ଥୁଆମୂଳ ରାମପୁର ବ୍ଲକ ବିଜେଡିର ଯୁବ ସଭାପତି ହେଲେ ପ୍ରଦୀପ କୁମାର ନାଏକ
ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): ବିଜୁ ଜନତା ଦଳ ତାର ସଂଗଠନକୁ ତୃଣମୂଳସ୍ତରରୁ ଅଧିକ ମଜବୁତ କରିବା ପାଇଁ ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଜାରି ରଖିଛି। ଏହି ଅବସରରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ମଧ୍ୟ ଏହି ପ୍ରକ୍ରିୟା ଜରିଆରେ ବ୍ଲକ…
ଘରୋଇ ରାସ୍ତାରେ ସରକାରୀ କଂକ୍ରିଟ ରାସ୍ତା ନିର୍ମାଣକୁ ନେଇ ସ୍ଥାନୀୟ ଜନସାଧାରଣଙ୍କ ଅଭିଯୋଗ
ତୁଣ୍ଡଲା,୧୯।୯ (ଫିରୋଜ କୁମାର ଦାଶ ): ରାଜ୍ୟ ସରକାର ବିଭିନ୍ନ ଯୋଜନା ମାଧ୍ୟମରେ କଚା ରାସ୍ତାକୁ ପକ୍କା ରାସ୍ତା କରିବାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । କିନ୍ତୁ କେବେ ବି ରାସ୍ତାର ଅବସ୍ଥା ସୁଧୁରି ନାହିଁ । ବର୍ତ୍ତମାନ…
ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର: ୧୧୬ ଜଣ ଭିନ୍ନକ୍ଷମଙ୍କୁ ମିଳିଲା ସାର୍ଟିଫିକେଟ
କେସିଙ୍ଗା,୨୦।୯(ତୁମେଶ୍ବର ସାହୁ): ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓଡ଼ିଶା ସରକାରଙ୍କ ଆନୁକୂଲ୍ୟରେ କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସାମାଜିକ ସୁରକ୍ଷା ଅଧିକାରୀ ରାକେଶ ବୁଡ଼ଙ୍କ ନେତୃତ୍ୱରେ ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି।…
ଭବାନୀପାଟଣା ସହରରେ ବଢୁଛି ଜବରଦଖଲ: ଜମି ମାଫିଆ ମାଡି ବସିଛନ୍ତି ସରକାରୀ ଜମି
ଭବାନୀପାଟଣା,୨୦ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ମୁଖ୍ୟାଳୟ ଭବାନୀପାଟଣା ସହରରେ ଦିନକୁ ଦିନକୁ ଜବରଦଖଲ ବଢ଼ିବାରେ ଲାଗିଛି। ବିଶେଷ କରି ଜମି ମାଫିଆମାନେ ବହୁ ସରକାରୀ ଜମି ମାଡ଼ିବସିଛନ୍ତି। ବିଭିନ୍ନ ସ୍ଥାନରେ ସରକାରୀ ଜମି ଜବରଦଖଲ ହୋଇଥିବା ବେଳେ ସରକାରୀ ଅଫିସ…
ତିନିଚକିଆ ସାଇକେଲ ପାଇ ଖୁସି ବ୍ୟକ୍ତ କଲେ ମନୁ
କେସିଙ୍ଗା,୧୯ା୯(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାଠାରେ ଶୁକ୍ରବାର ବ୍ଲକସ୍ତରୀୟ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ପରଲସିଙ୍ଗା ଗ୍ରାମର ଭିନ୍ନକ୍ଷମ ମନୁ ମାଝି(୪୯) ଏକ ତିନିଚକିଆ ସାଇକେଲ ପାଇବା ପାଇଁ ଆବେଦନ କରିଥିଲେ। କେସିଙ୍ଗା ବିଡ଼ିଓ…
ନୂଆ ପଞ୍ଚାୟତ ସମିତି ଗଠନ ଦାବି ଜୋର୍ ଧରିଲା
ମଦନପୁର,୧୯ା୯(ଜଗଦୀଶ ପ୍ରସାଦ ରଣା): କଳାହାଣ୍ଡି ଜିଲା ମ. ରାମପୁର ବ୍ଲକ ମଦନପୁର ଧବଳେଶ୍ବର ପୀଠ ନିକଟସ୍ଥ କଲ୍ୟାଣମଣ୍ଡପଠାରେ ମଦନପୁର ପଞ୍ଚାୟତ ସମିତି ସଂଗ୍ରାମ କମିଟିର ସଂଯୋଜକ ସୁଦର୍ଶନ ପାଢ଼ୀଙ୍କ ସଭାପତିତ୍ୱରେ କର୍ଲାମୁଣ୍ଡା ବ୍ଲକର ୨ଟି ଏବଂ ମ. ରାମପୁର ବ୍ଲକର ୯ଟି…
