍ଦ୍ଧାରିତ ପରିମାଣଠାରୁ କମ୍ ଚାଉଳ ଦିଆଯାଉଥିବାରୁ ହିତାଧିକାରୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

ଘରୋଇ ବସ୍‌ର ଦାଦାଗିରି: ହାଇଦ୍ରାବାଦରୁ ଟିକେଟ୍ କାଟିଥିବା ଯାତ୍ରୀଙ୍କୁ ଅଧା ରାସ୍ତାରେ ଓହ୍ଲାଇଦେଲେ,ଆମପାଣିରେ…

କୋକସରା,୨୦ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଘରୋଇ ବସ୍ କର୍ମଚାରୀଙ୍କ ଦବଙ୍ଗଗିରି। ପୂରା ରାସ୍ତାର ଟିକେଟ୍ କାଟି ଅଧା ବାଟରେ ଯାତ୍ରୀଙ୍କୁ ଓହ୍ଲାଇ ଦେବା ଭଳି ଅଭାବନୀୟ ଦୃଶ୍ୟ ଗୁରୁବାର କଳାହାଣ୍ଡି ଜିଲା କୋକସରା ବ୍ଲକ୍ ଆମପାଣି ମୁଖ୍ୟ ଛକ ୨୬ ନମ୍ବର ଜାତୀୟ…

ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି। ଭାତ ଖାଇବା ସମୟରେ ସାମାନ୍ୟ ବଚସାକୁ ନେଇ ସାନ ଭାଇ ଧରମୁ ଶବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?