ବରିଷ୍ଠ ସମାଜସେବୀ ଭୁବନ ବିହାରୀଙ୍କ ପରଲୋକ: ଅଞ୍ଚଳରେ ଶୋକର ଛାୟା
କର୍ଲାମୁଣ୍ଡା,୧୮।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବରିଷ୍ଠ ସମାଜସେବୀ ତଥା ବ୍ୟବସାୟୀ ଭୁବନ ବିହାରୀ ସିଂଙ୍କ ୬୮ ବର୍ଷ ବୟସରେ ଗୁରୁବାର ପରଲୋକ ଘଟିଛି। ଏହି ଖବର ପ୍ରଚାର ହେବା ମାତ୍ରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ତାଙ୍କ…
ଜାତୀୟ ପୋଷଣ ମାସ-୨୦୨୫: ୮ଟି ଥିମ ଉପରେ ଆଲୋଚନା
କେସିଙ୍ଗା,୧୮।୯(ତୁମେଶ୍ବର ସାହୁ): ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧିନସ୍ଥ କେନ୍ଦ୍ରୀୟ ସଂଚାର ବ୍ୟୁରୋ ଭବାନୀପାଟଣା ଆନୁକୂଲ୍ୟରେ ଜାତୀୟ ପୋଷଣ ମାସ-୨୦୨୫ ଏବଂ ମା’ଙ୍କ ପାଇଁ ଗଛଟିଏ ୨.0 ବିଷୟବସ୍ତୁ ଉପରେ ଏକ କର୍ମଶାଳା ବ୍ଲକର ସଭାଗୃହଠାରେ ଗୁରୁବାର ଅନୁଷ୍ଠିତ…
ମହାତ୍ମାଗାନ୍ଧୀ କର୍ମ ନିଯୁକ୍ତି ଯୋଜନାର ସୁବିଧା ନେବାକୁ ପ୍ରତିନିଧିଙ୍କ ସହ ଏକାଠି ହେଲେ ଜବ୍କାର୍ଡଧାରୀ
କର୍ଲାମୁଣ୍ଡା,୧୮ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଭାଗୃହ୍ଠାରେ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଅଧ୍ୟକ୍ଷା କୁନି ସାହୁ, ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ, ବିଡିଓ ଦେବେନ୍ଦ୍ର ସାମଲ, ସରପଞ୍ଚ ସଂଘ ସଭାପତି ବରୁଣ ଛତ୍ରିଆ,…
କଳାହାଣ୍ଡି ଘରୋଇ ବସ୍ ମାଲିକ ସଂଘ ନିର୍ବାଚନ: ପ୍ରବୋଧ ରଥ ପୁଣି ସଭାପତି
ଭବାନୀପାଟଣା,୧୭।୯(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ କାର୍ଯ୍ୟାଳୟରେ ଗୁରୁବାର ଜିଲା ଘରୋଇ ବସ ମାଲିକ ସଂଘର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଚତୁର୍ଥ ଥର ପାଇଁ କଳାହାଣ୍ଡି ଘରୋଇ ବସ ମାଲିକ ସଂଘର ସଭାପତି ଭାବେ ପ୍ରବୋଧ ରଥ ନିର୍ବାଚିତ ହୋଇଛନ୍ତି।…
ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ; କଳାହାଣ୍ଡି ଜିଲାରେ ପ୍ରଥମେ ଉଦ୍ଘାଟନ କଲେ…
କେସିଙ୍ଗା,୧୭।୯(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନକୁ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ଅଭିଯାନକୁ ବୁଧବାର ଉଦ୍ଘାଟନ କଥିଲେ। ହସ୍ପିଟାଲ ପକ୍ଷରୁ ଅତିଥିମାନଙ୍କ…
ସୁଭଦ୍ରାର ପ୍ରଥମ ବର୍ଷ ପୂର୍ତ୍ତି: କେକ୍ କାଟି ସେଲିବ୍ରେଟ୍ କଲେ ହିତାଧିକାରୀ
କେସିଙ୍ଗା,୧୭।୯(ତୁମେଶ୍ବର ସାହୁ): ସୁଭଦ୍ରା ଯୋଜନାର ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ ହିତାଧିକାରୀମାନେ କେସିଙ୍ଗା ସହର ସ୍ଥିତ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପର ସଭା ଗୃହରେ ବୁଧବାର କେକ୍ କାଟି ସେଲିବ୍ରେଟ୍ କରିଛନ୍ତି। ଏଥିରେ ସିଡିପିଓ ସୁଷମା ମିଶ୍ର ମୁଖ୍ୟ ଅତିଥି ଭାବେ…

